୨୦ଟି ପୋଲିସ ଜିଲାରେ ଖୋଲିବ ନୂଆ ସାଇବର ଥାନା
ଭୁବନେଶ୍ୱର:୧୧/୨-ରାଜ୍ୟରେ ବଢ଼ୁଥିବା ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା…
ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବୃଦ୍ଧି
ଭୁବନେଶ୍ୱର:୧୦/୨- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ୱଦେଇ ତଥା ସେମାନଙ୍କୁ…
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ
ଏ ସମଗ୍ର ଅଞ୍ଚଳକୁ ବିକାଶ ଓ ସମୃଦ୍ଧିର ପ୍ରୟୋଗଶାଳା କରାଯିବ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୭/୨-ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ(ବିସିପିପିଇଆର) ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ…
ଜାତୀୟସ୍ତରୀୟ ହସ୍ତତନ୍ତ ମେଳା
ଆମ ହସ୍ତତନ୍ତ ସ୍ୱଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ -୨୨ ପର୍ଯ୍ୟନ୍ତ ଚାଲିବ ପ୍ରଦର୍ଶନୀ ଭୁବନେଶ୍ୱର, ୭/୨-ସ୍ଥାନୀୟ ୟୁନିଟ-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ୭ ତାରିଖରୁ ଆରମ୍ଭ ହୋଇଛି। ଏହି ମେଳାକୁ ଆନୁଷ୍ଠାନିକ ଭାବେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ…
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର:୮/୨–ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସରକାରୀ ଅଧିକାରୀମାନଙ୍କ ପାଇଁ ଆୟୋଜିତ ହୋଇଥିବା ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସମାରୋହରେ ସଂସ୍କୃତି ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ…
ରାୟଗଡ଼ା ଓ କନ୍ଧମାଳରେ ୧୯ ମାଓବାଦୀଙ୍କ ଆତ୍ମସମର୍ପଣ
ଭୁବନେଶ୍ୱର:୬/୨-ଆସନ୍ତା ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପକୁ ସମୂଳେ ନିପାତ କରିବା ଦିଗରେ ଓଡ଼ିଶା ପୋଲିସ ଲକ୍ଷ୍ୟ ପୂରଣ ପାଇଁ ମାଓ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ମାଓ ବିରୋଧୀ ଅପରେସନକୁ ଅଧିକ ଜୋରଦାର ଓ ପ୍ରଭାବଶାଳୀ କରିଛି। ହିଂସାର ପଥ ତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ…
PRESIDENT OF INDIA IN BLACK SWAN SUMMIT
-INDIA’S FINTECH STORY SHOULD BE REMEMBERED NOT ONLY AS A TALE OF TECHNOLOGY BUT ALSO AS THAT OF GENDER JUSTICE- DROUPADI MURMU -ENSURE THAT TECHNOLOGY BECOMES A TOOL FOR SOCIAL JUSTICE AND INCLUSION: PRESIDENT DROUPADI MURMU TO ENTREPRENEURS AND…
୨୦୨୬-୨୭ ବଜେଟକୁ ଲୋକଙ୍କ ବଜେଟ ଭାବେ ପ୍ରସ୍ତୁତ କରାଯିବ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୫/୨-ଜନସାଧାରଣଙ୍କ ଠାରୁ ସେମାନଙ୍କ ବହୁମୂଲ୍ୟ ମତାମତ ଆହ୍ୱାନ କରି ଅନୁଧ୍ୟାନ ଓ ତର୍ଜମା ପରେ ବଜେଟରେ ସ୍ଥାନିତ କରାଯାଉଛି। ଏହା ସବୁ ଦୃଷ୍ଟିରୁ ଲୋକଙ୍କ ବଜେଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପ୍ରାକ୍ ବଜେଟ ପରାମର୍ଶ ସଭା ଅବସରରେ କହିଛନ୍ତି । ଲୋକସେବା ଭବନ କନଭେନସନ୍ ହଲ…
ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ
ଭୁବନେଶ୍ୱର:୫/୨-ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସାରା ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯିବ। ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ଏପ୍ରିଲ ୧୪ ତାରିଖ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ଏହି ଓଡ଼ିଆ ପକ୍ଷ ପାଳନ କରାଯିବ।ଗତବର୍ଷ ପ୍ରଥମ ଥର ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ…
ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
-ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ ବ୍ୟବସ୍ଥାର ଲୋକାର୍ପିତ, ଉପଲବ୍ଧ ହେବ ଗୁରୁତ୍ୱପୂର୍ଣ୍ଣ ରାଜସ୍ୱ ସେବା ଭୁବନେଶ୍ୱର:୫/୨- ରାଜ୍ୟର ୧୭ଟି ଜିଲ୍ଲାର ୫୬ଟି ତହସିଲରେ ୫୭ଟି ନୂଆ ସବ ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ଉଦଘାଟିତ ହୋଇଛି। ଏହାଦ୍ୱାରା…



