ନୂଆପଡାରେ ସୁଭଦ୍ରା ଶକ୍ତି ସମାବେଶ ନିର୍ବାଚନ ଆଚରଣ ବିଧିର ଉଲଂଘନ
ଭୁବନେଶ୍ୱର:୨୮/୧୦-ନୂଆକରି ନୂଆପଡ଼ା ଆସିଥିବା ବିଜେପି ନେତ୍ରୀ ତଥା ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାକୁ ନେଇ ଭ୍ରମାତ୍ମକ ତଥ୍ୟ ଏବଂ ବକ୍ତବ୍ୟ ରଖିଛନ୍ତି। ଏହାକୁ କଂଗ୍ରେସ ନିନ୍ଦା କରିଥିବା ନୂଆପଡ଼ାର ଖୁଣ୍ଟିଆ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ପିସିସି ମୁଖପାତ୍ର…
ବାତ୍ୟାର ପ୍ରଭାବ ଉପରେ ସମୀକ୍ଷା
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ମୋନ୍ଥାର ପ୍ରଭାବ ଓ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିୟନ୍ତ୍ରଣ କକ୍ଷ ପରିଦର୍ଶନ କରି ବାତ୍ୟା ମୋନ୍ଥା ପାଇଁ ପ୍ରସ୍ତୁତି ସମ୍ପର୍କରେ ଅନୁଧ୍ୟାନ କରିବା ସହ…
ନୂଆପଡାରେ ବିଜେପିକୁ ଝଟ୍କା
-ବିଜେଡିରେ ମିଶିଲେ ବସନ୍ତ ପଣ୍ଡାଙ୍କ ପୁତୁରା -ଦୁଇ ବିଜେପି ସଂଗଠକ ଛାଡ଼ିଲେ ଦଳ, ବିଜେଡିକୁ ଗଲେ ଭୁବନେଶ୍ୱର:୨୮/୧୦-ନୂଆପଡା ଉପ ନିର୍ବାଚନ ମାହୋଲ ସରଗରମ ହୋଇଥିବା ବେଳେ ଆଜି ବିଜେପିର ପୂର୍ବତନ ସଭାପତି ତଥା ନୂଆପଡାର ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କ ପୁତୁରା ହରିଶ୍ଚନ୍ଦ୍ର ପଣ୍ଡା, ସରପଞ୍ଚ…
ବିଜେବି କଲେଜରେ ଶିକ୍ଷଣ ଶିକ୍ଷାଦାନ ସମ୍ବଳ ବିକାଶ ଉପରେ କର୍ମଶାଳା
ଭୁବନେଶ୍ୱର:୨୭/୧୦-ବିଜେବି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଶିକ୍ଷକ ଶିକ୍ଷା ବିଭାଗ ପକ୍ଷରୁ ଗତ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ‘ଶିକ୍ଷଣ ଶିକ୍ଷାଦାନ ବିକାଶ’ ବିଷୟରେ ଚାରିଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ର ଅଧ୍ୟକ୍ଷା ପ୍ରଫେସର ଡ଼. ଝୁମକି ରଥ ଓ ବିଭାଗ ମୁଖ୍ୟ ଡ଼. କଲ୍ୟାଣୀ…
ଅକ୍ଟୋବର ୩୧ ଯାଏଁ ସମସ୍ତ କୃଷି ଅଧିକାରୀଙ୍କ ଛୁଟି ବାତିଲ
ଅମଳ ହୋଇଥିବା ଫସଲକୁ ଉଚ୍ଚ ତଥା ସୁରକ୍ଷିତ ସ୍ଥାନକୁ ନେବା ପାଇଁ ଚାଷୀଙ୍କୁ ପରାମର୍ଶ ଭୁବନେଶ୍ୱର:୨୭/୧୦-ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅକ୍ଟୋବର ୩୧ ତାରିଖ…
ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲାରେ ନିଆଗଲା ଆଗୁଆ ପଦକ୍ଷେପ
ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଭୁବନେଶ୍ୱର, ୨୬/୧୦-ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ,…
ଘୂର୍ଣ୍ଣିବଳୟ ‘ମନ୍ଥା’ ପାଇଁ ଆଲର୍ଟରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ
ଜରୁରୀକାଳୀନ କାର୍ଯ୍ୟରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ ଭୁବନେଶ୍ୱର:୨୫/୧୦-ଘୂର୍ଣ୍ଣିବଳୟ ‘ମନ୍ଥା’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ରସ୍ତୁତି ବ୍ୟବସ୍ଥା ତ୍ୱରାନ୍ୱିତ କରିଛି। ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ…
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ
୧୫ଟି ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି ଭୁବନେଶ୍ୱର:୨୫/୧୦-ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ ମନ୍ତ୍ରୀ ଶ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓରଞ୍ଜନ କୁମାର ସିଂ ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା…
ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ‘ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ୍ ୬.0’ ଅଭିଯାନ ଉପଲକ୍ଷେ ପଦଯାତ୍ରା
ଭୁବନେଶ୍ୱର:25/10- ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ୍ ୬.0 ଅଭିଯାନର ଅଂଶ ରୂପେ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱର ଦ୍ୱାରା ୨୫ ଅକ୍ଟୋବର ୨୦୨୫ ଦିନ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା। ଜନସାଧାରଣଙ୍କ ନିକଟରେ ‘ସ୍ୱଚ୍ଛତା ଓ ଫିଟନେସ’ ର ବାର୍ତ୍ତା ପହଞ୍ଚାଇବା ଏହି ପଦଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ…
ନୂଆପଡା ବିଧାନସଭା ଉପ ନିର୍ବାଚନ, ୧୪ ପ୍ରାର୍ଥୀଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
ଭୁବନେଶ୍ୱର:୨୪/୧୦- ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖରେ ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି। ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡା ବିଧାନସଭା ଉପ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଭାରତୀୟ ଜନତା ଦଳରୁ ଜୟ ଢୋଲକିଆ, ବିଜୁ…



