ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫ
ଭୁବନେଶ୍ୱର:15/2-ରାଜ୍ୟରେ “ଲକ୍ଷପତି ଦିଦି ଯୋଜନା” ଘୋଷଣା ପରିପ୍ରେକ୍ଷୀରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା…
ରାଜ୍ୟର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ଏକ ଦୂରଦର୍ଶୀ ମାର୍ଗ ପ୍ରସ୍ତୁତି ଉପରେ ରାଜ୍ୟପାଳ ଗୁରୁତ୍ଵ ଦେଇଛନ୍ତି
ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ଭୁବନେଶ୍ୱର: 15/2- ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମଝି ଉତ୍ତର ରଖି କହିଛନ୍ତି, ଗତ ଫେବୃୟାରୀ ୧୩ ତାରିଖ ଦିନ ଚଳିତବର୍ଷ ପାଇଁ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନରେ…
ଶ୍ରୀଜଗନ୍ନାଥଙ୍କ ନୀଳଚକ୍ର ପାହାଡ଼ ପାଦଦେଶରେ ଜମି ଜବରଦଖଲ
ଖୋର୍ଦ୍ଧା ଠାରୁ 5 କିଲୋମିଟର ପରେ ଜାତୀୟ ରାଜପଥ ପାର୍ଶ୍ୱରେ ଶ୍ରୀଜଗନ୍ନାଥଙ୍କ ନୀଳଚକ୍ର ପାହାଡ଼ ପାଦଦେଶରେ ଜମି ଜବରଦଖଲ। ପାହାଡ଼ ପାଦଦେଶରେ ଖୁଣ୍ଟ ପୋତାଯାଇ ପାଚେରୀ ଉଠିଲାଣି। ପ୍ରଶାସନ ସବୁ ଜାଣି ଚୁପ…
ପୂର୍ବ ସରକାରଙ୍କ ଇଛା ଶକ୍ତିର ଅଭାବ ଯୋଗୁ GPLF ଗୁଡିକ ସ୍ୱୟଂ ସମ୍ପୂର୍ଣ୍ଣ ହୋଇପାରି ନାହାନ୍ତି
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି -୨୦୨୭ ମସିହା ସୁଦ୍ଧା ୨୫ ଲକ୍ଷ “ଲକ୍ଷପତି ଦିଦି” ସୃଷ୍ଟି କରିବା ପାଇଁ ଲକ୍ଷ୍ୟ -ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା ଭୁବନେଶ୍ୱର:14/2-ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଛି। ଏହି…
ବିଧାନସଭା ଆରମ୍ଭ
ଭୁବନେଶ୍ୱର:13/2- ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ତାଙ୍କର ଅଭିଭାଷଣ ରଖୁଛନ୍ତି। ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଅନ୍ୟ ମନ୍ତ୍ରୀ ଓ ସଦସ୍ୟ ମାନେ ଉପସ୍ଥିତ…
ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି
ଭୁବନେଶ୍ୱର:12/2-ସରକାର ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ସେମାନଙ୍କ ମାସିକ ପାରିଶ୍ରମିକ ୧୧,୧୦୦ ରୁ ୧୬,୦୦୦ ଟଙ୍କାକୁ ବଢିଛି। ଏହାଦ୍ୱାରା ରାଜ୍ୟର ୧୩,୭୪୦ ଶିକ୍ଷକ ଉପକୃତ ହେବେ। ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ କରିବ।…
ଓଡ଼ିଶା ବିଧାନସଭାରେ ଜାତୀୟ ଇ ବିଧାନ ଆପ୍ଲିକେସନ ଅଧୀନରେ ‘ଡିଜିଟାଲ ହାଉସ’ ର ଶୁଭାରମ୍ଭ
ବାଚସ୍ପତି ସୁରମା ପାଢୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବିଧାନସଭାରେ ଜାତୀୟ ଇ ବିଧାନ ଆପ୍ଲିକେସନ ଅଧୀନରେ ‘ଡିଜିଟାଲ ହାଉସ’ ର ଶୁଭାରମ୍ଭ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର
ଭୁବନେଶ୍ୱର:12/2-ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ…
ସର୍ବ ଦଳୀୟ ବୈଠକ
ଭୁବନେଶ୍ୱର: 12/2-ଓଡିଶା ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବ ଦଳୀୟ ବୈଠକ।



