ଓଡ଼ିଆ ଭାଷାର ଶିକ୍ଷାଦାନ ପାଇଁ ବର୍ଣ୍ଣବୋଧର ବିକଳ୍ପ ନାହିଁ-ମୁଖ୍ୟମନ୍ତ୍ରୀ
ଭକ୍ତକବିଙ୍କ ରଚିତ ବର୍ଣ୍ଣବୋଧର ଅବିକଳ ସଂସ୍କରଣ ଉନ୍ମୋଚିତ -ବର୍ଣ୍ଣବୋଧ ପ୍ରତି ଓଡ଼ିଆଙ୍କ ପ୍ରିୟ ପୁସ୍ତକ -ଚଳିତ ବର୍ଷ ଏହି ପୁସ୍ତକର ୧୦ ହଜାର କପି ଛପାଯିବ ଭୁବନେଶ୍ୱର:2/2/2025-ଓଡ଼ିଶା ଏବଂ ଓଡ଼ିଆ ଭାଷା ଯେଉଁ କାଳଖଣ୍ଡରେ ନିଜର ଅସ୍ଥିତ୍ୱ ଓ ଜାତୀୟତା ପାଇଁ ସଂଗ୍ରାମ କରୁଥିଲେ ସେହି ସମୟରେ ଭକ୍ତକବି…
କେନ୍ଦ୍ର ବଜେଟ 2025-26ର ମୁଖ୍ୟାଂଶ
କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ କେନ୍ଦ୍ର ବଜେଟ୍ 2025-26 ଉପସ୍ଥାପନ କରିଛନ୍ତି। ବଜେଟର ମୁଖ୍ୟାଂଶ ଏହିପରି • ଋଣ ବ୍ୟତୀତ ମୋଟ ପ୍ରାପ୍ତି ଏବଂ ମୋଟ ଖର୍ଚ୍ଚ ଯଥାକ୍ରମେ 34.96 ଲକ୍ଷ କୋଟି ଏବଂ 50.65 ଲକ୍ଷ କୋଟି ହେବ ବୋଲି ଆକଳନ କରାଯାଇଛି। • ନିଟ୍ ଟିକସ…
ଭୁବନେଶ୍ୱରର ଟ୍ରାଫିକ ଭିଡ ହ୍ରାସ ପାଇଁ ୭ହଜାର କୋଟି ଟଙ୍କାର ଯୋଜନା
ମା’ ତାରିଣୀଙ୍କ ମନ୍ଦିରର ବିକାଶ ଓ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ ଭୁବନେଶ୍ୱର:31/1-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ…
ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ମଧୁସୂଦନ ପାଢ଼ୀଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର:୩୧/୦୧- ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଆଜି ଅବସରପ୍ରାପ୍ତ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ମଧୁସୂଦନ ପାଢ଼ୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ତୋଷଳି ଭବନସ୍ଥିତ ରାଜ୍ୟ ନିର୍ବାଚନ ଆୟୁକ୍ତଙ୍କ କାର୍ଯ୍ୟାଳୟରେ ପହଞ୍ଚି ଶ୍ରୀ ପାଢ଼ୀ ପୂର୍ବତନ ରାଜ୍ୟ ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ…
ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର:30/1-ରାଜ୍ୟସ୍ତରୀୟ ସହିଦ ଦିବସ ଅବସରରେ ବିଧାନସଭା ପ୍ରାଙ୍ଗଣରେ ରାଜ୍ୟପାଳ ଡଃ ହରି ବାବୁ କମ୍ଭମ୍ ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା ଏବଂ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ମହାତ୍ମା ଗାନ୍ଧୀଙ୍କ…
ଉତ୍କର୍ଷ ଓଡିଶା କନକ୍ଲେଭ ଆମ ପାଇଁ ଅପାର ସଫଳତା ଆଣି ଦେଇଛି-ମୁଖ୍ୟମନ୍ତ୍ରୀ
୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରଦର୍ଶନୀ ଭୁବନେଶ୍ୱର(ଜନତା ମଇଦାନ) :29/1- ଜନତା ମଇଦାନରେ ଆୟୋଜିତ ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏହି କନକ୍ଲେଭ୍ ଆମ ପାଇଁ ଅପାର ସଫଳତା ଆଣିଛି। ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି,…
ଓଡ଼ିଶା ହେବ ପୂର୍ବ ଭାରତର ବିକାଶ ଇଞ୍ଜିନ–ପ୍ରଧାନମନ୍ତ୍ରୀ
ଉତ୍କର୍ଷ ଓଡ଼ିଶା – ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ -ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବର୍ତ୍ତମାନ ହେଉଛି ଉପଯୁକ୍ତ ସମୟ ଭୁବନେଶ୍ୱର: 28/1-ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶାରେ ଅପାର ସମ୍ଭାବନା ରହିଛି। ଖାଦ୍ୟ ପ୍ରକ୍ରିୟାକରଣ, ପେଟ୍ରୋକେମିକାଲ, ଏଡୁଟେକ୍, ସୂଚନା ଓ ପ୍ରଯୁକ୍ତିବିଦ୍ୟା, ଗ୍ରିନ ଏନର୍ଜି…
Utkarsha Odisha – Make in Odisha Conclave 2025
Speech of Chief Minister in CII Session Bhubaneswar:27/1- I am delighted to welcome all of you here in Bhubaneswar today on the eve of Utkarsh Odisha – Make in Odisha Conclave 2025.The role of Confederation of Indian Industries, as the National…
ଉତ୍କର୍ଷ ଓଡ଼ିଶା ବିକଶିତ ଭାରତ ଗଠନ ଦିଗରେ ଉତ୍ପ୍ରେରକ ହେବ-ରାଜ୍ୟପାଳ
ଭୁବନେଶ୍ୱର: ୨୭/୦୧ – ଉତ୍କର୍ଷ ଓଡ଼ିଶା ବିକଶିତ ଭାରତ ଗଠନ ଦିଗରେ ଉତ୍ପ୍ରେରକ ହେବ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି କହିଛନ୍ତି। ଆଜି କନ୍ଫେଡେରେସନ୍ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସି.ଆଇ.ଆଇ.)ର ୟଙ୍ଗ୍ ଇଣ୍ଡିଆନସ୍ ଭୁବନେଶ୍ୱର ଚାପ୍ଟର ଆନୁକୂଲ୍ୟରେ ଆୟୋଜିତ ଅଧିବେଶନରେ ମୁଖ୍ୟ ଅତିଥି ଭାବେ…



