ନୋଟାରୀ ଅଟୋମେସନ ପୋର୍ଟାଲ ଉଦ୍ଘାଟିତ
ଭୁବନେଶ୍ୱର:୮/୧୨-ବିଭିନ୍ନ ନ୍ୟାୟିକ ଦସ୍ତାବିଜକୁ ପ୍ରମାଣିକୃତ ଓ ବୈଧ କରିବା କ୍ଷେତ୍ରରେ ନୋଟାରୀମାନେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି। ତେଣୁ ନୋଟାରୀ ମ୍ୟାନେଜମେଣ୍ଟ ସିଷ୍ଟମକୁ ସହଜ ଓ ସରଳ କରିବା କ୍ଷେତ୍ରରେ ନୋଟାରୀ ଅଟୋମେସନ ପୋର୍ଟାଲ ବେଶ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମନ୍ତ୍ରୀ ପୃଥ୍ୱୀରାଜ…
ଘଟଗାଁରେ ମା’ ତାରିଣୀଙ୍କ ପୀଠର ସମନ୍ୱିତ ଉନ୍ନତିକରଣ ନିମନ୍ତେ ୩୧୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ
ଭୁବନେଶ୍ୱର:୭/୧୨- ମା’ ଙ୍କ ଡୋରି ଲାଗିଲା, ମା’ ଙ୍କ ସେବା ପାଇଁ ସୁଯୋଗ ମିଳିଲା। ଆଜି କେନ୍ଦୁଝର ଘଟଗାଁ ମା’ ତାରିଣୀଙ୍କ ପୀଠର ସମନ୍ୱିତ ବିକାଶ ପାଇଁ ଶିଳାନ୍ୟାସ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। କେନ୍ଦୁଝର ଜିଲ୍ଲା ତଥା ଓଡ଼ିଶା ପାଇଁ ଅନେକ ବର୍ଷର ବହୁ ଆକାଂକ୍ଷିତ ପ୍ରକଳ୍ପ ଆଜି…
ବିଶ୍ୱ ଶକ୍ତି ସମ୍ମିଳନୀରେ ପୁରୀ ଘୋଷଣାନାମାର ଡ୍ରାଫ୍ଟ ପ୍ରସ୍ତୁତ
ଭୁବନେଶ୍ୱର:୭/୧୨- ଆନ୍ତଃରାଜ୍ୟ ସମନ୍ୱୟ ପାଇଁ ଭାରତର ପ୍ରଥମ କୋଅପରେସନ ଅଫ ପାର୍ଟିସ ଶୈଳୀ ପ୍ଲାଟଫର୍ମ ଭାବରେ ଡିଜାଇନ୍ ହୋଇଥିବା ପୁରୀ ଠାରେ ଆୟୋଜିତ ବିଶ୍ୱ ଶକ୍ତି ନେତାଙ୍କ ସମ୍ମିଳନୀ ୨୦୨୫ ଶେଷ ହୋଇଛି। ଓଡ଼ିଶା ସରକାରଙ୍କ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ; ପ୍ରମୁଖ ସଚିବ ବିଶାଳ ଦେବ ଏବଂ ଟୋନି…
ଦେବଦାସ ଛୋଟରାୟଙ୍କ ‘ଆମ ସମୟର ମଣିଷ’ ଉନ୍ମୋଚିତ
ଭୁବନେଶ୍ୱର: ୭/୧୨- ସପ୍ତମ ରାଜ୍ୟ ପୁସ୍ତକ ମେଳା ୨୦୨୫ର ଦ୍ୱିତୀୟ ଦିବସରେ କେତକୀ ଫାଉଣ୍ଡେସନ ଟ୍ରଷ୍ଟ ଷ୍ଟଲରେ ଥିବା ପୁସ୍ତକକୁ ସାହିତ୍ୟିକ, ଛାତ୍ର ଓ ପୁସ୍ତକପ୍ରେମୀ ଉପଭୋଗ କରିଥିଲେ। ସଂଧ୍ୟାରେ ଖ୍ୟାତନାମା ଲେଖକ ଦେବଦାସ ଛୋଟରାୟଙ୍କ ପୁସ୍ତକ ‘ଆମ ସମୟର ମଣିଷ’ ଉନ୍ମୋଚିତ ହୋଇଥିଲା। ଅନେକ…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ୫୧ ହଜାର ଟଙ୍କା
ଭୁବନେଶ୍ୱର:୬/୧୨- କନ୍ୟା ବିବାହ ପାଇଁ ରାଜ୍ୟ ସରକାର ୫୧ ହଜାର ଟଙ୍କାର ସହାୟତା ପ୍ରଦାନ କରିବେ। ଏ ନେଇ ମହିଳା ଓ ଶିଶୁ ବିକାଶ ପକ୍ଷରୁ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇ ସମସ୍ତ ଜିଲାପାଳଙ୍କୁ ଚିଠି ପଠାଯାଇଛି। ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହି ଯୋଜନା ବଳବତ୍ତର ରହିବ। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…
୧୭ଟି ନୂଆ ପାଠ୍ୟ ପୁସ୍ତକକୁ ଅନୁମୋଦନ
୨୦୨୬-୨୭ ଶିକ୍ଷାବର୍ଷରୁ ସମସ୍ତ ବିଦ୍ୟାଳୟରେ ଲାଗୁ ହେବ ଭୁବନେଶ୍ୱର:୬/୧୨- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ନୂତନ ଭାବରେ ବିକଶିତ ୧୭ ଟି ପାଠ୍ୟପୁସ୍ତକକୁ ଅନୁମୋଦନ କରାଯାଇଛି। ବିଭାଗର ସଚିବ ଏନ. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ପାଠ୍ୟକ୍ରମ ଏବଂ…
ପାଠକ ସଂଖ୍ୟା ବଢ଼ିଲେ ଲେଖକ କବି ଉତ୍ସାହିତ ହେବେ, ଅଧିକ ପୁସ୍ତକ ପ୍ରକାଶିତ ହେବ- ମୁଖ୍ୟମନ୍ତ୍ରୀ
ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ-୨୦୨୫ ଭାଲେଣ୍ଟାଇନ୍ ଡେ କୁ ବୁକ୍ ଡେ ଭାବେ ପାଳନ କରିବା ପାଇଁ ଯୁବବର୍ଗଙ୍କୁ ପ୍ରତିଭା ରାୟଙ୍କ ଆହ୍ୱାନ ଭୁବନେଶ୍ୱର:୬/୧୨- ଓଡ଼ିଆ ଭାଷା ଭାରତବର୍ଷର ଅନ୍ୟତମ ପୁରାତନ ଭାଷା। ଖ୍ରୀଷ୍ଟପୂର୍ବ ପ୍ରଥମ ଶତାବ୍ଦୀର ହାତୀଗୁମ୍ଫା ଶିଳାଲିପି, ତୃତୀୟ ଶତାବ୍ଦୀର ଧଉଳୀ ଓ ଜଉଗଡ଼ର…
ବିଧାନସଭାରେ ଝଡ଼
ଗାନ୍ଧିଜୀଙ୍କ ଉପରେ ବିଜେପି ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ ଭୁବନେଶ୍ୱର:୫/୧୨-ଗାନ୍ଧିଜୀଙ୍କ ଉପରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଗୁରୁବାର ବିଧାନସଭାରେ ଝଡ଼ ସୃଷ୍ଟି ହୋଇଥିଲା। ଗୃହରେ ପ୍ରଥମେ ହଟ୍ଟଗୋଳ ହେବା ପରେ ବିଧାନସଭା ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତମୂର୍ତ୍ତୀ ତଳେ…
ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏତଲା
ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ଭୁବନେଶ୍ୱର୫/୧୨- ଗତ ନଭେମ୍ବର ୨୪ ତାରିଖରେ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି ଏବଂ ପ୍ରତିମାସ ଦରମା ଭାବେ ୧୩,୧୬୦ ଟଙ୍କା…
ଟି-୨୦ କ୍ରିକେଟ ମ୍ୟାଚ ପାଇଁ ସ୍ୱତନ୍ତ୍ର ପଦକ୍ଷେପ
ଭୁବନେଶ୍ୱର:୪/୧୨-ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖେଳାଳି, ଭିଆଇପି ଓ ଦର୍ଶକଙ୍କ ସୁରକ୍ଷା ତଥା ଟ୍ରାଫିକ ବ୍ୟବସ୍ଥାକୁ…



