ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ
ଭୁବନେଶ୍ୱର:୧୦/୪-ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପାଳିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନ ପରିପ୍ରେକ୍ଷୀରେ ଶୁକ୍ରବାର ଦଶମ ଦିବସରେ ପୁରୀ ଜିଲ୍ଲାର ପିପିଲି ଠାରେ ରାଜ୍ୟ ସ୍ତରୀୟ “ଲୋକକଳା ପାଇଁ ଦିନଟିଏ’ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ରାଜ୍ୟର ପ୍ରାୟ ୮୦ରୁ ଉର୍ଦ୍ଧ୍ୱ…
ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍ଘାଟିତ
ରାଜଧାନୀବାସୀ ପାଇବେ ବିଶ୍ୱସ୍ତରୀୟ ଗୁଣାତ୍ମକ ବିଦ୍ୟୁତ ସେବା:ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ବିଭିନ୍ନ ନଦୀର ପୁନରୁଦ୍ଧାର କରାଯିବ। ପ୍ରାଚୀ ନଦୀ ପାଇଁ ୩୦୦ କୋଟି ଟଙ୍କା, ଧନୁଆ ପାଇଁ ଦ୍ୱିତୀୟ ଫେଜ୍ରେ ୭୫ କୋଟି, ଦୟା ନଦୀ ପାଇଁ ୧୭୦ କୋଟି, ଦୟା ପଶ୍ଚିମ କେନାଲ ପାଇଁ ୪୦୦…
ଭୂଇଁପୁରରେ ୩୬ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ
ଭୁବନେଶ୍ୱର:୮/୪-ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ…
ସହରାଞ୍ଚଳ ଜଳ ଭିତ୍ତିଭୂମି କ୍ଷେତ୍ରରେ ସଫଳତା
ଅମୃତ ୨.୦ କାର୍ଯ୍ୟକାରିତାରେ ଓଡ଼ିଶା ଦେଶରେ ପ୍ରଥମ ଭୁବନେଶ୍ୱର:୭/୪-ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ଗୌରବମୟ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ’ (ଅମୃତ) ୨.୦ ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଏକ ଅଗ୍ରଣୀ…
ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଶୃଙ୍ଖଳ ଅବ୍ୟାହତ ରଖିବା ନେଇ ଆଲୋଚନା
ଭୁବନେଶ୍ୱର:୭/୪-ରାଜ୍ୟରେ ଖାଉଟିମାନଙ୍କ ପାଇଁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ କରାଇବା ଓ ଯୋଗାଣ ଶୃଙ୍ଖଳକୁ ଅବ୍ୟାହତ ରଖିବା ପାଇଁ ବିଭିନ୍ନ ଜିଲ୍ଲାର ବ୍ୟବସାୟୀ ସଂଘ ପ୍ରତିନିଧିମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…
ରାଜ୍ୟରେ ବିଜେପିର ନୂଆ ଯୋଜନା, ବଢ଼ିଲା ମାଗଣା ଚାଉଳ କୋଟା
-ଓଡ଼ିଶାରେ ଟାରଗେଟେଡ ପବ୍ଲିକ ଡିଷ୍ଟ୍ରିବ୍ୟୁସନ ସିଷ୍ଟମ -ତାମିଲନାଡୁରେ ୟୁନିଭର୍ସାଲ ପବ୍ଲିକ ଡିଷ୍ଟ୍ରିବ୍ୟୁସନ ସିଷ୍ଟମ -ରାଜ୍ୟର ଜନସଂଖ୍ୟା-୪କୋଟି ୮୮ ଲକ୍ଷ ୪୦ ହଜାର -ମୁଣ୍ଡପିଛା ୧୦କେଜି ମାଗଣା ଚାଉଳ ପାଇବେ ୩ କୋଟି ୨୮ ଲକ୍ଷ ୫୨ ହଜାର -ପାଉନାହାନ୍ତି ୧କୋଟି ୫୯ ଲକ୍ଷ ୮୮ ହଜାର ଭୁବନେଶ୍ୱର:୪/୪-ରାଜ୍ୟରେ…
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ
ଭୁବନେଶ୍ୱର:୬/୪-କୁଳପତି ପଦବୀ ଖାଲିଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ ନିମନ୍ତେ ରାଜ୍ୟପାଳ ନୂତନ କୁଳପତି ନିଯୁକ୍ତି କରିଛନ୍ତି। ଏହି ନିଷ୍ପତ୍ତି ରାଜ୍ୟର ଉଚ୍ଚଶିକ୍ଷା ବ୍ୟବସ୍ଥା ପାଇଁ ଅତ୍ୟନ୍ତ…
ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ବାଧ୍ୟତାମୂଳକ
ନିୟମ ଖିଲାପକାରୀଙ୍କ ଠାରୁ ଆଦାୟ ହେବ ଜୋରିମାନା ଭୁବନେଶ୍ୱର:୪/୪-‘ଓଡ଼ିଶା ଦିବସ’ ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆ ଭାଷାରେ…
ଗଣମାଧ୍ୟମ ଶିକ୍ଷା ଅଭିଯାନକୁ ଏକ ଜନ ଆନ୍ଦୋଳନରେ ପରିଣତ କରନ୍ତୁ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୪/୪- ରାଜ୍ୟର ପ୍ରତି ଗାଁରେ, ପ୍ରତି ସାହି ଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଏପ୍ରିଲ ୪ ତାରିଖ ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ…
‘ଟିମ୍ ଓଡ଼ିଶା’କୁ ୧୫ଟି ସ୍ୱର୍ଣ୍ଣ ସହ ୫୭ ପଦକ
ଭୁବନେଶ୍ୱର:୩/୪-‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି ଚାମ୍ପିୟନ ହୋଇଛି। ଗୁରୁବାର ଦିନ ଗ୍ରେଟର ନୋଏଡାର ‘ଇଣ୍ଡିଆ ଏକ୍ସପୋ ସେଣ୍ଟର’ଠାରେ…



