ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ୱିଗୁଣିତ
କନେଷ୍ଟବଳ, ହାବିଲଦାର ଓ ସିପାହୀ ମାନଙ୍କ ‘ଏକ୍ଷ୍ଟ୍ରା ଡ୍ୟୁଟି ପ୍ରୋତ୍ସାହନ ରାଶି’ରେ ମଧ୍ୟ ବୃଦ୍ଧି ଭୁବନେଶ୍ୱର:୨୪/୪-ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ…
ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଆମ ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି – ମୁଖ୍ୟମନ୍ତ୍ରୀ
ପୁରୀରେ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ପାଳନ -୬ ଲକ୍ଷ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ, ୨ ଲକ୍ଷରୁ ଉର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ସହାୟତା ରାଶି ଏବଂ ୩୧୪ ଟି ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଭୁବନେଶ୍ୱର:୨୪/୪- ଆମ ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ…
ପ୍ରଶାନ୍ତଙ୍କ ଶେଷ ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
-ପରିବାରକୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କୁ ନିଯୁକ୍ତି ଏବଂ ପୁଅର ପାଠପଢା ଖର୍ଚ୍ଚ ସରକାର ବହନ କରିବେ ଭୁବନେଶ୍ୱର:୨୪/୪-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଜିଲ୍ଲାର ଇସାଣି ଗ୍ରାମରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କାଶ୍ମୀରର ପେହଲଗାମ ଠାରେ…
ଓଡ଼ିଶାକୁ ଏକ ସମୃଦ୍ଧ ଏବଂ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ନିଆଯାଇଛି ଉଚ୍ଚାଭିଳାଷୀ ସଂକଳ୍ପ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୨୩/୦୪-: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରିପରିଷଦର ସପ୍ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ,ରାଜ୍ୟ ଗଠନର ଶତବାର୍ଷିକୀ ପାଳନ ଅବସରରେ ସରକାର ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ସମୃଦ୍ଧ ଏବଂ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଉଚ୍ଚାଭିଳାଷୀ…
ଦେବ ପ୍ରସାଦ ଦାଶଙ୍କୁ ପଦୋନ୍ନତି
ରାଜ୍ୟ ସରକାର ଓଡିଶା ପ୍ରଶାସନିକ ସେବା ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ତାଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। …
ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି, ୨୩ରୁ କଲେଜଗୁଡିକ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବନ୍ଦ ରହିବ
ଭୁବନେଶ୍ୱର :୨୨/୪-ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା କରାଯାଇଛି। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ…
ସମ୍ବଲପୁରରେ ସରକାର
ପୂର୍ବ ସରକାର ଉଦାସୀନ ମନୋଭାବ ପୋଷଣ କରୁଥିଲେ, ଆମେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜନ ଶୁଣାଣି କରିବା ପାଇଁ ନିଷ୍ପତ୍ତି ନେଇଛୁ :ମୁଖ୍ୟମନ୍ତ୍ରୀ -୨୪୦୦ ଲୋକଙ୍କ ଅଭିଯୋଗ ଶୁଣାଣି, -୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ ଭୁବନେଶ୍ୱର:୨୧…
ନବୀନ ପୁଣି ବିଜେଡିର ସଭାପତି ନିର୍ବାଚିତ
ଭୁବନେଶ୍ୱର: 19/4- ନବୀନ ପଟ୍ଟନାୟକ କ୍ରମାଗତ ଭାବେ ନବମ ଥର ପାଇଁ ବିଜୁ ଜନତା ଦଳର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ଦଳର କାଉନସିଲ୍ ମିଟିଂ ରେ ଆନୁଷ୍ଠାନିକ ଭାବେ ତାଙ୍କୁ ସଭାପତି ଭାବେ ଘୋଷଣା କରାଯାଇଛି। ପୁଣି ଥରେ ସଭାପତି ଦାୟିତ୍ୱ ଗ୍ରହଣ ପରେ ସେ ଅବସରରେ ନବୀନ ଦଳୀୟ ନେତା ଓ କର୍ମୀଙ୍କ ମନୋବଳ…
ଦୁଇଜଣ ବରିଷ୍ଠ ସାଂବାଦିକଙ୍କ ପରଲୋକ, ସାଂବାଦିକ ମହଲରେ ଶୋକ
ଭୁବନେଶ୍ୱର:୧୯/୪/୨୦୨୫-ଅସୁସ୍ଥତା କାରଣରୁ ଭୁବନେଶ୍ୱର ଏକ ଘରୋଇ ହସପିଟାଲରେ କିଛିଦିନ ଧରି ଚିକିତ୍ସିତ ହେଉଥିବା ବରିଷ୍ଠ ସାଂବାଦିକ ରତିକାନ୍ତ ମହାନ୍ତିଙ୍କର ଶନିବାର ସକାଳେ ପରଲୋକ ଘଟିଛି। ସେ ଦୀର୍ଘ ୪ ଦଶନ୍ଧି ଧରି ନିରପେକ୍ଷ ଏବଂ ନିର୍ଭୀକତାର ସହ ସାମ୍ବାଦିକତା କରୁଥିଲେ। ସେହିପରି ଅନ୍ୟତମ ବରିଷ୍ଠ…
ଡଃ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତା ଓ ଜାତୀୟ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର:17/4-କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଆୟୋଜିତ ଡଃ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତା ଓ ଜାତୀୟ ସମ୍ମିଳନୀରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟ ବିଶିଷ୍ଟ…



