କନ୍ୟା ବିବାହ ଯୋଜନାରେ ଏକହଜାର ଦମ୍ପତ୍ତି ବିବାହ ବନ୍ଧନରେ ଆବଦ୍ଧ
ଭୁବନେଶ୍ୱର: ୨୧/୪-ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଓଡ଼ିଶାର ୨୭ଟି ଜିଲ୍ଲାରେ ଗୋଟିଏ ଦିନରେ ପ୍ରାୟ ଏକହଜାର ଦମ୍ପତ୍ତିଙ୍କର ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ କାର୍ଯ୍ୟକାରୀ…
ଅକ୍ଷିମୁଠି ଅନୁକୂଳ କରି ଚାଷୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ସମୃଦ୍ଧ ଓଡ଼ିଶା ଗଢ଼ିବାରେ କୃଷକମାନେ ହିଁ ପ୍ରକୃତ ସାରଥୀ ଭୁବନେଶ୍ୱର:୨୦/୪- ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କଟକ ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କୃଷକମାନଙ୍କ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି।…
ହର୍ଷିତାଙ୍କୁ ମନୀଷ ସ୍ମାରକୀ ‘ନିର୍ଭୟ’ ଯୁବ ପୁରସ୍କାର
ସିଗାରେଟ ଓ ମଦ ଠାରୁ ସୋସିଆଲ୍ ମିଡିଆ ଅଧିକ ନିଶାଯୁକ୍ତ: ପ୍ରଫେସର ଶର୍ମା ଭୁବନେଶ୍ୱର:୨୦/୪-ବଜାର ସମସ୍ତଙ୍କୁ କରାୟତ କରିଛି। ଯୁବଗୋଷ୍ଠୀ ସେଲିବ୍ରିଟି ହେବା ପାଇଁ ଚାହୁଁଛନ୍ତି। ଇଟ୍ସ ମାଇଁ ଲାଇଫ୍ ଓ ମାଇଁ ଚଏସ ବୋଲି ନାରା ଦେଇ ନିଜ ମନ ଚାହୁଁଥିବା କଥା ସାମାଜିକ ଗଣମାଧ୍ୟମର ପ୍ରଭାବରେ କରିବାକୁ…
ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଉଭୟ ଟପର ଛାତ୍ରୀଙ୍କୁ ଏହି ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରିବା ସହ ରୂପା ତାରକସିର…
ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ
-ଓଡ଼ିଆ ରୋଷେଇର ବିଶ୍ୱସ୍ତରୀୟ ପ୍ରଚାର ପାଇଁ ଶେଫ୍ ରଣବୀର ବ୍ରାର ହେଲେ ବ୍ରାଣ୍ଡ ଆମ୍ବାସଡର -ଭାଷା, ସଂସ୍କୃତି ଓ ପରମ୍ପରାକୁ ନେଇ ଜନ ଆନ୍ଦୋଳନରେ ପରିଣତ ହୋଇଛି ‘ଓଡ଼ିଆ ପକ୍ଷ’ ଭୁବନେଶ୍ୱର:୧୪/୪-ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ପବିତ୍ର ଅବସରରେ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ‘ଓଡ଼ିଆ…
୨୦୨୭ରେ ପଞ୍ଚାୟତ ନିର୍ବାଚନ
ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳଙ୍କୁ ଚିଠି ଭୁବନେଶ୍ୱର:୧୨/୪-ପଞ୍ଚାୟତ ନିର୍ବାଚନ୨୦୨୭ରେ ହେବ। ଏଥିନିମନ୍ତେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପତ୍ର ଲେଖିଛି। ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପଦ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ପତ୍ରରେ…
ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ
ରନ୍ଧନ ଗ୍ୟାସ ଯୋଗାଣ ସାମଗ୍ରିକ ଭାବେ ସ୍ୱାଭାବିକ ରହିଛି ଭୁବନେଶ୍ୱର:୧୧/୪-ସଂପ୍ରତି ରାଜ୍ୟରେ ପେଟ୍ରୋଲିୟମ ଉତ୍ପାଦ ସାମଗ୍ରୀର ନିରବଚ୍ଛିନ୍ନ ଯୋଗାଣ ସୁନିଶ୍ଚିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ତଥା ରାଜ୍ୟ ସଙ୍କଟ ପରିଚାଳନା ଗ୍ରୁପ୍ର ବୈଠକ ଶୁକ୍ରବାର ଅନୁଷ୍ଠିତ…
ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ
ଭୁବନେଶ୍ୱର:୧୦/୪-ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପାଳିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନ ପରିପ୍ରେକ୍ଷୀରେ ଶୁକ୍ରବାର ଦଶମ ଦିବସରେ ପୁରୀ ଜିଲ୍ଲାର ପିପିଲି ଠାରେ ରାଜ୍ୟ ସ୍ତରୀୟ “ଲୋକକଳା ପାଇଁ ଦିନଟିଏ’ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ରାଜ୍ୟର ପ୍ରାୟ ୮୦ରୁ ଉର୍ଦ୍ଧ୍ୱ…
ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍ଘାଟିତ
ରାଜଧାନୀବାସୀ ପାଇବେ ବିଶ୍ୱସ୍ତରୀୟ ଗୁଣାତ୍ମକ ବିଦ୍ୟୁତ ସେବା:ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ବିଭିନ୍ନ ନଦୀର ପୁନରୁଦ୍ଧାର କରାଯିବ। ପ୍ରାଚୀ ନଦୀ ପାଇଁ ୩୦୦ କୋଟି ଟଙ୍କା, ଧନୁଆ ପାଇଁ ଦ୍ୱିତୀୟ ଫେଜ୍ରେ ୭୫ କୋଟି, ଦୟା ନଦୀ ପାଇଁ ୧୭୦ କୋଟି, ଦୟା ପଶ୍ଚିମ କେନାଲ ପାଇଁ ୪୦୦…
ଭୂଇଁପୁରରେ ୩୬ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ
ଭୁବନେଶ୍ୱର:୮/୪-ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ…




