ବିଧାୟକ ସନାତନ ଓ ଅରବିନ୍ଦ ବିଜେଡିରୁ ନିଲମ୍ବିତ
ଭୁବନେଶ୍ୱର:୧୫/୧- ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇଜଣ ବିଧାୟକଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଲମ୍ବିତ କରିଛନ୍ତି। ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ହେଉଛନ୍ତି ବିଜୟ ମହାପାତ୍ରଙ୍କ ପୁଅ ଏବଂ ବିଧାୟକ…
ମୁଖ୍ୟମନ୍ତ୍ରୀଙ୍କ ମକର ବୁଡ଼
ପବିତ୍ର ମକର ସଂକ୍ରାନ୍ତି ଅବସରରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ପାଟଣା ରାଜନଗରରେ ମକର ବୁଡ଼ ପକାଇଛନ୍ତି…
ଫକୀର ମୋହନ ଓଡ଼ିଆ ଭାଷାର ଜଣେ କିମ୍ବଦନ୍ତୀ ପୁରୁଷ
ଭୁବନେଶ୍ୱର:୧୪/୧-ବୁଧବାର ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ବ୍ୟାସକବି ଫକୀର ମୋହନ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଆଜିର ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ନୃସିଂହ ଷଡ଼ଙ୍ଗୀଙ୍କୁ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ
ଭୁବନେଶ୍ୱର:୧୪/୧- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବିଶିଷ୍ଟ ଗବେଷକ ତଥା ପ୍ରାବନ୍ଧିକ ଡ଼. ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ୨୦୨୧ ପାଇଁ “ବ୍ୟାସକବି ଫକୀର ମୋହନ ଓଡ଼ିଆ ଭାଷା ସମ୍ମାନ ପ୍ରଦାନ କରାଯାଇଛି । ବୁଧବାର ବ୍ୟାସକବି ଫକୀରମୋହନ ସେନାପତିଙ୍କ…
ଆମ ବସ୍ ସେବା ସମ୍ପର୍କୀତ ଉଚ୍ଚସ୍ତରୀୟ କମିଟି ବୈଠକ
ଭୁବନେଶ୍ୱର: ୧୪/୧: ଆମ ବସ୍ ସେବା ସମ୍ପର୍କୀତ ଗଠିତ ଉଚ୍ଚସ୍ତରୀୟ କମିଟି ବୈଠକ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ଆଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଭାରି ଯାନ ଚଳାଚଳ ଦ୍ୱାରା ସଡ଼କ ବ୍ୟବହାକାରୀଙ୍କ ସୁରକ୍ଷା, ଯାତ୍ରୀ ଅନୁକୂଳ ଆମ ବସ୍ ସେବା ଏବଂ ଚାଳକମାନଙ୍କ ସାମଗ୍ରୀକ ବିକାଶ ଉପରେ ଅଧିକ…
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ପ୍ରତି ମାସରେ ହେବ ରଥଯାତ୍ରା ସମୀକ୍ଷା ବୈଠକ ଭୁବନେଶ୍ୱର:୧୩/୧- ଆଗାମୀ ରଥଯାତ୍ରାକୁ ଦୃଷ୍ଟିରେ ରଖି ଏଥିପାଇଁ ଆଗୁଆ ପ୍ରସ୍ତୁତି ନିମନ୍ତେ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟ ଶଶସନ ସଚିବ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ, ଅଗ୍ନିଶମ ସେବା ବିଭାଗ ଡିଜିପି, ଗୃହ ବିଭାଗ…
ବୁଥ ସଂଖ୍ୟା ବୃଦ୍ଧି
ଭୁବନେଶ୍ୱର:୧୩/୧-ରାଜ୍ୟରେ ବୁଥ ସଂଖ୍ୟା ବୃଦ୍ଧି ପାଇଛି। ଆଉ ୭ ହଜାର ବୁଥ ବଢ଼ାଯାଇଛି। ପୂର୍ବରୁ ୩୬ ହଜାର ବୁଥ ଥିବାବେଳେ ଏବେ ପ୍ରାୟ ୪୩ ହଜାର ବୁଥ କରାଯାଇଛି। ଓଡିଶାରେ ଏସଆଇଆର ଲାଗୁ ପାଇଁ ୫ମାସ ଧରି ପ୍ରସ୍ତୁତି ଚାଲିଛି । ସବୁ ବୁଥରେ ବୁଥ ଲେବୁଲ ଅଧିକାରୀ ନିଯୁକ୍ତ କରାଯାଇଛି। ୨୦୦୨ ମସିହାରେ ଶେଷ ଥର…
ଭଙ୍ଗାଯିବ ନ ତାଲା, ସେଚ ସଦନ ଓ ରାଜୀବ ଭବନ
ଭୁବନେଶ୍ୱର:୧୩/୧-ଭୁବନେଶ୍ୱରରେ ଥିବା ନ ତାଲା, ସେଚ ସଦନ ଓ ରାଜୀବ ଭବନ ଭଙ୍ଗାଯିବ। ଏହିସବୁ କାର୍ଯ୍ୟାଳୟର କୋଠାଗୁଡିକ ବିପଦ ସଂକୁଳ ବୋଲି ଘୋଷଣା କରାଯାଇ ସାରିଛି। ଏହାବ୍ୟତୀତ ତିନୋଟି ପର୍ଯ୍ୟାୟରେ ନୂତନ ଲୋକସେବା ଭବନ ନିର୍ମିତ ହେବ। ପ୍ରଥମ ପର୍ଯ୍ୟାୟରେ ଲୋକସେବା ଭବନର ମୁଖ୍ୟ ଅଫିସ ନିର୍ମିତ ହେବ। ପାୱାର…
ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା
ଭୁବନେଶ୍ୱର:୧୩/୧-ପ୍ରସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଅର୍ପିତା ଓ ସୋମେଶଙ୍କ ପକ୍ଷରୁ କରଯାଇଥିବା ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ କେସ୍ ଡାଏରୀ ଦାଖଲ ପାଇଁ…



