ଛତିଶଗଡ଼ ସହିତ ମହାନଦୀ ଜଳ ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ଭୁବନେଶ୍ୱର:23/7-ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ…
ଆକାଂକ୍ଷୀ ବ୍ଲକରେ ସାମିଲ ହେଲା ଓଡ଼ିଶାର ୧୧ଟି ନୂତନ ବ୍ଲକ
ଭୁବନେଶ୍ୱର:୨୨/୭- ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ଏଥିରେ ସାମିଲ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ…
ରାଜ୍ୟରେ ସୃଷ୍ଟି ହେବ ଅଧିକ ୬୩୫୮ ବୁଥ
-ବୁଥସ୍ତରୀୟ ଏଜେଣ୍ଟଙ୍କୁ ନିଯୁକ୍ତ କରିବାକୁ ରାଜନୈତିକ ଦଳଗୁଡିକୁ ଆହ୍ୱାନ -ବୁଥସ୍ତରୀୟ ଏଜେଣ୍ଟ ନିଯୁକ୍ତି ବେଳେ ଫଟୋ ଏବଂ ମୋବାଇଲ ନମ୍ବର ଜରୁରୀ ଭୁବନେଶ୍ୱର: ୨୨/୭-ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ ବିଭିନ୍ନ ସିକୃତିପ୍ରାପ୍ତ ରାଜନୈତିକ ଦଳ ଗୁଡିକ ସହ ବୈଠକ କରିଛନ୍ତି । ଏହି…
୧୪୪ଟି ମାମଲାର ଶୁଣାଣି; ମାନବାଧିକାର ଉଲ୍ଲଂଘନର ପୀଡିତଙ୍କୁ ପ୍ରାୟ ୨୮ ଲକ୍ଷ ସହାୟତା ସୁପାରିସ
ଭୁବନେଶ୍ୱର:୨୨/୭- ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ ହୋଇଯାଇଛି। ଏଥିରେ ମୋଟ୍ ୧୪୪ଟି ମାମଲାର ଶୁଣାଣି କରାଯିବା ସହିତ ରାଜ୍ୟରେ ମାନବାଧିକାର ଉଲ୍ଲଂଘନ ପୀଡ଼ିତମାନଙ୍କୁ ପ୍ରାୟ ୨୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ନିମନ୍ତେ ସୁପାରିସ କରାଯାଇଛି। ଶିବିରରେ ଜାତୀୟ ମାନବାଧିକାର…
ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ
ଯୋଗାଣ ନିରୀକ୍ଷକ ବବିଲତା ବେହେରା, ଡାକ୍ତର କରୁଣାକର ରାଉତ ଚାକିରିରୁ ବହିଷ୍କୃତ ଭୁବନେଶ୍ୱର: ୨୨/୭-ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ…
ପ୍ରେମାଚାର୍ଯ୍ୟ ବାବା ମଧୁସୂଦନଙ୍କ ନାମକରଣ ଉତ୍ସବ
ନୟାହାଟ:22/7- ଗତମାସ ୨୭ ତାରିଖରେ ସର୍ବ ଧର୍ମ ପୀଠ ପ୍ରାଚୀ ଗୁରୁ ଧର୍ମକ୍ଷେତ୍ର ପରିସରରେ ଆଶ୍ରମର ପ୍ରତିଷ୍ଠାତା ପ୍ରେମାଚାର୍ଯ୍ୟ ବାବା ମଧୁସୂଦନଙ୍କର ନାମକରଣ ଉତ୍ସବ ମୁଖ୍ୟ ବାବାଜୀ ଦାମୋଦର ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ମନ୍ଦିରରେ ପୂଜାର୍ଚ୍ଚନା ପରେ ଓଁ କୃଷ୍ଣ ମଧୁସୂଦନ ବାସୁଦେବ…
ଦୁଷ୍କର୍ମ ଅଭିଯୋଗରେ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଗିରଫ
ଭୁବନେଶ୍ୱର:21/7- ଚାରି ମାସ ତଳେ ଜଣେ ୧୯ ବର୍ଷୀୟା ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଥଣ୍ଡା ପାନୀୟରେ ନିଶା ମିଶାଇ ଦୁଷ୍କର୍ମ କରିଥିବା ଅଭିଯୋଗରେ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଗିରଫ କରାଯାଇଛି। ପୀଡ଼ିତା ଛାତ୍ରୀ ମଞ୍ଚେଶ୍ୱର ଥାନାକୁ ଆସି ଅଭିଯୋଗ କରିବା ପରେ ପୁଲିସ ଉଦିତଙ୍କୁ ତାଙ୍କ ଘରୁ…
ଇସ୍ତଫା ଦେଲେ ଉପ ରାଷ୍ଟ୍ରପତି ଜଗଦୀପ ଧନଖର
ଭୁବନେଶ୍ୱର:21/7-ଭାରତର ଉପ ରାଷ୍ଟ୍ରପତି ଜଗଦୀପ ଧନଖର ଉପ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ଚିଠି ଲେଖି ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସମ୍ବିଧାନର ଧାରା ୬୭ (କ) ଅନୁଯାୟୀ ଇସ୍ତଫା ଘୋଷଣା କରିଛନ୍ତି। ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେ ସ୍ବାସ୍ଥ୍ୟର…
ଭିଜିଲାନ୍ସ ଜାଲରେ ଡିଏଫଓ, ୧୧୫ ପ୍ଲଟ ଠାବ
ଭୁବନେଶ୍ୱର:୨୧/୭-ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି କେନ୍ଦୁଝର କେନ୍ଦୁପତ୍ର ଡିଭିଜନ ଡିଏଫଓ ନିତ୍ୟାନନ୍ଦ ନାୟକ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘର ସମେତ ୭ଟି ସ୍ଥାନରେ ଚଢ଼ାଉ କରିଥିବା ବେଳେ ତାଙ୍କର ୧୧୫ଟି ପ୍ଲଟ ରହିଥିବା ଜଣାପଡ଼ିଛି । ୫୩ଟି ପ୍ଲଟ ତାଙ୍କ ନାମରେ ଥିବା…


