ଆଇନଜୀବୀ ପୀତବାସ ପଣ୍ଡାଙ୍କ ଜଘନ୍ୟ ହତ୍ୟା ଘଟଣା
ଖୁବଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:7/10-ଗତକାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ…
ପୂର୍ତ୍ତ ବିଭାଗର ଆଁ
ଭୁବନେଶ୍ୱର:୭/୧୦-ଶୈଳଶ୍ରୀବିହାର ସାଇ ମନ୍ଦିର ଛକରୁ ହନୁମାନ ମନ୍ଦିର ଛକ ପର୍ଯ୍ୟନ୍ତ ମାତ୍ର ୪୦୦ ମିଟରର ପ୍ରମୁଖ ରାସ୍ତା ଅବସ୍ଥା ଏମିତି । ରାସ୍ତାର ଗୋଟିଏ ପାର୍ଶ୍ୱରେ ଚାରିମାସ ହେଲା ଅଧାପନ୍ତରିଆ ହୋଇ ପଡ଼ିରହିଛି ଡ୍ରେନ କାମ । ଲୋକେ ନାହିଁ ନଥିବା ଦୁର୍ଦଶା ଭୋଗୁଛନ୍ତି। ସେପ୍ଟେମ୍ବର ୨୦ ତାରିଖ ସୁଦ୍ଧା…
ଗାଁ ଗାଁକୁ ଯାଇ ଭୋଟ ଭିକ୍ଷା କରିବି : ଭକ୍ତ
-ଟଙ୍କା ଦ୍ୱାରା ନୁହେଁ ଲୋକଙ୍କ ହୃଦୟ ଜିଣି ନିର୍ବାଚନ ଲଢ଼ିବୁ -କଂଗ୍ରେସ ସମସ୍ତ ଭୂମିହୀନ ଦଳିତ ଓ ଆଦିବାସୀଙ୍କୁ ଜମି ପଟ୍ଟା ପ୍ରଦାନ କରିବ ଭୁବନେଶ୍ୱର:୬/୧୦- ପିସିସି ସଭାପତି ଭକ୍ତ ଚରଣ ଦାସ ବହୁ ପ୍ରତିକ୍ଷୀତ ନ୍ୟାୟ ଯାତ୍ରା ଏବଂ ସମାବେଶ ଖରିଆରରୁ ନୂଆପଡା ଅଭିମୁଖେ ଆରମ୍ଭ କରିଛନ୍ତି । ଉତ୍କେଲା ବିମାନ…
ନୂଆପଡ଼ାରେ ଉପ-ନିର୍ବାଚନ ତାରିଖ ଘୋଷଣା, ଆଦର୍ଶ ଆଚରଣ ବିଧି ଲାଗୁ
ଭୁବନେଶ୍ୱର:6/10-ଭାରତ ନିର୍ବାଚନ ଆୟୋଗ ଅକ୍ଟୋବର ୬ରେ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଓଡ଼ିଶାର ୭୧-ନୂଆପଡ଼ା ନିର୍ବାଚନମଣ୍ଡଳୀ ପାଇଁ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏଥିସହ ୭୧- ନୂଆପଡ଼ା ନିର୍ବାଚନମଣ୍ଡଳୀ ପାଇଁ ଉପ-ନିର୍ବାଚନ ତାରିଖ ଘୋଷଣା ସହିତ ୬ ତାରିଖରୁ ସମଗ୍ର ନୂଆପଡ଼ା ଜିଲ୍ଲାରେ ଆଦର୍ଶ ଆଚରଣ ବିଧି…
ଏସୀୟ ଟେବୁଲ୍ ଟେନିସ ଚମ୍ପିୟାନସିପ ପାଇଁ ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଉଦଘାଟନ
ଭୁବନେଶ୍ୱର:୬/୧୦-ଚଳିତ ମାସ ୧୧ ତାରିଖରୁ ୧୫ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ହେବ ୨୮ତମ ଏସୀୟ ଟେବୁଲ୍ ଟେନିସ୍ ଟିମ୍ ଚାମ୍ପିଅନସିପ୍ । ଏନେଇ କଳିଙ୍ଗ ଷ୍ଟାଡିୟମର ଇଣ୍ଡୋର୍ ଆଥେଲେଟ୍ସିକ ସେଣ୍ଟରଠାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ଵାର ଟ୍ରଫି ଅନାବରଣ ଓ ଟ୍ରଫି…
ନିଯୁକ୍ତି ମାମଲାର ଅନ୍ୟତମ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର:5/10-ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ଓଡିଶା ପୁଲିସ ସବ-ଇନ୍ସପେକ୍ଟର ପଦବୀ ନିଯୁକ୍ତି ମାମଲାରେ ରାଜ୍ୟ କ୍ରାଇମ୍ ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ଘଟଣାର ଅନ୍ୟତମ ଅଭିଯୁକ୍ତ କଟକର ବିଦ୍ୟାଧରପୁରର ବାସିନ୍ଦା ବିଶ୍ୱରଞ୍ଜନ ବେହେରା (୨୯)ଙ୍କୁ ଗିରଫ କରିବା…
ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା
ଭୁବନେଶ୍ୱର:3.10-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା ଅକ୍ଟୋବର ୨ ତାରିଖରେ କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଚିତ୍ରକଳା କର୍ମଶାଳାରେ ୧୧୭ଜଣ ଚିତ୍ରଶିଳ୍ପୀ ଯୋଗଦେଇ ନିଜ…
ପଦାକୁ ଆସିଲା ଜାଲିଆତି
ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ସ୍ଥଗିତ -କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ଭୁବନେଶ୍ୱର :୨/୧୦-ପୁଲିସ ସବ ଇନ୍ସପେକ୍ଟର ପାଇଁ ଲିଖିତ ପରୀକ୍ଷା ପୂର୍ବରୁ ବଡ଼ ଧରଣର ଜାଲିଆତି ସାମ୍ନାକୁ ଆସିବା ପରେ ଘଟଣାର କ୍ରାଇମ ବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି।ସ୍ୱତନ୍ତ୍ର କୋଚିଂ ନେବାକୁ ହାଇଦ୍ରାବାଦ ଯାଉଥିବା ଶତାଧିକ…


