ହ୍ୟୁମାନ ସାଗରଙ୍କ ପରଲୋକ
ଭୁବନେଶ୍ୱର:୧୭/୧୧- ଓଡ଼ିଶା ସଙ୍ଗୀତ ତଥା ଓଲିଉଡ଼ ଜଗତର ପ୍ରସିଦ୍ଧ ଗାୟକ ହ୍ୟୁମାନ ସାଗରଙ୍କର ମାତ୍ର ୩୪ ବର୍ଷ ବୟସରେ ପରଲୋକ ଘଟିଛି। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୯ଟା ୮ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ଏହି ସ୍ୱନାମଧନ୍ୟ କଣ୍ଠଶିଳ୍ପୀଙ୍କ ଅକାଳ ମୃତ୍ୟୁକୁ ନେଇ ରାଜ୍ୟର ସଙ୍ଗୀତପ୍ରେମୀଙ୍କ…
ସରକାରୀ ବିଜ୍ଞାପନ ପାଇଁ ସଂଶୋଧିତ ଦର ଢାଞ୍ଚାକୁ ଅନୁମୋଦନ
-ମୁଦ୍ରିତ ଗଣମାଧ୍ୟମ ଇକୋସିଷ୍ଟମ ହେବ ସୁଦୃଢ଼ -ମୁଦ୍ରିତ ଗଣମାଧ୍ୟମର ବିଜ୍ଞାପନ ଦରରେ ୨୬% ବୃଦ୍ଧି ଘୋଷଣା -ରଙ୍ଗୀନ ବିଜ୍ଞାପନ ପାଇଁ ପ୍ରିମିୟମ ପ୍ରଚଳନ କଲା ମନ୍ତ୍ରଣାଳୟ ଭୁବନେଶ୍ୱର:୧୭/୧୧-ମୁଦ୍ରିତ ଗଣମାଧ୍ୟମରେ ବିଜ୍ଞାପନର ଦରକୁ ସଂଶୋଧନ କରି ୨୬% ବୃଦ୍ଧି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।…
ଜନଗଣନାରେ ଗୃହଗଣନା ଓ ଗୃହତାଲିକା ପ୍ରସ୍ତୁତି କାର୍ଯ୍ୟକ୍ରମର ପ୍ରାକ୍-ପରୀକ୍ଷଣ
ଭୁବନେଶ୍ୱର:୧୭/୧୧-ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ଵାରା ୨୦୨୭ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଓ ଗୃହତାଲିକା ପ୍ରସ୍ତୁତି କାର୍ଯ୍ୟକ୍ରମର ପ୍ରାକ୍-ପରୀକ୍ଷଣ ଓଡିଶାରେ ଥିବା ଜନଗଣନା ନିର୍ଦ୍ଦେଶାଳୟ ଦ୍ଵାରା ରାଜ୍ୟ ସରକାରଙ୍କ ମିଳିତ ସମନ୍ଵୟରେ କରାଯାଉଛି। ରାଜ୍ୟର ନବରଙ୍ଗପୁର ଜିଲ୍ଲା…
Birth of Living Humanity
Bhubaneswar:16/11- Living Humanity was born from a divine message , a profound blueprint for existence based on the universal laws of creation, with the singular purpose of restoring peace on Earth. Its founder, Shri Chinmaya Kumar Mohanty, translated…
ଭ୍ରମାତ୍ମକ ଖବର ପ୍ରେସ୍ର ବିଶ୍ୱାସନୀୟତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରେ
ଭୁବନେଶ୍ୱର:୧୬/୧୧-ଗଣତନ୍ତ୍ରକୁ ସୁଦୃଢ଼ ଓ ସକ୍ରିୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସଠିକ ଖବର ପରିବେଷଣ ଓ ଗଠନମୂଳକ ସମାଲୋଚନା ଗଣତନ୍ତ୍ରକୁ ଋଦ୍ଧିମନ୍ତ କରିଥାଏ। ମାତ୍ର ସାମ୍ପ୍ରତିକ ଦୁନିଆରେ ଅନେକ ସମୟରେ ଗଣମାଧ୍ୟମ ଦ୍ୱାରା ପ୍ରସାରିତ ଖବର ଭ୍ରମାତ୍ମକ ଭାବେ ପ୍ରସାରିତ ହେଉଥିବାରୁ…
ନୂଆପଡ଼ା ଉପ ନିର୍ବାଚନରେ ବିଜେପିର ବିଜୟ
ବିକାଶ ହିଁ ବିଶ୍ୱାସ ଓ ପ୍ରଗତିର ନନ୍ଦିଘୋଷ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୫/୧୧-ଐତିହାସିକ ବିଜୟ ପାଇଁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ତାଙ୍କର ପୁରା ଟିମ୍ର କଠିନ ପରିଶ୍ରମକୁ ଶ୍ରେୟ ଦେଇ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଓ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଆଜି ଆମ ସମସ୍ତଙ୍କ ପାଇଁ ଏକ ଐତିହାସିକ ଦିନ…
ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ
-୧୩୪୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦ୍ଘାଟନ, ୬୦୯ କୋଟି ମୂଲ୍ୟର ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ -ରାଉରକେଲା ହନୁମାଟ ବାଟିକା ଛକରୁ ପାୱାର ହାଉସ ଛକ ରାସ୍ତା ବୀର୍ସା ମୁଣ୍ଡାଙ୍କ ନାମରେ ନାମିତ ଜନଜାତିଙ୍କ ବିକାଶ ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୫/୧୧-ବିର୍ସା…
ଶିକ୍ଷାକୁ ଆକର୍ଷଣୀୟ ଓ ପ୍ରଭାବଶାଳୀ କରିବା ପାଇଁଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ-ମୁଖ୍ୟମନ୍ତ୍ରୀ
-ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ‘ଲୋଗୋ’ ଉନ୍ମୋଚିତ -ପ୍ରଥମ ପର୍ଯ୍ୟାୟରେ ୨୨୦୦ ବିଦ୍ୟାଳୟ ପାଇଁ ଖର୍ଚ୍ଚ ହେବ୧୨ ହଜାର କୋଟି ଭୁବନେଶ୍ୱର:୧୪୧୧-ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ରାଜ୍ୟ ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା…
୧୮ରୁ ଦୁଇ ଦିନିଆ ଜିଲାପାଳ ଓ ଏସପି ସମ୍ମିଳନୀ
ଭୁବନେଶ୍ୱର-୧୩/୧୧-ଆସନ୍ତା ୧୮ ତାରିଖରୁ ଦୁଇ ଦିନିଆ ଜିଲାପାଳ ଓ ଏସପି ସମ୍ମିଳନୀ ଅନୁଷ୍ଠିତ ହେବ। ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ବିଭିନ୍ନ ସରକାରୀ ଯୋଜନା ଓ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ନେଇ ଆଲୋଚନା ହେବ ବୋଲି ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ…



