‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା’ରେ ମାଲକାନଗିରିରେ ବିଶେଷଜ୍ଞ ଟିମ
ଭୁବନେଶ୍ୱର: ୪/୧୨-‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା’ ରେ ଉପାନ୍ତ ଅଞ୍ଚଳବାସୀଙ୍କ ପାଇଁ ବିଶେଷଜ୍ଞ ଚିକିତ୍ସା ସେବା ସୁନିଶ୍ଚିତ ହୋଇଛି। ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା’ ରେ…
ମାଧୁରୀ ନେଇଛନ୍ତି ୧ କୋଟି ୬୦ ଲକ୍ଷ ଟଙ୍କା
ଭୁବନେଶ୍ୱର: ୩/୧୨-ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି। ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖି ଏହା କହିଛନ୍ତି ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ୍…
ରମାଦେବୀଙ୍କ ଜୟନ୍ତୀ
ଭୁବନେଶ୍ୱର:୩/୧୨-ମା’ ରମାଦେବୀ ହେଉଛନ୍ତି ସଂଗ୍ରାମ, ତ୍ୟାଗ, ସାଂପ୍ରଦାୟିକ ସଦ୍ଭାବନା, ମାନବିକତା, ପ୍ରତିବଦ୍ଧତା ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ। ପ୍ରାଚୁର୍ଯ୍ୟରୁ ଆସି ସେ ସରଳତାକୁ ଗ୍ରହଣ କରିଥିଲେ। ଘରକୋଣରୁ ବାହାରି ଜାତୀୟ ଆନ୍ଦୋଳନରେ ସାମିଲ ହୋଇଥିଲେ। ଲବଣ ସତ୍ୟାଗ୍ରହ, ଭାରତଛାଡ଼ ଓ ଅସହଯୋଗ…
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ସୋଆ ଅଡିଟୋରିୟମରେ ଆୟୋଜିତ ତିନି ଦିନିଆ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଶିକ୍ଷକ କର୍ମଚାରୀଙ୍କ ଦାବି ଅନୁଶୀଳନ କରିବ ଉଚ୍ଚସ୍ତରୀୟ କମିଟି
ଭୁବନେଶ୍ୱର:୩/୧୨- ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ବିଭିନ୍ନ ପ୍ରକାର ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ-ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ରହିଛି। ଏହି ଶିକ୍ଷାନୁଷ୍ଠାନ ଗୁଡିକର ବିଭିନ୍ନ ଶିକ୍ଷକ/ଅଧ୍ୟାପକ ଏବଂ କର୍ମଚାରୀ ସଂଘ ସେମାନଙ୍କର…
ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ସ୍ଥାନ ଗୁଡିକରେ ସମ୍ପୂର୍ଣ୍ଣ ମୌଳିକ ସୁବିଧା ପ୍ରଦାନ କରନ୍ତୁ, ପ୍ରଦୂଷଣ ରୋକନ୍ତୁ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୨/୧୨-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକର ଆଲୋଚନାରୁ ଜଣାପଡିଛି ଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲ୍ଲାରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ…
ଅଚ୍ୟୁତଙ୍କ ‘ମୋ ମାଆ ମୋ ପ୍ରେରଣା’ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର:୨/୧୨- କିଟ୍ ଓ କିସ୍ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ‘ମୋ ମାଆ ମୋ ପ୍ରେରଣା’ ପୁସ୍ତକ ଡିସେମ୍ବର ୧ ତାରିଖରେ ଉନ୍ମୋଚିତ ହୋଇଯାଇଛି। ଏହି ଉପଲକ୍ଷେ ମେ ଫେୟାର ହୋଟେଲରେ ଆୟୋଜିତ ପୁସ୍ତକର ଲୋକାର୍ପଣ ଉତ୍ସବରେ ଓଡ଼ିଶାର ପୂବର୍ତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ପୁଲିସ ପ୍ରତି ସାଧାରଣ ଧାରଣାକୁ ପରିବର୍ତ୍ତନ କରିବା ଉପରେ ମୋଦୀଙ୍କ ଗୁରୁତ୍ୱ
ଭୁବନେଶ୍ୱର:୩୦/୧୧-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାୟପୁରର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ମ୍ୟାନେଜମେଣ୍ଟଠାରେ ପୁଲିସ ମହା ନିର୍ଦ୍ଦେଶକ/ ମହା ନିରୀକ୍ଷକଙ୍କ ୬୦ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହି ତିନି ଦିନିଆ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ବିକଶିତ ଭାରତ: ସୁରକ୍ଷା ପରିଦୃଶ୍ୟ’।…
ସାହିତ୍ୟ ନୈତିକ ଭାବନା ବିସ୍ତାର କରେ: ରାଜ୍ୟପାଳ
ଭୁବନେଶ୍ୱର: ୨୯/୧୧-ସାହିତ୍ୟ ଏକ ପରିବର୍ତ୍ତନକାରୀ ଶକ୍ତି। ଏହା କେବଳ ଏକ କଳାତ୍ମକ ରୂପ ନୁହେଁ ବରଂ ଏକ ଶକ୍ତି ଯାହା ଜୀବନ ଓ ମୂଲ୍ୟବୋଧକୁ ଆକାର ଦିଏ, ସହାନୁଭୂତିକୁ ପୋଷଣ କରେ ଏବଂ ନୈତିକ ଭାବନାକୁ ବିସ୍ତାର କରେ ବୋଲି ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି କହିଛନ୍ତି। ୨୯ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ…
ବିଧାନସଭାରେ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ
ଭୁବନେଶ୍ୱର:୨୮/୧୧-ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ ୨୦୨୫-୨୬ ଆର୍ôଥକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି। ଏଥିପାଇଁ ମୋଟ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବୟବରାଦ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରାଯାଇଛି। ଏଥିରେ ପ୍ରଶାସନିକ ବ୍ୟୟ ବାବଦରେ ଅତିରିକ୍ତ ୩,୩୮୯ କୋଟି ଟଙ୍କା…



