ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାଗତ
ଭୁବନେଶ୍ୱର:17.01- ସିଙ୍ଗାପୁରର ରାଷ୍ଟ୍ରପତି ମିଷ୍ଟର୍ ଥର୍ମନ୍ ସନ୍ମୁଗରତ୍ନମଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ବିମାନ ବନ୍ଦର ଠାରେ ସ୍ୱାଗତ…
ଭୁବନେଶ୍ୱର ରେଳ ଷ୍ଟେସନରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ତୀର୍ଥଯାତ୍ରା ଟ୍ରେନର ଶୁଭାରମ୍ଭ
ଭୁବନେଶ୍ୱର:17.01- ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ଶିରିଡ଼ି ଓ ନାସିକ ପାଇଁ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି
ରାଜ୍ୟ ସରକାର ବହନ କରିବେ ଅତିରିକ୍ତ 89.15 କୋଟି ଭୁବନେଶ୍ୱର:17.01- ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ [Junior Teacher ( Schematic)] ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ 11,100 ଟଙ୍କା ପାରିଶ୍ରମିକ ଦିଆଯାଉଛି।…
80 ବର୍ଷରୁ ଅଧିକ ବୟସ ଏବଂ 80 ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ବ୍ୟକ୍ତିଙ୍କ ମାସିକ ପେନସନ 3500 ଟଙ୍କାକୁ ବୃଦ୍ଧି
ଉପକୃତ ହେବେ ରାଜ୍ୟର 4,17,496 ହିତାଧିକାରୀ ଭୁବନେଶ୍ୱର 16/01/25- ରାଜ୍ୟର 80 ବର୍ଷ ବା ତା’ଠାରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଏବଂ 80 ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀମାନେ ଆଜିଠାରୁ ମାସକୁ 3500 ଟଙ୍କା ପେନସନ ପାଇବେ। ପୂର୍ବରୁ ସେମାନେ 1200 ଟଙ୍କା ପେନସନ ପାଉଥିବା ବେଳେ ଏଥିରେ 2300…
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧକ୍ଷଙ୍କ ସୌଜନ୍ୟ ମୂଳକ ସାକ୍ଷାତ
ଭୁବନେଶ୍ୱର:16/01-ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧକ୍ଷ ନବୀନ ଜିନ୍ଦଲ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟ ମୂଳକ ସାକ୍ଷାତ…
Governor and Chief Minister in a farewell meeting for Chief Justice of Orissa High Court
Bhubaneswar:16/01/25-Governor Dr Haribabu Kambhampati and Chief Minister Mohan Charan Majhi in a farewell meeting for Chief Justice of Orissa High Court Justice Chakradhari Sharan Singh at Lok Seva Bhawan convention centre on 16 January 2025
2025 to be the year of electric vehicles
64% of Consumers Likelyto Choose EV as Their Next Vehicle, reveals TCS global Study The TCS Future-Ready eMobility Study 2025, released at the Detroit Auto Show reveals new insights in the EV ecosystem MUMBAI, January 14, 2025: A new study by Tata…
ଓଡ଼ିଆ ପିଲାମାନେ ଚାହିଁଲେ ସବୁ ସମ୍ଭବ ହେବ- ଧର୍ମେନ୍ଦ୍ର ପ୍ରଧାନ
ବିକଶିତ ଭାରତ ଯୁବ ନେତୃତ୍ୱ କାର୍ଯ୍ୟକ୍ରମର ଓଡ଼ିଆ ଅଂଶଗ୍ରହଣକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା ଭୁବନେଶ୍ୱର:14/1 ଓଡ଼ିଆ ପିଲାମାନେ ଚାହିଁଲେ ସବୁ ସମ୍ଭବ ହୋଇପାରିବ। ଓଡିଆ ଲୋକଙ୍କୁ ଯେବେ ଯେବେ ସୁଯୋଗ ମିଳିଛି ସେବେ ସେ ନିଜର ଦକ୍ଷତା ଓ ପରାକାଷ୍ଠାର ପ୍ରମାଣ ଦେଖାଇଛନ୍ତି ବୋଲି ମଙ୍ଗଳବାର…
ଜରୁରୀକାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ 20 ହଜାର ଟଙ୍କା ପେନସନ
ସଂଗ୍ରାମୀଙ୍କ ସମସ୍ତ ମେଡିକାଲ ଖର୍ଚ୍ଚ ବହନ କରିବେ ଓଡିଶା ସରକାର ଭୁବନେଶ୍ୱର:13/01- ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ 20 ହଜାର ଟଙ୍କାର ପେନସନ ମିଳିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଓଡିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା
-ନ୍ୟାସନାଲ୍ ହେଲଥ ଅଥରିଟି ଓ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ -ଉପକୃତ ହେବେ 1 କୋଟି 3 ଲକ୍ଷ ପରିବାର, 23 ଲକ୍ଷରୁ ଅଧିକ 70 ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ପାଇବେ ଚିକିତ୍ସା ସୁବିଧା -ଦେଶର 29 ହଜାରରୁ ଅଧିକ ଚିକିତ୍ସାଳୟରେ ଚିକିତ୍ସା ସୁବିଧା ମିଳିବ -ପ୍ରତି ପଞ୍ଚାୟତରେ…



