ଆଜିଠାରୁ ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’
୫୭୫.୭୭ କୋଟି ଟଙ୍କାର ସଡ଼କ ସୁରକ୍ଷା ସମ୍ପର୍କିତ ୫୫ଟି କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ ଭୁବନେଶ୍ୱର:3/6-ଦୁର୍ଘଟଣା କେବଳ ପରିବାର କି ରାଜ୍ୟ ନୁହେଁ ସମଗ୍ର ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଥାଏ। ଏହା କୌଣସି ବ୍ୟକ୍ତିଗତ କ୍ଷତି ନୁହେଁ ବରଂ ସାମଗ୍ରୀକ କ୍ଷତି। ତେଣୁ ମୋର ସମସ୍ତଙ୍କୁ ଅନୁରୋଧ,…
ରଥଯାତ୍ରା ପାଇଁ ଗୁରୁତ୍ଵପୂର୍ଣ୍ଣ ବୈଠକ
ଭୁବନେଶ୍ୱର:୨/୬ ଆସନ୍ତା ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ଏହାର ସୁପରିଚାଳନା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହା ନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ…
ଓଡ଼ିଶାର ପ୍ରଥମ ବିଜେପି ବିଧାୟକଙ୍କ ପରଲୋକ
ଭୁବନେଶ୍ୱର:30/5-କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ। ତାଙ୍କର ଚିକିତ୍ସା ଜାରି ରହିଥିଲା। ଗତକାଲି ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ…
ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଖୁବଶୀଘ୍ର କ୍ଷତିପୂରଣ
ଭୁବନେଶ୍ୱର: ୩୦/୫ ରାଜ୍ୟରେ ଚଳିତ ମାସ ୨୭ରୁ ୩୦ ତାରିଖ ମଧ୍ୟରେ ହୋଇଥିବା ଲଘୁଚାପ ଜନିତ ଅଦିନିଆ ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ଓ ଘରଦ୍ୱାର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଖୁବ୍ ଶୀଘ୍ର କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ପ୍ରଦାନ କରାଯିବ। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟଠାରେ…
ଭୁବନେଶ୍ୱରର ୮୦ ପ୍ରତିଶତ ଡ୍ରେନର ସଫେଇ କାର୍ଯ୍ୟ ସରିଥିବା ଘଟଣାର ତଦନ୍ତ ଆବଶ୍ୟକ
କଟକ-ଭୁବନେଶ୍ୱର ଡ୍ରେନେଜ୍ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଭୁବନେଶ୍ୱର:୨୯/୫-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କଟକ-ଭୁବନେଶ୍ୱରରେ ବର୍ଷାଦିନେ ଉପୁଜୁଥିବା କୃତ୍ରିମ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।…
ସର୍ବାଧିକ ୯୮ ପ୍ରତିଶତ ଲକ୍ଷପତି ଦିଦି ସୃଷ୍ଟିକରି ନୟାଗଡ ଜିଲ୍ଲା ରାଜ୍ୟରେ ପ୍ରଥମ
ଭୁବନେଶ୍ୱର:29/5- ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ। ପରନ୍ତୁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ…
ସାକ୍ଷୀଗୋପାଳରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ
ଭୁବନେଶ୍ୱର :୨୯/୫-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସାକ୍ଷୀଗୋପାଳ ଠାରେ ଚାରା ରୋପଣ ଓ ପଦଯାତ୍ରାରେ ଯୋଗ ଦେଇଛନ୍ତି ସାକ୍ଷୀଗୋପାଳ ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ…
ସରକାରୀ ଚାକିରି ପାଇଁ ବୟସସୀମା ବୃଦ୍ଧି
ଭୁବନେଶ୍ୱର:୨୮/୫-ରାଜ୍ୟ ସରକାର ସରକାରୀ ଚାକିରି ପାଇଁ ବୟସ ସୀମାକୁ କୋହଳ କରିଛନ୍ତି। କେବଳ ୟୁନିଫର୍ମ ସର୍ଭିସକୁ ବାଦ ଦେଇ ଅନ୍ୟ ବିଭିନ୍ନ ମୂଳ ପଦବୀ ଓ ସେବାରେ ପ୍ରବେଶ ପାଇଁ ବୟସ ସୀମା ୩୨ରୁ ୪୨କୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି…


