ସାତଦିନ ଭିତରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ- ଭକ୍ତ ଦାସ
ଭୁବନେଶ୍ୱର ତା ୨/୮- ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କ ଦେହାନ୍ତ ହୋଇଛି। ଏହି ଦୁଃଖଦ ଖବର ପାଇ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ସେ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଅମର ଆତ୍ମାର ସଦଗତି କାମନା କରି ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି। ଶ୍ରୀ ଦାସ କହିଛନ୍ତି,…
ଓଡ଼ିଶାର ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କାର ସହାୟତା
-ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି ଏହି ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ମୋର ଲକ୍ଷ୍ୟ:ମୋହନ ଭୁବନେଶ୍ୱର:2/8- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦…
ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତିଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର:1/8- ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ”କୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଗତ ଜୁଲାଇ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି…
ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ପାଇଁ ରୋଡମ୍ୟାପ୍ ଉପରେ ବୈଠକ
ଭୁବନେଶ୍ୱର :1/8- ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ସଂସ୍କୃତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଉପରେ ବିଚାର ବିମର୍ଶ କରିବା ପାଇଁ ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସମନ୍ୱିତ…
କ୍ୟାବିନେଟରେ ପାଞ୍ଚଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର :1/8-ବାଲି ଉତ୍ତୋଳନ, ଇଟାଭାଟି ଓ ପାନମସଲା କ୍ଷେତ୍ରରେ ରାଜସ୍ୱହାନିକୁ ରୋକିବା ନିମନ୍ତେ ଏଣିକି ‘ଟ୍ରାକ୍ ଆଣ୍ଡ ଟ୍ରେସ୍’ ବ୍ୟବସ୍ଥାକୁ ଉପଯୋଗ କରି ଜୋରିମାନା ଆଦାୟ କରାଯିବାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିପାଇଁ…
ଓଡ଼ିଶାରେ ପ୍ରଥମ ଥର ପାଇଁ ୱାଲର୍ଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ଆୟୋଜନ ହେବା ଗର୍ବର ବିଷୟ-କ୍ରୀଡ଼ାମନ୍ତ୍ରୀ
ଭୁବନେଶ୍ୱର୧/୮- ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା। ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡ଼ିୟମ ଠାରେ ଉକ୍ତ…
ଖରିଫ ଧାନ କ୍ରୟ ପାଇଁ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକୃତ
ଭୁବନେଶ୍ୱର:୧/୮- ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି । ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି। ଚାଷୀମାନେ ନିକଟସ୍ଥ ପ୍ରାଥମିକ…
ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ
-ଅଭିଯାନର ଦ୍ୱିତୀୟ ସଂସ୍କରଣରେ ଏ ବର୍ଷ ଲାଗିବ ୭.୫ କୋଟି ଗଛ -ପଞ୍ଚାୟତ ସ୍ତରରେ ଅଧିକରୁ ଅଧିକ ବୃକ୍ଷରୋପଣ ପାଇଁ ପିଇଓ ମାନଙ୍କୁ ଦାୟିତ୍ୱ ଦିଆଯିବ ଭୁବନେଶ୍ୱର:୩୧/୭- ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି ବିଶେଷକରି…
ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀମାନଙ୍କୁ ତାଲିମ
ଭୁବନେଶ୍ୱର:୩୧/୭- ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ଆୟୋଜିତ ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀମାନଙ୍କୁ ଏକ ୩ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ୨୯ରିଖରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ।…
ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ପୃଥ୍ଵୀରାଜଙ୍କ ନିର୍ଦ୍ଦେଶ
-ପଚାଶ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପର ସମୀକ୍ଷା -୯ ଘଣ୍ଟା ଧରି ଚାଲିଲା ବୈଠକ – ଉନ୍ମୋଚିତ ହେଲା “ସେତୁ ମରାମତି ନୀତି” – ଖୁବ ଶୀଘ୍ର ଆସିବ “ରାସ୍ତା ମରାମତି ନୀତି” – ଶକ୍ତିପୀଠର ପାରିପାର୍ଶ୍ଵିକ ଉନ୍ନତି କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦେଶ –…


