ସରିଲା ନାମାଙ୍କନପତ୍ର ଦାଖଲ
ବିଜେଡି ଓ କଂଗ୍ରେସକୁ ଘାରିଛି କ୍ରସ ଭୋଟିଂ ଭୟ ଭୁବନେଶ୍ୱର:୫/୩-ଓଡ଼ିଶାର ୪ଟି ରାଜ୍ୟସଭା ଆସନ ପାଇଁ ୫ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲର ଅନ୍ତିମ ଦିବସ ୫ ତାରିଖରେ ଏହି ପାଞ୍ଚଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ରାଜ୍ୟ ବିଜେପି ସଭାପତି ମନମୋହନ…
ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ଷଡଯନ୍ତ୍ର !
ଭୁବନେଶ୍ୱର:୪/୩ (ପ୍ରସାଦ କୁମାର ପ୍ରଧାନ) ଶ୍ରୀ ଜଗନ୍ନାଥଙ୍କ ଜମିର ସମାଧାନକୁ କେନ୍ଦ୍ର କରି କିଛି ମନ୍ତ୍ରୀ ଓ ଅଧିକାରୀଙ୍କର ମନ୍ତବ୍ୟ ଶୁଣି ଖୁବ୍ ଶୀଘ୍ର ଏହାର ସମାଧାନ ହୋଇଯିବ ଓ ପୁଣି ଜମି କିଣାବିକା ହୋଇ ହଇରାଣରୁ ମୁକ୍ତି ମିଳିଯିବ ବୋଲି ପ୍ରଜାମାନେ ଆଶାବାଦୀ ହୋଇ ରହିଥିବା ବେଳେ ନିଷ୍ପତ୍ତି କିନ୍ତୁ…
ମହିଳା ଆୟୋଗଙ୍କ ଜନଶୁଣାଣି ୬ରେ
ଭୁବନେଶ୍ୱର:୨/୩- ମହିଳାଙ୍କ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାସ୍ଥଳରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲଂଘନ ଏବଂ ମହିଳା କଲ୍ୟାଣ ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ଜଡିତ ଅଭିଯୋଗର ଶୁଣାଣି ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ…
ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି
ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ -ପରିସ୍ଥିତିକୁ ନଜର କରି ପ୍ରସ୍ତୁତି ଓ ପଦକ୍ଷେପ ନେବାକୁ ପରାମର୍ଶ ଭୁବନେଶ୍ୱର:୨/୩-ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିରେ ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷା ଓ ସେମାନଙ୍କର ସ୍ଥିତି ସଂପର୍କରେ ପ୍ରସ୍ତୁତି ଓ ପଦକ୍ଷେପ ପାଇଁ ସୋମବାର ମୁଖ୍ୟ ଶାସନ ସଚିବ…
ବଲାଙ୍ଗୀର ଓ ବରଗଡ ହେଲା ନକ୍ସଲ ମୁକ୍ତ
ଭୁବନେଶ୍ୱର:୨/୩-ରାଜ୍ୟରେ ନକ୍ସଲ ବିରୋଧୀ ଅଭିଯାନରେ ଓଡିଶା ପୋଲିସକୁ ଆଉ ଏକ ଐତିହାସିକ ସଫଳତା ମିଳିଛି। ରାଜ୍ୟ ଆରକ୍ଷୀ ମହା ନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ସୋମବାରି ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲାରେ…


