ବିମାନସେବାରେ ଉଲ୍ଲେଖନୀୟ ପରିବର୍ତ୍ତନ
ଭୁବନେଶ୍ୱର:୨୧ /୭- ସରକାରଙ୍କ ଦୂରଦୃଷ୍ଟିସମ୍ପନ୍ନ ନୂତନ ଗନ୍ତବ୍ୟ ନୀତି ଦ୍ୱାରା ପରିଚାଳିତ ଓଡିଶା ଏହାର ବେସାମରିକ ବିମାନ ଚଳାଚଳ ପରିଦୃଶ୍ୟରେ ଏକ ଉଲ୍ଲେଖନୀୟ ପରିବର୍ତ୍ତନ ଦେଖୁଛି।ବାଣିଜ୍ୟ ଏବଂ ପରିବହନ ବିଭାଗ ଦ୍ୱାରା ପରିଚାଳିତ ଏହି ନୀତିର ଉଦ୍ଦେଶ୍ୟ ହେଉଛି ବିମାନ ଚଳାଚଳ ପାଇଁ ସଂରଚିତ ପ୍ରୋତ୍ସାହନ,…
ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ଉପରେ କଟକଣା
ଭୁବନେଶ୍ୱର, ୨୧/୭-ଲୋକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା ହୋଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…
ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ, ଓଟିଇଟି ପରୀକ୍ଷା ସ୍ଥଗିତ
ପ୍ରଶ୍ନପତ୍ର ବିକ୍ରି କରାଯାଇଛି-ବିଜେଡି -ତ୍ରୁଟିଶୁନ୍ୟ ପରୀକ୍ଷା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ -୧୨ ମାସରେ ନିଯୁକ୍ତି ପାଇଁ ପରୀକ୍ଷାରେ ୧୨ ଥର ପ୍ରଶ୍ନପତ୍ର ପ୍ରଘଟ, ପରୀକ୍ଷା ବାତିଲ ଭୁବନେଶ୍ୱର, ୨୦/୭-ଆଜି ସକାଳ ୯ଟା ବେଳେ ସ୍ପେସାଲ ଓଟିଇଟି ପେପର-୧ ଏବଂ ଅପରାହ୍ଣ ୨ଟାରେ ପେପର-୨ ପରୀକ୍ଷା…
ଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ’
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଭୁବନେଶ୍ୱର:19/7-ଆମ ସରକାର ଲୋକଙ୍କ ସରକାର। ଜନସାଧାରଣଙ୍କ ସ୍ୱାର୍ଥର ସୁରକ୍ଷା, ସେମାନଙ୍କ କଲ୍ୟାଣ ତଥା ବିକାଶ ପାଇଁ ଆମ ସରକାର ଗତ ଏକ ବର୍ଷ ମଧ୍ୟରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି। ଏହା ସହିତ ଏକ ସମୃଦ୍ଧ ଓଡିଶାର ପରିକଳ୍ପନା କରାଯାଇଛି। ୨୦୩୬ ଓ ୨୦୪୭ ସୁଦ୍ଧା ଓଡିଶା…
ନିମାପଡା ଛାତ୍ରୀ ପୋଡି ଘଟଣାର ଅନୁଧ୍ୟାନ କଲା ପିସିସି ତଥ୍ୟ ଅନୁଧ୍ୟାନ କମିଟି
ଭୁବନେଶ୍ୱର:୧୯/୭-ପୁରୀ ଜିଲ୍ଲା ଅନ୍ତର୍ଗତ ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦୁବୃର୍ତ୍ତମାନଙ୍କ ଦ୍ୱାରା ହୋଇଥିବା ଛାତ୍ରୀକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେବା ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଅତ୍ୟନ୍ତ ଉଦ୍ବେଗ ପ୍ରକାଶ କରିବା ସହ ଏଭଳି ସ୍ପର୍ଶକାତର ଘଟଣାର ତଥ୍ୟ…
ବଳଙ୍ଗାରେ ନାବାଳିକାଙ୍କୁ ଜିଅନ୍ତା ଜାଳିଦେବା ଉଦ୍ୟମ
ରାଜ୍ୟରେ ମହିଳା ଓ ଛାତ୍ରୀ ଅସୁରକ୍ଷିତ ଥିବାର ନମୁନା: ବିଜେଡି ଭୁବନେଶ୍ୱର:୧୯/୭- ବାଲେଶ୍ୱର ଛାତ୍ରୀ ଆତ୍ମହୁତି ଘଟଣାକୁ ଏକ ସପ୍ତାହ ନପୂରୁଣୁ ଆଜି ପିପିଲି ନିକଟବର୍ତ୍ତୀ ବଳଙ୍ଗାଠାରେ ଜଣେ ନାବାଳିକାକୁ ତିନିଜଣ ଦୁର୍ବୁତ୍ତ କିରୋସିନି ଢାଳି ଜିଅନ୍ତା ଜାଳି ଦେବାକୁ ଉଦ୍ୟମ ହୋଇଛି, ଯାହା ରାଜ୍ୟର…
ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ବିଜୁ ମହିଳା ଜନତା ଦଳର ଧାରଣା
ଭୁବନେଶ୍ୱର:୧୯/୭/-ରାଜ୍ୟରେ ଦିନକୁ ଦିନ ମହିଳା ଓ ଶିଶୁମାନେ ଅସୁରକ୍ଷିତ ମନେକରିବା ସହିତ ନିର୍ଯାତନା ଓ ଦୁଷ୍କର୍ମ ହାର ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ଆଶ୍ଚର୍ଯ୍ୟଜନକ କଥା ରାଜ୍ୟରେ ବିଜେପି ସରକାର ଆସିବାର ୧୪ ମାସ ବିତିଗଲା ପରେ ମଧ୍ୟ ରାଜ୍ୟ ମହିଳା କମିଶନ ଓ ଶିଶୁ ସୁରକ୍ଷା କମିଶନ ପଦବୀ ଏପର୍ଯ୍ୟନ୍ତ…
ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସରକାରୀ ବାସଭବନ ଘେରାଉ
ଭୁବନେଶ୍ୱର:୧୯/୭-ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଯୁବ କଂଗ୍ରେସ କାର୍ଯ୍ୟକର୍ତ୍ତାମାନେ ନିମାପଡା ପୀଡ଼ିତାର ପରିବାରଙ୍କୁ ଏମ୍ସ୍ ଡାକ୍ତରଖାନାରେ ସାକ୍ଷାତ କରିଥିଲେ। ନିମାପଡା ନାବାଳିକାକୁ ଦୁର୍ବୃତ୍ତମାନେ ଜିଅନ୍ତା ପୋଡିବା ପ୍ରସଙ୍ଗରେ ଯୁବ କଂଗ୍ରେସର କର୍ମକର୍ତ୍ତାମାନେ ଉପ…
ଦୟାନିଧି ମିଶ୍ରଙ୍କ ପରଲୋକ
ଖୋର୍ଦ୍ଧା:୧୭/୬-ଓଡ଼ିଶା ବାୟୋଲୋଜିକାଲ ପ୍ରଡକ୍ଟ ଇନଷ୍ଟିଚ୍ୟୁଟର ଅବସରପ୍ରାପ୍ତ ଉପ ନିର୍ଦ୍ଦେଶକ ଡା. ଦୟାନିଧି ମିଶ୍ରଙ୍କର ୮୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସ୍ଥାନୀୟ ବିଡିଏ କଲୋନୀ ସ୍ଥିତ ବାସଭବନରେ ରହୁଥିବା ବେଳେ ସୋମବାର ସକାଳେ ସେ ନିଜ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଖୋର୍ଦ୍ଧା ଜିଲ୍ଲା…


