ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟରକୁ ବିରୋଧ
ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର ଭୁବନେଶ୍ୱର:୩୧/୧୨-ଟାଟା ପାୱାର ବିରୋଧରେ ଓଡ଼ିଶା ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟର ବସାଇବା ପ୍ରସ୍ତାବକୁ ବିରୋଧ କରି ଏହି ମମାଲା କରାଯାଇଛି । ଏହକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ଆବେଦନରେ ପ୍ରାର୍ଥନା…
ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଧାନର ଅଭାବୀ ବିକ୍ରି:କଂଗ୍ରେସ
ଭୁବନେଶ୍ୱର:୨୯/୧୨- ବତ୍ତର୍ମାନର ବିଜେପି ଡବଲ ଇଞ୍ଜିନ ସରକାର ମଣ୍ଡି ଭିତ୍ତିଭୂମି ସୁଦୃଢ଼ ହେବା ସହ ସୁବ୍ୟବସ୍ଥିତ ଢଙ୍ଗରେ ଧାନ କ୍ରୟ କଥା କହିବାରେ ଲାଗିଛନ୍ତି। ସେହିପରି ଚାଷୀଙ୍କୁ ଉପଯୁକ୍ତ ପ୍ରାପ୍ୟ ଦିଆଯାଉଛି ବୋଲି ଡିଣ୍ଡିମ ପିଟୁଥିବା ସରକାର, ମିଲର ଓ ପ୍ରଶାସନର ସଲାସୁତୁରାରେ ବଭିିନ୍ନ ସ୍ଥାନରେ…
ପଣ୍ଡିତ ରଘୁନାଥ ମୁର୍ମୁ ଥିଲେ ସାନ୍ତାଳୀ ଅସ୍ମିତାର ପ୍ରତୀକ:ମୁଖ୍ୟମନ୍ତ୍ରୀ
ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବ ଭୁବନେଶ୍ୱର:୨୭/୧୨-ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୀବନ କେବଳ ଜଣେ ବ୍ୟକ୍ତି ଭାବେ ନୁହେଁ, ସେ ଏକ ଆନ୍ଦୋଳନ, ଏକ ଚେତନା, ଏକ ଅନୁଷ୍ଠାନ ଓ ସଂସ୍କୃତିର ଅଭିଜ୍ଞାନ। ସେ ଜଣେ ଏମିତି ଯୁଗପୁରୁଷ ଥିଲେ, ଯିଏ ଅନ୍ଧାର ଭିତରେ ଆଲୋକର ଜାଗରଣ କରିଥିଲେ। ଏକ ଅବହେଳିତ ଓ…
ଓଡ଼ିଶାର ସଂସ୍କୃତିକୁ ବିଶ୍ୱବିଦିତ କରିଛି ଓଡ଼ିଶୀ ନୃତ୍ୟ
ଭୁବନେଶ୍ୱର:୨୬/୧୨-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଡିସେମ୍ବର ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପ ଠାରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଆଜି କାର୍ଯ୍ୟକ୍ରମର ଉଦଘାଟନୀ…
ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ବିଜେଡି ଓଡିଶାବାସୀଙ୍କ ସ୍ୱର ହୋଇ ରହିବ-ନବୀନ ପଟ୍ଟନାୟକ
-ଓଡିଶାକୁ ବିଜେଡି ସରକାର ନୂଆ ପରିଚୟ ଦେଇଛି -ରାଜ୍ୟରେ ଏକ ସରକାର ଥିବା ପରି ଅନୁଭବ ହେଉ ନାହିଁ ଭୁବନେଶ୍ୱର /୨୬/୧୨- ଶଙ୍ଖ ଭବନରେ ବିଜୁ ଜନତା ଦଳ ୨୯ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି।ଏହି ଅବସରରେ ଉପସ୍ଥିତ ନେତା ଓ କର୍ମୀମାନଙ୍କୁ ଉଦବୋଧନ ଦେଇ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ…
ବରପୁତ୍ରଙ୍କ ବାସଗୃହ ହେବ ସଂଗ୍ରହାଳୟ
ଭୁବନେଶ୍ୱର:୨୫/୧୨-ଓଡ଼ିଶାର ବରପୁତ୍ର ତଥା ସ୍ୱାଧୀନତା ସେନାନୀଙ୍କ ସ୍ମୃତି ଉଜ୍ଜୀବିତ କରି ରଖିବା ପାଇଁ ସରକାର ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା ଆରମ୍ଭ କରିବେ। ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାରେ ହେବାକୁ ଥିବା ଏହି ପ୍ରକଳ୍ପ ପାଇଁ ସଂଶୋଧିତ ନିର୍ଦେଶନାମା ଜାରି କରାଯାଇଛି। ଏହି ପ୍ରସ୍ତାବ ଅନୁସାରେ…
ରାଜ୍ୟ ଯୁବ ମହୋତ୍ସବ
ଭୁବନେଶ୍ୱର:୨୫/୧୨- ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ‘ରାଜ୍ୟ ଯୁବ ମହୋତ୍ସବ ୨୦୨୫’ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ମହୋତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଓଡ଼ିଶାର ଯୁବ ସମାଜ ମଧ୍ୟରେ ଉତ୍ସାହ, ସୃଜନଶୀଳତା ଏବଂ ନୂତନ ଜାଗରଣ…
ସ୍ୱର୍ଗତ ବାଜପେୟୀ ଥିଲେ ରାଜନୈତିକ ନୀତି ଓ ଆଦର୍ଶରଶ୍ରେଷ୍ଠ ବ୍ରାଣ୍ଡ ଆମ୍ବାସଡର-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୨୫/୧୨- ବାଜପେୟୀଜୀଙ୍କ ସୁଶାସନର ମନ୍ତ୍ର ଏବଂ ମୋଦୀଜୀଙ୍କ ପ୍ରଶାସନିକ ସଂସ୍କାରକୁ ପାଥେୟ କରି ଆମ ୧୮ ମାସର ସରକାର ଓଡିଶାର ସାଢେ ଚାରି କୋଟି ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟରତ ରହିଛି ବୋଲି ଆଜି ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ…
ଏସ୍.ଓ.ଜି ଚନ୍ଦକାରେ ନୂତନ ପ୍ରଶିକ୍ଷଣ ଓ ବ୍ରିଫିଙ୍ଗ ଏବଂ ଅତ୍ୟାଧୁନିକ ଆତଙ୍କବାଦ ବିରୋଧୀ ପ୍ରଶିକ୍ଷଣ କେନ୍ଦ୍ର
ଚଳିତ ମାସରୁ ଏସଓଜି ଯବାନ ଓ ଅଧିକାରୀଙ୍କ ରିସ୍କ ଆଲାଉନ୍ସ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ଭୁବନେଶ୍ୱର:୨୫/୧୨-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ.ଓ.ଜି ଚନ୍ଦକାର ନୂତନ ପ୍ରଶିକ୍ଷଣ ଓ ବ୍ରିଫିଂ କେନ୍ଦ୍ର ଉଦଘାଟନ କରିଛନ୍ତି। ଏଥିରେ ଏକା ସମୟରେ ୪୦୦ ଯବାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇ ପାରିବ। ଏହା…
ଖୋର୍ଦ୍ଧା ହେବ ସମୃଦ୍ଧ ଓଡିଶାର ଏକ ନମ୍ବର ଜିଲ୍ଲା – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୨୫/୧୨- ଖୋର୍ଦ୍ଧା ମହୋତ୍ସବ ୨୦୨୫ ଆଜି ଏକ ଉତ୍ସବ କିମ୍ବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଞ୍ଚ ହୋଇ ରହିନି, ଏହା ଆଜି ପାଲଟିଛି ବିକାଶର ମଞ୍ଚ, ଏହା କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୧୬ କୋଟି ଟଙ୍କାର ବ୍ୟୟ ବରାଦରେ ୩୯ଟି ପ୍ରକଳ୍ପର ଶୁଭରମ୍ଭ କରିଛନ୍ତି। ଏଥି…



