ବିଜେଡି ସଭାପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର ୧୭/୪- ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଶଙ୍ଖ ଭବନକୁ ଯାଇ ଦଳର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ବିଜୁ ଜନତା ଦଳ ସଭାପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସୂଚନାଯୋଗ୍ୟ ଯେ ବିଜୁ ଜନତା ଦଳର ସାଂଗଠନିକ ନିର୍ବାଚନ ଏଵେ ଚୂଡାନ୍ତ ପର୍ଯ୍ୟାୟରେ ପହଂଚିଛି…
ଶଙ୍ଖ ଭବନରେ ବିଜୁବାବୁଙ୍କ ଶ୍ରାଦ୍ଧ ସଭା
କିଛି ଲୋକ ବରପୁତ୍ରମାନଙ୍କ ତ୍ୟାଗ ଓ ଅବଦାନକୁ ନ୍ୟୁନ କରିବାକୁ ଚାହୁଁଛନ୍ତି ଇତିହାସ ବଦଲେଇବାକୁ ଉଦ୍ୟମ କରୁଛନ୍ତି:ନବୀନ ଭୁବନେଶ୍ୱର:୧୭/୪-ଆଜି ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଭାବ ଗମ୍ଭୀର ପରିବେଶରେ ପାଳିତ ହୋଇଯାଇଛି।ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…
ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ
ଭୁବନେଶ୍ୱର:17/4-ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତିଗଣ ଶ୍ରଦ୍ଧାଞ୍ଜଳି ଅର୍ପଣ…
ଚାରି ହଜାର ୧୭୩ କୋଟି ଟଙ୍କା ବ୍ୟୟରେ ପ୍ରାୟ ୧୫୪ କିଲୋମିଟର ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପର ଶୁଭାରମ୍ଭ କଲେ ଗଡ଼କରୀ
-୮୪୫ କୋଟିରେ ଦୁଇଟି ସଡ଼କ ପ୍ରକଳ୍ପର ଲୋକାର୍ପଣ, ୧୭ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଭୂମିପୂଜନ -ଓଡ଼ିଶା ପାଇଁ ୯୦୨୩ କୋଟି ଟଙ୍କାର ୧୩ ଟି ପ୍ରକଳ୍ପ ମଞ୍ଜୁର -ଶିଳ୍ପ ପ୍ରକଳ୍ପ ଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ବିଶ୍ୱସ୍ତରୀୟ ଭିତ୍ତିଭୂମି ନିର୍ମାଣ କରାଯିବ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୭ ଏପ୍ରିଲ- ଡବଲ…
ଲୋକଙ୍କ ମୁଖ୍ୟ ସେବକ ଭାବେ କାମ କରିବାର ପ୍ରେରଣା ମୁଁ ସଂଘରୁ ପାଇଛି – ମୁଖ୍ୟମନ୍ତ୍ରୀ
ଉତ୍କଳ ବିପନ୍ନ ସହାୟତା ସମିତି ବାର୍ଷିକ ଉତ୍ସବ ସମାରୋହ ଭୁବନେଶ୍ୱର:୧୬/୪-ପ୍ରାକୃତିକ ଦୁର୍ବିପାକ ହଉ କିମ୍ବା ଅପାତକାଳୀନ ପରିସ୍ଥିତି, ସବୁ ସମୟରେ ବିପନ୍ନ ଓଡିଶାବାସୀଙ୍କ ପାଖରେ ଉତ୍କଳ ବିପନ୍ନ ସହାୟତା ସମିତି ଆଗ ପହଂଚିଛି ଓ ୪୩ ବର୍ଷର ଏହି ଯାତ୍ରାରେ ସାଧାରଣ, ଗରିବ ଓ ଅସହାୟ ଜନତାଙ୍କୁ ବିଭିନ୍ନ…
ଉପ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଜାଳିଦେଲେ ବିଜୁଙ୍କ ପ୍ରତିମୂର୍ତ୍ତି
ଭୁବନେଶ୍ୱର:15/4- ଜନନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କର ପ୍ରତିମୂର୍ତ୍ତିକୁ କେହି ଦୁବୃର୍ତ୍ତ ନିଆଁ ଲଗାଇ ଜାଳି ଦେଇଛି। ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସର ଦୁଇ ଦିନ ପୂର୍ବରୁ ଏଭଳି ଘଟଣାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ବିଜେଡି ରାଜ୍ୟବ୍ୟାପୀ ଏହାର…
ବୋର୍ଡ ଅଫ୍ ପ୍ରାକ୍ଟିକାଲ ଟ୍ରେନିଂ ଓ ସେକ୍ଟର ସ୍କିଲ କାଉନସିଲ ଅଫ୍ ଇଣ୍ଡିଆ ସହ ଉଚ୍ଚଶିକ୍ଷା ବିଭାଗର ବୁଝାମଣା ପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର: 15/4- ବୋର୍ଡ ଅଫ୍ ପ୍ରାକ୍ଟିକାଲ ଟ୍ରେନିଂ (ବିଓପିଟି) (BOPT- Board of Practical Training) ଏବଂ ବିଏଫ୍ଏସ୍ଆଇ ସେକ୍ଟର ସ୍କିଲ କାଉନସିଲ ଅଫ୍ ଇଣ୍ଡିଆ, ମୁମ୍ବାଇ (BFSI Sector Skill Council Of India, Mumbai) ସହ ଆଜି ଉଚ୍ଚଶିକ୍ଷା ବିଭାଗର ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି।…
ଓଡ଼ିଆ ନବବର୍ଷରେ ମେୟରଙ୍କୁ କବିତା ବହି ଉପହାର
ଭୁବନେଶ୍ଵର,14/4 ରାଜ୍ୟ ବ୍ୟାପି ଓଡ଼ିଆ ନବବର୍ଷ ଧୁମ୍ ଧାମରେ ପାଳନ କରାଯାଉଛି। ନିଜ ନିଜର ପାଳନକୁ କିଏ କେତେ ପ୍ରକାରେ ଲୋକଲୋଚନକୁ ଆଣୁଛନ୍ତି। ଏହି ଅବସରରେ ନିଜ ଲେଖନୀ ନିସୃତ ଦୁଇଟି କବିତା ବହିକୁ ମେୟର ସୁଲୋଚନା ଦାସଙ୍କୁ ଉପହାର ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ଓ କବି ରବିପ୍ରିୟ ଦାଶ । ତାଙ୍କର…
ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍ – ୨୦୨୫
ଭୁବନେଶ୍ୱର: ୧୪/୪- ଓଡ଼ିଶା ପୋଲିସ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମ ହକି କଂପ୍ଲେକ୍ସରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍ – ୨୦୨୫ ସୋମବାର ଖେଳାଯାଇଥିବା ପ୍ରଥମ ସେମି ଫାଇନାଲ ମ୍ୟାଚ ଉତ୍ତର ପ୍ରଦେଶ ଓ ସିଆରପିଏଫ( ମହିଳା ) ପୋଲିସ ମଧ୍ୟରେ ହୋଇଥିଲା। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚରେ…



