ସହରାଞ୍ଚଳ ଜଳ ଭିତ୍ତିଭୂମି କ୍ଷେତ୍ରରେ ସଫଳତା
ଅମୃତ ୨.୦ କାର୍ଯ୍ୟକାରିତାରେ ଓଡ଼ିଶା ଦେଶରେ ପ୍ରଥମ ଭୁବନେଶ୍ୱର:୭/୪-ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ଗୌରବମୟ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ’ (ଅମୃତ) ୨.୦ ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଏକ ଅଗ୍ରଣୀ…
ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଶୃଙ୍ଖଳ ଅବ୍ୟାହତ ରଖିବା ନେଇ ଆଲୋଚନା
ଭୁବନେଶ୍ୱର:୭/୪-ରାଜ୍ୟରେ ଖାଉଟିମାନଙ୍କ ପାଇଁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ କରାଇବା ଓ ଯୋଗାଣ ଶୃଙ୍ଖଳକୁ ଅବ୍ୟାହତ ରଖିବା ପାଇଁ ବିଭିନ୍ନ ଜିଲ୍ଲାର ବ୍ୟବସାୟୀ ସଂଘ ପ୍ରତିନିଧିମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…
ରାଜ୍ୟରେ ବିଜେପିର ନୂଆ ଯୋଜନା, ବଢ଼ିଲା ମାଗଣା ଚାଉଳ କୋଟା
-ଓଡ଼ିଶାରେ ଟାରଗେଟେଡ ପବ୍ଲିକ ଡିଷ୍ଟ୍ରିବ୍ୟୁସନ ସିଷ୍ଟମ -ତାମିଲନାଡୁରେ ୟୁନିଭର୍ସାଲ ପବ୍ଲିକ ଡିଷ୍ଟ୍ରିବ୍ୟୁସନ ସିଷ୍ଟମ -ରାଜ୍ୟର ଜନସଂଖ୍ୟା-୪କୋଟି ୮୮ ଲକ୍ଷ ୪୦ ହଜାର -ମୁଣ୍ଡପିଛା ୧୦କେଜି ମାଗଣା ଚାଉଳ ପାଇବେ ୩ କୋଟି ୨୮ ଲକ୍ଷ ୫୨ ହଜାର -ପାଉନାହାନ୍ତି ୧କୋଟି ୫୯ ଲକ୍ଷ ୮୮ ହଜାର ଭୁବନେଶ୍ୱର:୪/୪-ରାଜ୍ୟରେ…
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ
ଭୁବନେଶ୍ୱର:୬/୪-କୁଳପତି ପଦବୀ ଖାଲିଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ ନିମନ୍ତେ ରାଜ୍ୟପାଳ ନୂତନ କୁଳପତି ନିଯୁକ୍ତି କରିଛନ୍ତି। ଏହି ନିଷ୍ପତ୍ତି ରାଜ୍ୟର ଉଚ୍ଚଶିକ୍ଷା ବ୍ୟବସ୍ଥା ପାଇଁ ଅତ୍ୟନ୍ତ…
ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ବାଧ୍ୟତାମୂଳକ
ନିୟମ ଖିଲାପକାରୀଙ୍କ ଠାରୁ ଆଦାୟ ହେବ ଜୋରିମାନା ଭୁବନେଶ୍ୱର:୪/୪-‘ଓଡ଼ିଶା ଦିବସ’ ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆ ଭାଷାରେ…
ଗଣମାଧ୍ୟମ ଶିକ୍ଷା ଅଭିଯାନକୁ ଏକ ଜନ ଆନ୍ଦୋଳନରେ ପରିଣତ କରନ୍ତୁ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୪/୪- ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହି ଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଏପ୍ରିଲ ୪ ତାରିଖ ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ…
‘ଟିମ୍ ଓଡ଼ିଶା’କୁ ୧୫ଟି ସ୍ୱର୍ଣ୍ଣ ସହ ୫୭ ପଦକ
ଭୁବନେଶ୍ୱର:୩/୪-‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି ଚାମ୍ପିୟନ ହୋଇଛି। ଗୁରୁବାର ଦିନ ଗ୍ରେଟର ନୋଏଡାର ‘ଇଣ୍ଡିଆ ଏକ୍ସପୋ ସେଣ୍ଟର’ଠାରେ…
ସାମ୍ବାଦିକ ବିଚିତ୍ରାନନ୍ଦ ସାହୁ ସମ୍ବର୍ଦ୍ଧିତ
ଭୁବନେଶ୍ୱର:୩/୪-ସାମ୍ବାଦିକତା କ୍ଷେତ୍ରରେ ଅତୁଳନୀୟ ଅବଦାନ ଓ ଜୀବନବ୍ୟାପୀ ସାଧନା ନିମନ୍ତେ ନିମାପଡ଼ାର ବରିଷ୍ଠ ସାମ୍ବାଦିକ ବିଚିତ୍ରାନନ୍ଦ ସାହୁଙ୍କୁ ଓଡ଼ିଶା ଷ୍ଟେଟ ବ୍ରିଗେଡ ବିଦ୍ୟାଳୟ ପକ୍ଷରୁ ବ୍ରିଗେଡ ସମ୍ମାନ-୨୦୨୬ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି। ବିଦ୍ୟାଳୟର ୨୨ତମ ବାର୍ଷିକ ଉତ୍ସବ ଅବସରରେ…
ଜନଗଣନା-୨୦୨୭
ଘର ତାଲିକା ପ୍ରସ୍ତୁତି ଏବଂ ଗୃହ ଗଣନା ସହିତ ବିଶ୍ୱର ସବୁଠୁ ବଡ଼ ଜନଗଣନା ଅଭିଯାନ ଆରମ୍ଭ ଭୁବନେଶ୍ୱର:୨/୪-ପ୍ରଥମ ଥର ପାଇଁ ଡିଜିଟାଲ ତଥ୍ୟ ସଂଗ୍ରହ ଏବଂ ସ୍ୱ-ଗଣନା ସହିତ ଆରମ୍ଭ ହୋଇଛି ଜନଗଣନା ୨୦୨୭ କାର୍ଯ୍ୟକ୍ରମ। ପ୍ରଥମେ ନିଜର ଜନଗଣନା କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅନଲାଇନରେ ନିଜର…
ଆଗାମୀ ଦଶବର୍ଷ ହେବ ସଂକଳ୍ପର ଦଶକ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୧/୪-୧୯୩୬ ମସିହାରେ ଗଠିତ ଓଡ଼ିଶା ରାଜ୍ୟ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଏକ ନୂଆ ଦିଗ ଦେଖାଇଥିଲା ଏବଂ ପରବର୍ତ୍ତୀ ସମୟରେ ଦେଶର ଅନ୍ୟାନ୍ୟ ରାଜ୍ୟଗଠନ ପାଇଁ ପଥପ୍ରଦର୍ଶକ ହୋଇଥିଲା ବୋଲି ୯୧ତମ ଓଡ଼ିଶା ଦିବସ ଅବସରରେ ଭୁବନେଶ୍ୱରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…



