ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ
ଭୁବନେଶ୍ୱର:୫/୨-ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସାରା ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯିବ। ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ଏପ୍ରିଲ ୧୪ ତାରିଖ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ଏହି ଓଡ଼ିଆ ପକ୍ଷ ପାଳନ କରାଯିବ।ଗତବର୍ଷ ପ୍ରଥମ ଥର ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ…
ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
-ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ ବ୍ୟବସ୍ଥାର ଲୋକାର୍ପିତ, ଉପଲବ୍ଧ ହେବ ଗୁରୁତ୍ୱପୂର୍ଣ୍ଣ ରାଜସ୍ୱ ସେବା ଭୁବନେଶ୍ୱର:୫/୨- ରାଜ୍ୟର ୧୭ଟି ଜିଲ୍ଲାର ୫୬ଟି ତହସିଲରେ ୫୭ଟି ନୂଆ ସବ ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ଉଦଘାଟିତ ହୋଇଛି। ଏହାଦ୍ୱାରା…
ଶ୍ୱେତଗଙ୍ଗାରେ ପିଣ୍ଡଦାନ କରି ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର:୪/୨-ଶ୍ରୀକ୍ଷେତ୍ର ପୁରୀରେ ପହଞ୍ôଚ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ୱେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। କନ ମହାପ୍ରଭୁଙ୍କୁ ଦର୍ଶନ କରି ଗର୍ଭଗୃହରୁ ବାହାରିବା ପରେ ବାଇଶି ପାହାଚରେ କିଛି ସମୟ ବସିଥିଲେ। ମୁକ୍ତି ମଣ୍ଡପ ପଣ୍ଡିତଙ୍କ ଆଶୀର୍ବାଦ ନେଇ…
ଓଡ଼ିଆ ଅସ୍ମିତାର ଯୁଗ ପୁରୁଷ ଥିଲେ ମଧୁବାବୁ
-ସେ ଥିଲେ ପ୍ରଗତି ପୁରୁଷ ଭୁବନେଶ୍ୱର: ୪/୨-ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୀବନ ଥିଲା ଏକ ଜୀବନ୍ତ ଇତିହାସ । ଭାଷାଭିତ୍ତିରେ ସ୍ୱତନ୍ତ୍ର ଓଡ଼ିଶା ଗଠନର ପୁରୋଧା ମଧୁବାବୁ ଥିଲେ ଓଡ଼ିଆ ଜାତିର ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ ଓ ପ୍ରଗତି ପୁରୁଷ। ତାଙ୍କର ଦୂରଦୃଷ୍ଟି ଓ ଜାତୀୟ ଦୃଷ୍ଟି ପାଇଁ ସେ ଚିରକାଳ ପାଇଁ…
ମା’ ତାରା ତାରିଣୀଙ୍କ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ
-୨୦୧ ଦମ୍ପତ୍ତିଙ୍କ ସାମୁହିକ ବିବାହ ସମ୍ପନ୍ନ -କନ୍ୟାଦାନ କଲେ ମୁଖ୍ୟମନ୍ତ୍ରୀ -ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ଭଗବାନଙ୍କ ଆଶୀର୍ବାଦ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୩/୨-ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସାଧାରଣ ଜନମଙ୍ଗଳକାରୀ ଯୋଜନା ନୁହେଁ, ଏହା ସାମାଜିକ ସୁରକ୍ଷାକୁ ମଜବୁତ…
ଅରୁଣ କୁମାର ସାହୁଙ୍କ ପୁସ୍ତକ ‘ପୀଡ଼ା’ ଓ ସଙ୍ଗୀତ ‘ଶୀତୁଆ ସନ୍ଧ୍ୟା’ ଲୋକାର୍ପିତ
ଭୁବନେଶ୍ୱର: ୨/୨ – ଭୁବନେଶ୍ୱରସ୍ଥିତ ଉତ୍କଳ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି ସାହିତ୍ୟ ଓ ସଙ୍ଗୀତର ଯୁଗଳବନ୍ଦୀ କାର୍ଯ୍ୟକ୍ରମ। ବରିଷ୍ଠ ରାଜନେତା ତଥା ବିଧାୟକ ଡଃ ଅରୁଣ କୁମାର ସାହୁଙ୍କ ରଚିତ ଜୀବନଧର୍ମୀ ପୁସ୍ତକ ପୀଡ଼ା ଓ ସୁଗମ ସଙ୍ଗୀତ ଶୀତୁଆ ସନ୍ଧ୍ୟାର ଲୋକାର୍ପଣ କରାଯାଇଛି। ଉତ୍ସବରେ…
୫୩ ଲକ୍ଷ ୪୭ ହଜାର ୩୧୫ କୋଟି ଟଙ୍କାର ବଜେଟ ଉପସ୍ଥାପିତ
ଭୁବନେଶ୍ୱର:୧/୨-ନବମଥର ପାଇଁ ଅଥର୍ମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ସେ ୨୦୪୭ ବିକଶିତ ଭାରତ ଉପରେ ଫୋକସ କରିଥିବା ବେଳ ମୋଟ ୫୩,୪୭,୩୧୫ କୋଟି ଟଙ୍କାର ବଜେଟକୁ ସାର୍ବଜନୀନ କରିଛନ୍ତି। ରେଳ ବିଭାଗକୁ ରେକର୍ଡ ୨.୭୮ ଲକ୍ଷ କୋଟି ଦିଆଯାଇଛି।…



