ଘୁମୁରା ମହୋତ୍ସବରେ ମୁଖ୍ୟମନ୍ତ୍ରୀ
୮୯୧.୩୯ କୋଟି ଟଙ୍କାର ୩୬୧୨ଟି ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ ଭୁବନେଶ୍ୱର:୧୮/୧-କଳାହାଣ୍ଡି ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଅଞ୍ଚଳ ମଧ୍ୟରୁ ଅନ୍ୟତମ। କଳାହାଣ୍ଡି ଜିଲ୍ଲାର ପ୍ରତି କୋଣ ଅନୁକୋଣରେ ଭରି ରହିଛି ଭାବନା, ସାହସ, ସ୍ଥିରତା ଏବଂ ଆତ୍ମସମ୍ମାନ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଦୁଇ ବିଧାୟକଙ୍କୁ ବିଜେଡିରୁ ନିଲମ୍ବନ ପ୍ରସଙ୍ଗ
ଦଳକୁ ଦୁର୍ବଳ କରିବା ପାଇଁ ଷଡଯନ୍ତ୍ର ଓ କର୍ମୀଙ୍କ ସହ ବିଶ୍ୱାସଘାତକତା କରିଛନ୍ତି:ବିଜେଡି -ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ -ପାଟକୁରାରେ ଚାଲିଥିଲା ବାପା ପୁଅ ଶାସନ -ନିର୍ବାଚନମଣ୍ଡଳୀର ପୁରୁଖା ଦଳୀୟ କର୍ମୀଙ୍କୁ ସଂପୂର୍ଣ୍ଣ ଅଣଦେଖା କରୁଥିଲେ …
ରାଜ୍ୟ ସରକାରଙ୍କ ମୁଖପତ୍ର ‘ପ୍ରଗତି ପ୍ରବାହ’ ଉନ୍ମୋଚିତ
ପ୍ରଗତି ପ୍ରବାହ ରାଜ୍ୟ ବିକାଶର ଚଳନ୍ତି ପ୍ରତିଛବି – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୮/୧- ରାଜ୍ୟସରକାରଙ୍କ ମୁଖପତ୍ର “ପ୍ରଗତି ପ୍ରବାହ’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପ୍ରକାଶିତ ଏହି ପୁସ୍ତିକାଟିକୁ ମୁଖ୍ୟମନ୍ତ୍ରୀ ତାଙ୍କ ଆବାସିକ…
ଏବେ ଚେତିଲା ଗଣଶିକ୍ଷା ବିଭାଗ
୧୯୯ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଭୁବନେଶ୍ୱର:୧୮/୧-ଲୋକଙ୍କୁ ହଇରାଣ ହରକତ କରିବାରେ ସରକାରୀ କଳ ବ୍ୟସ୍ତ। ବିଶେଷ କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ଏଭଳି ଦୃଷ୍ଟାନ୍ତ ଅଗଣିତ। ବ୍ୟବସ୍ଥା ସୁଧୁରୁନି। ଶିକ୍ଷକ କର୍ମଚାରୀ ବାଧ୍ୟ ହୋଇ ଅଦାଲତର ଦ୍ୱାରସ୍ଥ ହେଉଛନ୍ତି।…
ରାଜାରାଣୀ ସଙ୍ଗୀତ ଉତ୍ସବ
ଆମ ସଂସ୍କୃତି ଓ ପରମ୍ପରାର ନିଚ୍ଛକ ନିଦର୍ଶନ : କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର:୧୬/୧-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରାଜାରାଣୀ ସଙ୍ଗୀତ ଉତ୍ସବ-୨୦୨୬ ଆୟୋଜିତ ହୋଇଛି। ଉଦଘାଟନୀ ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି
-୧୦ ଜିଲ୍ଲାର ସମୀକ୍ଷା କଲେ ରାଜ୍ୟ ନିର୍ବାଚନ ଆୟୁକ୍ତ ଭୁବନେଶ୍ୱର୧୭/୧- ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ଶନିବାର ୧୭ ଜାନୁଆରୀରେ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆୟୁକ୍ତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ଆରଡିସିସ୍ତରୀୟ…
ଭୁବନେଶ୍ୱରୀ ପଣ୍ଡାଙ୍କ ପ୍ରଥମ ଉପନ୍ୟାସ ‘ସନ୍ଦେହର ସଳିତା’ ଉନ୍ମୋଚିତ
ଭୁବନେଶ୍ୱର:୧୭/୧-ଗାଳ୍ପିକା ଭୁବନେଶ୍ୱରୀ ପଣ୍ଡାଙ୍କ ଉପନ୍ୟାସ ‘ସନ୍ଦେହର ସଳିତା’ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ବିଧାନସଭା ପରିସରରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ଆୟୋଜିତ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ କବି ଅପର୍ଣ୍ଣା ମହାନ୍ତି, କଥାକାର ପ୍ରବୀଣା ମହାନ୍ତି, ପ୍ରକାଶକ ସରୋଜ…
ରାଜ୍ୟସ୍ତରୀୟ ନବ ସୃଜନ ଓ ନୂତନ ଉଦ୍ୟମ ପ୍ରତିଯୋଗିତା
ଶ୍ରେଷ୍ଠ ୧୦ଟି ଷ୍ଟାର୍ଟଅପ ପ୍ରକଳ୍ପକୁ ୫ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଭୁବନେଶ୍ୱର:୧୭/୧-ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା “ରାଜ୍ୟ ସ୍ତରୀୟ ନବ ସୃଜନ ଓ ନୂତନ ଉଦ୍ୟମ’ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି। ରମାଦେବୀ ମହିଳା…
ଓଡ଼ିଶାରେ ନିପା ଭାଇରସ ସ୍ଥିତି ସମୀକ୍ଷା
ଭୁବନେଶ୍ୱର,୧୬/୧-ରାଜ୍ୟରେ ନିପା ଭାଇରସ ସମ୍ପର୍କିତ ସ୍ଥିତି ଓ ପ୍ରତିରୋଧମୂଳକ ପ୍ରସ୍ତୁତିକୁ ନେଇ ଶୁକ୍ରବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ମନ୍ତ୍ରୀ କହିଛନ୍ତି ଯେ ପଶ୍ଚିମବଙ୍ଗରେ ନିପା ଭାଇରସ କେସ ଚିହ୍ନଟ ହେଲା ପରେ ଓଡିଶାରେ…
ସୁନ୍ଦରଗଡ଼ ଅଶାନ୍ତ
ଭୁବନେଶ୍ୱର:୧୬/୧-ସୁନ୍ଦରଗଡ଼ ଅଶାନ୍ତ। ସହରରେ ୧୬୩ ଧାରା ଲାଗୁ କରାଯାଇଛି ଏବଂ ଇଣ୍ଟରନେଟ ସେବା ବନ୍ଦ ରହିଛି। ହିଂସାକାଣ୍ଡ ଓ ଉତ୍ତେଜନାକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରାଯାଇଛି। ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ଯୋଗୁଁ ଏଭଳି ପରିସ୍ଥିତି…



