ଦୁଇଦିନିଆ ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ
ଭୁବନେଶ୍ୱର:୨୪/୧୦-ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ-୨୦୨୫ ରାଜ୍ୟବ୍ୟାପୀ ସ୍ଥାୟୀ ଏବଂ ଲୋକ-କୈନ୍ଦ୍ରିକ ସହର ନିର୍ମାଣ କରିବା ଲାଗି ଏକ ସାମୂହିକ ସଂକଳ୍ପ ସହିତ ସମାପ୍ତ ହୋଇଛି। ଏହି ଅବସରରେ ଉଦବୋଧନ ଦେଇ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ ରାଉରକେଲା…
ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତ ଦୁର୍ନୀତିର ସି.ବି.ଆଇ ତଦନ୍ତ ନିଷ୍ପତ୍ତି
ଭୁବନେଶ୍ୱର:୨୨/୧୦- ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି। ଏଥିରେ ଆନ୍ତ-ରାଜ୍ୟ ଅପରାଧୀ ସଂଗଠନଙ୍କ ସଂପୃକ୍ତି ଥିବାର ସନ୍ଦେହ କରାଯାଉଛି। ବହୁ ଚର୍ଚ୍ଚିତ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇକୁ ଅର୍ପଣ…
ପୀତବାସଙ୍କ ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାକୁ ପଚରାଉଚୁରା
ଭୁବନେଶ୍ୱର:୨୨/୧୦- ବିଜେପି ନେତା ଓ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ତଥା ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ପଚରାଉଚରା କରାଯାଇଛି। ବିକ୍ରମ ପଣ୍ଡାଙ୍କୁ ପୋଲିସ ତାଙ୍କ ଘରୁ ଉଠାଇ ନେଇ ପଚରା ଉଚୁରା ଚଳାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଅନ୍ୟ ଥାନା…
ଲୋକଙ୍କୁ ନ୍ୟାୟ ପ୍ରଦାନ ପାଇଁ ରାଜସ୍ୱ ଅଧିକାରୀମାନେ ବିବେକ ଅନୁଯାୟୀ ନିଷ୍ପତ୍ତିି ନିଅନ୍ତୁ:ରାଜସ୍ୱ ମନ୍ତ୍ରୀ
-ରାଜସ୍ୱ ବିଭାଗର ଭିତ୍ତିଭୂମି ଉନ୍ନତି କରାଯିବ ସହ ଖାଲି ପଦବୀ ପୂରଣ କରାଯିବ -ରାଜସ୍ୱ ବିଭାଗକୁ ଏକ ମଡେଲ ବିଭାଗରେ ପରିଣତ କରାଯିବ ଭୁବନେଶ୍ୱର:୧୯/୧୦-ରାଜସ୍ୱ ଆଇନ କେତେଦୂର ଠିକ ଭାବରେ କାର୍ଯ୍ୟକାରୀ ହେଉଛି ସେ ସମ୍ପର୍କରେ ସମୀକ୍ଷା କରିବା ଦରକାର। ଯଦି ହେଉନାହିଁ ତା’ର କାରଣ ସମ୍ପର୍କରେ ତର୍ଜମାର…
ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ୧୯ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ
ଭୁବନେଶ୍ୱର:୨୦/୧୦-୭୧-ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ୨୦ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା। ଧାର୍ଯ୍ୟ ସମୟ ସୁଦ୍ଧା ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ପାର୍ଟିର ଜୟ ଢୋଲକିଆ, ଭାରତୀୟ ଜାତୀୟ…
‘ସାରସ୍ୱତ ସମାଜ’ର ସ୍ଵନକ୍ଷତ୍ର ଉତ୍ସବ
୧୯ ତାରିଖରେ ରାଜ୍ୟର ଅଗ୍ରଣୀ ସାହିତ୍ୟ ଓ ସାମାଜିକ ଅନୁଷ୍ଠାନ ‘ସାରସ୍ୱତ ସମାଜ’ର ୧୫ ତମ ସ୍ଵନକ୍ଷତ୍ର ଉତ୍ସବ ଓ ସମ୍ବର୍ଦ୍ଧନା ସମାରୋହ ଜୟଦେବ ଭବନରେ ଅନୁଷ୍ଠିତ…
ସାଇବର ସୁରକ୍ଷା ପାଇଁ ୧୧୨୭ ନୂତନ ପୋଲିସ ପଦବୀ ସହିତ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ନିଯୁକ୍ତି ଦିଆଯିବ- ମୁଖ୍ୟମନ୍ତ୍ରୀ
ମାସେ ଚାଲିବ ସାଇବର ସୁରକ୍ଷା ସଚେତନତା ଅଭିଯାନ ଭୁବନେଶ୍ୱର:୧୯/୧୦-ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି।…
ଶାସନ ନୁହେଁ, ସେବା ହିଁ ଆମ ସରକାରଙ୍କର ମୂଳମନ୍ତ୍ର-ମୁଖ୍ୟମନ୍ତ୍ରୀ
-୪୭୧ଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭୂମି ପୂଜନ -ଅନ୍ତ୍ୟୋଦୟ ଗୃହ ଯୋଜନାରେ ପ୍ରଥମ କିସ୍ତି ବଣ୍ଟନ ଭୁବନେଶ୍ୱର:୧୯/୧୦-ଗ୍ରାମଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧ଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ଭୂମି…
ଆଦି କର୍ମଯୋଗୀ ଅଭିଯାନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଭାବେ ଓଡ଼ିଶା ସମ୍ମାନିତ
ଭୁବନେଶ୍ୱର, ୧୭/୧୦- ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଯୋଜନା ଅଧିନରେ ଓଡ଼ିଶାର ସର୍ବଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଭାବେ ସମ୍ମାନିତ ହୋଇଛି। ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏହି ସମ୍ମାନ ପ୍ରଦାନ କରିଛନ୍ତି।…
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି
ଭୁବନେଶ୍ୱର:16/10- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ…


