ସ୍ୱାମୀ ବିବେକାନନ୍ଦ ଥିଲେ ରାଷ୍ଟ୍ର ନିର୍ମାଣର ଆଧାର ଓ ଚାରିତ୍ରିକ ମୂଲ୍ୟବୋଧର ପ୍ରତୀକ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୧୨/୧-ସୋମବାର ଉତ୍କଳ ବିଶ୍ୱ ବିଦ୍ୟାଳୟ ବାଣୀବିହାର ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଲିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ସ୍ୱାମୀଜୀଙ୍କୁ ରାଷ୍ଟ୍ର ନିର୍ମାଣ ଓ ଚାରିତ୍ରିକ ମୂଲ୍ୟବୋଧର ଆଧାର ବୋଲି କହିଥିଲେ । ସ୍ୱାମୀ…
ଗୋଟିଏ କ୍ୟାମ୍ପସରେ ରହିବ ଲୋକସେବା ଭବନ ଓ ବିଧାନସଭା
-୯୫୨ କୋଟି ଟଙ୍କାରେ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ନୂଆ ଏଲିଭେଟେଡ୍ କରିଡରର ଭିତ୍ତିପ୍ରସ୍ତର ସ୍ଥାପିତ -୩୬୨୩ କୋଟି ଟଙ୍କା ଅଟକଳରେ ନୂଆ ଲୋକସେବା ଭବନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତ -ବିଧାନସଭାକୁ ୩୦୦ ଆସନ ବିଶିଷ୍ଟ କରାଯିବ ଭୁବନେଶ୍ୱର:୧୨/୧ ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି…
ରାଜ୍ୟରେ ଖୋଲିବ ୮୯ଟି ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର
-ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଉଦ୍ଘାଟିତ -ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କୁ ତୁରନ୍ତ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ଉଦ୍ଦେଶ୍ୟ ଭୁବନେଶ୍ୱର:୧୧/୧- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ରବିବାର ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନୂତନ ଭାବେ…
ଶିଶିର ସରସରେ ଗୁରୁବାର ‘ହ୍ୟୁମାନ ସାଗର ନାଇଟ୍’
-ନୃତ୍ୟ-ସଙ୍ଗୀତର ଝଙ୍କାର, ଇଡକୋ ପଡ଼ିଆରେ ଭିଡ଼ ଭୁବନେଶ୍ୱର:୧୧/୧-ଆରମ୍ଭ ହୋଇଛି ‘ଶିଶିର ସରସ ୨୦୨୬’। ଶୀତୁଆ ସନ୍ଧ୍ୟାରେ ନୃତ୍ୟ ଓ ସଙ୍ଗୀତର ତାଳେ ତାଳେ ମତୁଆଲା ହେଉଛନ୍ତି ରାଜଧାନୀବାସୀ। ଓରମାସ ଏବଂ ସୁଭଦ୍ରା ଶକ୍ତିର ମିଳିତ ଉଦ୍ୟମରେ ଆୟୋଜିତ ଏହି ଉତ୍ସବରେ ରବିବାର କଳାହାଣ୍ଡିର ପ୍ରସିଦ୍ଧ ଘୁମୁରା ନୃତ୍ୟର…
ଓଡ଼ିଶା ସରକାରଙ୍କ ପକ୍ଷରୁ ‘ସିଏମ୍ ଟ୍ରଫି’ଚମ୍ପିୟାନସିପର ଆୟୋଜନ
ଭୁବନେଶ୍ୱର:୬/୧-ରାଜ୍ୟର କ୍ରୀଡ଼ା କ୍ଷେତ୍ରରେ “ପଡ଼ିଆରୁ ପୋଡିୟମ୍”ର ସଂକଳ୍ପକୁ ସାକାର କରିବା ପାଇଁ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ‘ସିଏମ୍ ଟ୍ରଫି’ଚମ୍ପିୟାନରସିପର ଆୟୋଜନ କରାଯିବ। ତୃଣମୂଳ ସ୍ତରରୁ ପ୍ରତିଭାବାନ ଖେଳାଳିଙ୍କୁ ଚୟନ କରି ସେମାନଙ୍କୁ ଜାତୀୟ ଓ…
ଓଡ଼ିଶାକୁ ପ୍ରବାସୀ ପକ୍ଷୀ ଆସିବା ଅନୁକୂଳ ଜଳବାୟୁର ସୂଚକ
ଭୁବନେଶ୍ୱର: ୬/୧- ପର୍ଯ୍ୟଟନ ବିଭାଗ ଓ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ସହଭାଗିତାରେ ଲୋକସେବା ଭବନ ସମ୍ମେଳନ କକ୍ଷରେ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶା ଉପକୂଳକୁ…
ଆରଟିଆଇ ଆବେଦନକାରୀଙ୍କ ଦ୍ୱାରା ଲାଞ୍ଚ ଦାବି ଅଭିଯୋଗ
ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ ଭୁବନେଶ୍ୱର:୬/୧-ଓଡିଶା ସୂଚନା କମିଶନ ଲାଞ୍ଚ ଅଭିଯୋଗରେ ଜଡିତ ଜଣେ ଅଭ୍ୟାସଗତ ଆରଟିଆଇ ଆବେଦନକାରୀଙ୍କ ବିଷୟରେ ତଦନ୍ତ କରିବାକୁ ପୋଲିସ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ କମିଶନ ପକ୍ଷରୁ ରେଜିଷ୍ଟ୍ରାର ଉପଯୁକ୍ତ ତଦନ୍ତ ପାଇଁ…
ନିର୍ମାଲ୍ୟ ପରିବାରର ବନ୍ଧୁମିଳନ
ଭୁବନେଶ୍ୱର: ୪/୧- ଗୋଦାବରୀଶ ମହାବିଦ୍ୟାଳୟ ବାଣପୁରର ୧୯୭୭-୮୧ ବ୍ୟାଚ ସହପାଠୀଙ୍କୁ ନେଇ ଗଠିତ ନିର୍ମାଲ୍ୟ ପରିବାରଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଖଣ୍ଡଗିରି ତପୋବନରେ ଥିବା ଶ୍ରୀ ଶ୍ରୀ ଅଭିରାମ ପରମହଂସ ଶାନ୍ତି ଆଶ୍ରମରେ ଆୟୋଜିତ ଏହି ବନ୍ଧୁମିଳନ ପର୍ବରେ ୫୪ ଜଣ ବନ୍ଧୁ ଓ…
ରାଜକିଶୋର ନାୟକ ସ୍ମାରକୀ ଗାନ୍ଧୀ ବକୃତାମାଳା
ଭୁବନେଶ୍ୱର: ୪/୧-ରବିବାର ଭୁବନେଶ୍ୱର ଜୟଦେବ ଭବନ ଠାରେ ରାଜକିଶୋର ନାୟକ ସ୍ମାରକୀ ଗାନ୍ଧୀ ବକୃତାମାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଵିଶିଷ୍ଟ ପରିବେଶବିତ ଶ୍ରୀମତୀ ମାନେକା ଗାନ୍ଧୀ ସ୍ମାରକୀ ବକୃତା ଓ ପ୍ରଫେସର ନିବେଦିତା ମହାନ୍ତି ଭିତ୍ତି ଭାଷଣ ପ୍ରଦାନ…
ସଡ଼କ ସୁରକ୍ଷାକୁ ଜନ ଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ
ଭୁବନେଶ୍ୱର:୪/୧-ଜାତୀୟ ସଡ଼କ ସୁରକ୍ଷା ମାସ–୨୦୨୬ର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟିତ ହୋଇଛି। ମହାତ୍ମା ଗାନ୍ଧୀ ମାର୍ଗ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ସଡ଼କ ସୁରକ୍ଷା ଅଭିଯାନକୁ ବ୍ୟାପକ କରିବା ପାଇଁ ଶ୍ରୀମତୀ ପାଢ଼ୀ ଆହ୍ୱାନ ଦେଇଥିଲେ।…



