ଜାତୀୟ ଚିତ୍ରକଳା ସମ୍ମିଳନୀ
ଭୁବନେଶ୍ୱର:୮/୩-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ଲଳିତ କଳା ଏକାଡେମୀର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଆର୍ଟ ଗ୍ୟାଲେରୀରେ ଆୟୋଜିତ ଦୁଇଦିନିଆ ଜାତୀୟ ଚିତ୍ରକଳା ସମ୍ମିଳନୀ “କ୍ୟାନଭାସ ପରେ : କଳାର ନୂଆ ପରିଚୟ ୨୦୩୬- ପରମ୍ପରା, ପ୍ରଯୁକ୍ତି ଓ ପରିବର୍ତ୍ତନ’ ଉଦ୍ଯାପିତ ହୋଇଯାଇଛି।…
ନ୍ୟାୟ ସଂହିତା ପ୍ରଦର୍ଶନୀ
ଭୁବନେଶ୍ୱର:୮/୩- ପ୍ରଦର୍ଶନୀ ପଡିଆରେ ଓଡିଶା ପୋଲିସ ପକ୍ଷରୁ ଆୟୋଜିତ ନ୍ୟାୟ ସଂହିତା ପ୍ରଦର୍ଶନୀରେ ଉତ୍ସାହମୟ ପରିବେଶ ଦେଖିବାକୁ ମିଳିଛି। ସମାଜର ବିଭିନ୍ନ ବର୍ଗର ଲୋକମାନେ ପ୍ରଦର୍ଶନୀକୁ ଆସି ଭାରତର ନୂତନ ଅପରାଧ ଆଇନ ସମ୍ବନ୍ଧରେ ଜାଣିବା ସହ ସଚେତନତା ଲାଭ କରୁଛନ୍ତି। ବହୁ ସଂଖ୍ୟକ ଛାତ୍ରଛାତ୍ରୀ, ସଚେତନ…
ତିନି ଦିନିଆ ମହିଳା ସଶକ୍ତିକରଣ ସମାରୋହ
ଭୁବନେଶ୍ୱର:୮/୩- ଶକ୍ତି, ସାମର୍ଥ୍ୟ ଏବଂ ଏକତାର ଏକ ଅନନ୍ୟ ପ୍ରଦର୍ଶନ ପୂର୍ବକ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କଳିଙ୍ଗ ଷ୍ଟାଡିୟମରେ ଶତାଧିକ ମହିଳା ଭୁବନେଶ୍ୱରର ରାଜପଥରେ ଏକାଠି ହୋଇଥିଲେ। ମହିଳାମାନଙ୍କ ସ୍ୱାସ୍ଥ୍ୟ, ସୁରକ୍ଷା ଏବଂ ନେତୃତ୍ୱକୁ ପ୍ରୋତ୍ସାହିତ କରିବା ପାଇଁ କ୍ରୀଡ଼ା ଓ ଯୁବ ସେବା ବିଭାଗ…
ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ
ଭୁବନେଶ୍ୱର: ୮/୩- ମାତ୍ର ଦେଢ଼ ବର୍ଷ ଭିତରେ ଆମ ମା ମାନଙ୍କ ପାଇଁ ସୁଭଦ୍ରା ଯୋଜନା ଏକ ଅଦ୍ଭୁତ ପୂର୍ବ ପରିବର୍ତ୍ତନର ବାର୍ତ୍ତାବହ ହୋଇପାରିଛି । ଆଗାମୀ ଦିନରେ ଅଧିକରୁ ଅଧିକ ମା ଏହି ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ…
ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସର ବିକ୍ଷୋଭ
ଭୁବନେଶ୍ୱର:୭/୩- ଶନିବାର ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତୀଙ୍କ ନେତୃତ୍ୱରେ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ଏକ ବିକ୍ଷୋଭ ପ୍ରଦର୍ଶିତ ହୋଇଥିଲା । ଏହି ବିକ୍ଷୋଭରେ ଗ୍ୟାସ ଟାଙ୍କି ମୁଣ୍ଡେଇ ମହିଳା କଂଗ୍ରେସ…
ଜଗନ୍ନାଥଙ୍କ ଜମିର ସମାଧାନ-ତୋଗଲକଙ୍କ ‘ଦିଲୀରୁ ଦୌଲତାବାଦ’ !
ଭୁବନେଶ୍ୱର: ୭/୩ (ପ୍ରସାଦ କୁମାର ପ୍ରଧାନ) ଶ୍ରୀଜଗନ୍ନାଥଙ୍କ ଜମିର ସୁରକ୍ଷା ଓ ପୁନରୁଦ୍ଧାର ଆଳରେ ଦୀର୍ଘ ବର୍ଷ ଧରି ଶ୍ରୀଜଗନ୍ନାଥଙ୍କ ଜମିର ବିକାକିଣା ଉପରେ ଶ୍ରୀମନ୍ଦିର ପ୍ରଶାସକଙ୍କ ଦ୍ୱାରା ରୋକ୍ ଲଗାଯାଇ ଦଖଲକାରୀ ଓ ସ୍ଥିତିବାନ ପ୍ରଜା ଙ୍କୁ ଯେଭଳି ନାହିଁ ନଥିବା ଦୁର୍ଦ୍ଦଶା ଭିତରେ ରଖାଯାଇଛି ତାହା…
ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ମ୍ୟାପିଂ କରାଯାଉଛି
ଭୁବନେଶ୍ୱର:୬/୩-ଆଗାମୀ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର)–୨୦୨୬ କାର୍ଯ୍ୟକ୍ରମ ପାଇଁ ୨୦୦୨ ମସିହାର ଭୋଟର ତାଲିକା ସହିତ ମ୍ୟାପିଂ ପ୍ରକ୍ରିୟା ଉପରେ ଏକ ବିସ୍ତୃତ ଉପସ୍ଥାପନା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ମିଡ଼ିଆ ସେଣ୍ଟରରେ ଆୟୋଜିତ ହୋଇଥିଲା। ଏହି ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…
ଓଡ଼ିଶା ସମବାୟ ନୀତି ୨୦୨୬ କାର୍ଯ୍ୟକାରିତାର ଶୁଭାରମ୍ଭ
-ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଥାନାର ଶୁଭ ଉଦଘାଟନ -୩୨୭୫ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ -ବଡମ୍ବା ଚିନିକଳର ପୁନରୁଦ୍ଧାର -ପାରାଦ୍ୱୀପରେ ଇଫକୋ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ଲୋକାର୍ପିତ ଭୁବନେଶ୍ୱର: ୬/୩- ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ଗୃହ…
ଭାରତୀୟ ସେନା ‘ଅଗ୍ନିବୀର’ ନିଯୁକ୍ତି-୨୦୨୬ ଉପରେ ଉଚ୍ଚସ୍ତରୀୟ ବୈଠକ
-ଓଡ଼ିଶାରୁ ଅଧିକରୁ ଅଧିକ ପଞ୍ଜୀକରଣ ପାଇଁ ଆହ୍ୱାନ -ଯୋଗ୍ୟ ଯୁବକ ଯୁବତୀଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବ -ଯେତେ ପଞ୍ଜୀକରଣ ସଂଖ୍ୟା ବୃଦ୍ଧି ପାଇବ, ସେହି ଅନୁସାରେ ଅଧିକ ପଦବୀ ସୃଷ୍ଟି ହେବ -ଜିଲାସ୍ତରରେ ବ୍ୟାପକ ସୂଚନା ଓ ପଞ୍ଜୀକରଣ ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଭୁବନେଶ୍ୱର: ୫/୩-…
ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର:୫/୩-ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ। ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ ଦ୍ୱାରା ଉତ୍କଳ ଜନନୀର ‘ବୀରପ୍ରସବିନୀ’ ନାମକୁ ସେ ଯଥାର୍ଥରେ ପ୍ରତିପାଦିତ କରିପାରିଛନ୍ତି। ଜାତିର ମୁକ୍ତିଦାତା ସାଜି…



