କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ
ସମର୍ଥନ ପାଇଁ ବିଜେଡିକୁ ଅନୁରୋଧ ; ବଲ ଏବେ ବିଜେଡି କୋର୍ଟରେ ଭୁବନେଶ୍ୱର:୧୮/୯- ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ବିଧାନସଭା ଅଧିବେଶନ ପୂର୍ବ ଦିନ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ଦଳ…
କଂଗ୍ରେସ ବିଧାୟକଙ୍କ ଚୋରି ଜିନିଷ ଉଦ୍ଧାର ପାଇଁ ବାଚସ୍ପତିଙ୍କୁ କାଡାମଙ୍କ ଚିଠି
ଭୁବନେଶ୍ୱର:୧୮/୯- ଗତ ବିଧାନସଭା ଅଧିବେଶନ ଚାଲିଥିବାବେଳେ ନାରୀ ନିର୍ଯ୍ୟାତନା ବୃଦ୍ଧି ସଂପର୍କରେ କଂଗ୍ରେସ ବିଧାୟକମାନେ ଏକ ବିଧାନସଭା ତଦନ୍ତ କମିଟି ଗଠନ ଦାବି କରିବାକୁ ନେଇ ବିଧାନସଭାରୁ ନିଲମ୍ବିତ ହୋଇଥିଲେ। ଅଗଣତାନ୍ତ୍ରିକ ଊପାୟରେ ନିଲମ୍ବିତ ହୋଇଥିବା ବିଧାୟକମାନେ ୨୬.୩.୨୫ ତାରିଖ ୨ଟା ୩୦ ମିନିଟରେ…
ବିଜେଡିର ବିଧାୟକ ଦଳ ବୈଠକ
ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ, ସାର ଅଭାବ, ପଞ୍ଚାୟତ ବ୍ୟବସ୍ଥାରେ ଅଫିସରଙ୍କ କ୍ଷମତା ବୃଦ୍ଧି ଏବଂ ଓଡିଆ ଅସ୍ମିତା ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେଡି ବିଧାନସଭାରେ ଏ ସବୁ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯିବ–ବିରୋଧୀ ଦଳ ନେତା ଭୁବନେଶ୍ୱର:୧୭/୯- ଆଜି ସନ୍ଧ୍ୟାରେ ବିଜୁ ଜନତା ଦଳର ବିଧାୟକ ଦଳ…
ଗୋଟିଏ ଦିନରେ ପାଖାପାଖି ଦେଢ଼ କୋଟି ଚାରା ରୋପଣ କରି ଓଡିଶା ସାଉଁଟିଲା ପ୍ରଶଂସା
ଭୁବନେଶ୍ୱର: ୧୭/୯- ଏକ ଅନନ୍ୟ ଇତିହାସ ଏବଂ ଏକ ଅସାଧାରଣ ଉଦାହରଣ ସୃଷ୍ଟି କରିଛି ଓଡିଶା । ମା ଓ ମାତୃଭୂମି, ପ୍ରକୃତି ଓ ପରିବେଶକୁ ଓଡିଆମାନେ କେତେମାତ୍ରାରେ ଭଲ ପାଆନ୍ତି ତାହା ଆଜି ପ୍ରମାଣିତ କରି ଦେଖେଇ ଦେଇଛନ୍ତି । ଓଡ଼ିଆମାନେ ଐକଵଦ୍ଧ ହେଲେ କୋଣାର୍କ ଗଢ଼ିପାରନ୍ତି, ଓଡ଼ିଆମାନେ ଐକଵଦ୍ଧ ହେଲେ କଳ୍ପନା…
ଶ୍ରୀମନ୍ଦିର ହୁଣ୍ଡି ସ୍ଥାନାନ୍ତରଣକୁ ମିଳିଲା ଅନୁମତି
ଭୁବନେଶ୍ୱର: ୧୭/୯-ଶ୍ରୀମନ୍ଦିର ପରିଚାଳନା ନେଇ ଦୁଇଟି ବଡ଼ ନିଷ୍ପତ୍ତି ନିଆଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ଧାଡି ଦର୍ଶନ ନେଇ ଯେଉଁ ସମସ୍ୟା ଥିଲା ତାହା ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ଦୂର ହୋଇଛି । ଶ୍ରୀମନ୍ଦିର ଭିତରେ ଥିବା ହୁଣ୍ଡି ଯୋଗୁଁ ଧାଡ଼ିଦର୍ଶନ ସମ୍ଭବ…
ସାର ଅଭାବକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଜେଡିର ଗର୍ଜନ
-ସାର ଯୋଗାଣ ଓ କଳାବଜାରୀ ରୋକିବାରେ ସରକାର ସମ୍ପୂର୍ଣ୍ଣ ବିଫଳ -ଗତ ଦୁଇ ଦଶନ୍ଧିରେ ଏଭଳି ସମସ୍ୟା କେବେବି ଦେଖାଦେଇ ନଥିଲା ଭୁବନେଶ୍ୱର, ୧୫/୦୯/୨୦୨୫: ରାଜ୍ୟରେ ସାରର ଅଭାବ ଯୋଗୁଁ ଚାଷୀ ମାନେ ହନ୍ତସନ୍ତ ହେଉଥିବା ଅଭିଯୋଗ କରି ବିଜୁ ଜନତା ଦଳ ଆଜି ରାଜଭବନ ସମ୍ମୁଖରେ ବିଶାଳ ଗଣଧାରଣା କରି ରାଜ୍ୟ ସରକାରଙ୍କ…
୧୨ ଟି ଜିଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
-୨୫,୦୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗରେ କାର୍ଯ୍ୟକାରୀ ହେଲା ନୂତନ ଶିଳ୍ପ ପ୍ରକଳ୍ପ -୫୨ ହଜାରରୁ ଅଧିକ ଯୁବକ ଯୁବତୀ ପାଇବେ ନିଯୁକ୍ତି -୧୫ ମାସରେ ୨୬୦ ଟି ଶିଳ୍ପ ପ୍ରକଳ୍ପ ମଞ୍ଜୁର, ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଓ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା -‘ଏକ୍ ପେଡ୍ ମା କେ ନାମ୍…
ନିଯୁକ୍ତି ମେଳାରେ ୭ ବିଭାଗରେ ୧୬୮୬ ଜଣଙ୍କୁ ନିଯୁକ୍ତି
୧୫ ମାସରେ ୧,୦୭,୯୨୬ ଜଣଙ୍କୁ ମିଳିଛି ସରକାରୀ ଓ ବେସରକାରୀ ନିଯୁକ୍ତି ଭୁବନେଶ୍ୱର:୧୫/୯-ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରିନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀ…
ଇଞ୍ଜିନିୟର୍ସ ଡେ ପାଳିତ
ଆଧୁନିକ ଜ୍ଞାନ କୌଶଳ, କୃତ୍ରିମ ବୁଦ୍ଧିମତା ଓ ନିର୍ମାଣର ସ୍ଥାୟୀତ୍ୱ ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱ ଭୁବନେଶ୍ୱର: ୧୫/୯- ଆଜିର ଯୁଗ ହେଉଛି ଟେକନୋଲୋଜିର ଯୁଗ। ଯେଉଁ ଦେଶ ଟେକନୋଲୋଜିରେ ଯେତେ ଆଗୁଆ ସେ ଦେଶ ସେତେ ମାତ୍ରାରେ ପ୍ରଗତିଶୀଳ। ଆଜିର ଦଶକରେ ଭାରତ ଆଧୁନିକ ଜ୍ଞାନକୌଶଳ ଓ ଟେକନୋଲୋଜି କ୍ଷେତ୍ରରେ ଯଥେଷ୍ଟ…
ଭୋଟ ଚୋର, ଗାଦି ଛାଡ ପ୍ରସଙ୍ଗରେ ଦେଶବ୍ୟାପୀ ୫ କୋଟି ଦସ୍ତଖତ ସଂଗ୍ରହ ଅଭିଯାନ ଆରମ୍ଭ
ଭୁବନେଶ୍ୱର:୧୫/୯-ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ଆହ୍ୱାନ କ୍ରମେ ଗତ ଅଗଷ୍ଟ ମାସରେ ‘ଭୋଟ୍ ଚୋର ଗାଦି ଛାଡ’ ସ୍ଲୋଗାନ ଦେଇ ମଶାଲ ଶୋଭାଯାତ୍ରା ଓ ରାଲି ପରି କାର୍ଯ୍ୟକ୍ରମମାନ ଦଳୀୟ ନେତା ଓ କର୍ମୀଙ୍କ ପରିଶ୍ରମ ବଳରେ ପ୍ରାୟ ସବୁ ଜିଲ୍ଲାରେ ସଫଳ ହୋଇଛି।…



