ରାଜସ୍ୱ ମନ୍ତ୍ରୀଙ୍କ ମୟୂରଭଞ୍ଜର କ୍ଷତିଗସ୍ତ ଅଞ୍ଚଳ ପରିଦର୍ଶନ
କ୍ଷତିପୂରଣ ଯୋଗାଇ ଦିଆଯିବ ଭୁବନେଶ୍ୱର:୨୩/୦୩-ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ଜନିତ କୁଆପଥର ବର୍ଷାରେ ବ୍ୟାପକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିବାବେଳେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରଭାବିତ ଅଞ୍ଚଳ ଗସ୍ତରେ ଯାଇଥିଲେ। ବାଙ୍ଗିରିପୋଷି ବ୍ଲକ୍ର ସୋରାସପୋଷି, ହାଣଦା,…
ଅନୁକମ୍ପାମୂଳକ ନିଯୁକ୍ତି ଉପରେ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
ଭୁବନେଶ୍ୱର:୨୨ା୩-ଅନୁକମ୍ପାମୂଳକ ନିଯୁକ୍ତି ସଂକ୍ରାନ୍ତରେ ଓଡିଶା ହାଇକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହି ନିଯୁକ୍ତି ସଂକ୍ରାନ୍ତରେ ୨୦୨୦ ମସିହାରେ ନୂଆ ଆଇନ ପ୍ରଣିତ ହେବା ପୂର୍ବରୁ ଅନୁକମ୍ପାମୂଳକ ନିଯୁକ୍ତି ସଂକ୍ରାନ୍ତୀୟ ଯେତେସବୁ ଦରଖାସ୍ତ ରହିଛି ତାହାକୁ ୧୯୯୦ର ମୂଳ ଆଇନ ଆଧାରରେ…
ମହାନଦୀ ଜଳ ବିବାଦର ଆପୋଷ ସମାଧାନ ଉପରେ ଆଲୋଚନା
ମୋହନଙ୍କ ସହିତ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ ଭୁବନେଶ୍ୱର:୨୨/୩- ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ…
ଐତିହାସିକ ସତ୍ୟବାଦୀ ବଳିଆରସିଂହଙ୍କ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର’ ଓ ‘ଇତିହାସର ଇତିକଥା’ ପୁସ୍ତକ ଉନ୍ମୋଚିତ
ଖୋର୍ଦ୍ଧା:21/3- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ଐତିହାସିକ ସତ୍ୟବାଦୀ ବଳିଆରସିଂହଙ୍କ ୭୭ତମ ଜନ୍ମୋତ୍ସବ ଖୋର୍ଦ୍ଧା ଜେଲ ରାସ୍ତା ସ୍ଥିତ ଶ୍ୟାମା ମାଧବ ବାସନ୍ତୀ ଦେବୀ ପାଠାଗାର ସଭାଗୃହରେ ପାଳିତ ହୋଇଯାଇଛି। ତ୍ରିନାଥ ଚରଣ କଳା ସାହିତ୍ୟ ସଂସଦ ପକ୍ଷରୁ ଅନୁଷ୍ଠିତ ଏହି…
ଥଇଥାନ ସହାୟତା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଓଡ଼ିଶା ବେସାମରିକ ସେବା (ଥଇଥାନ ସହାୟତା) ନିୟମ, ୨୦୨୦ ଆରମ୍ଭ ହେବା ତାରିଖ ପୂର୍ବରୁ ଥଇଥାନ ସହାୟତା ସମ୍ବନ୍ଧିତ ସମସ୍ତ ବିଚାରାଧୀନ ଆବେଦନ ୧୯୯୦ରେ ପ୍ରଚଳିତ ନିୟମ ଅନୁଯାୟୀ ବିଚାର କରାଯିବ ଭୁବନେଶ୍ୱର:୨୧/୦୩-ମାର୍ଚ୍ଚ ୨୦…
Nirmaljit Singh appointed new CPMG Odisha
Bhubaneswar: 20/3 – The Department of Posts, Government of India,“is pleased to announce the appointment of Shri Nirmaljit Singh (IPoS – 1997 batch) as the“new Chief Postmaster General (CPMG) of Odisha Postal Circle. With his distinguished“career in the…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପରିବାର
ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୯/୩-ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପତ୍ନୀ ମୀନତି ଦାସ, ଝିଅ ତଥା ବିଜେଡିର ପୂର୍ବତନ ବିଧାୟିକା ଦୀପାଳି ଦାସ ଏବଂ ପୁଅ ବିଶାଳ ଦାସ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଲୋକସେବା ଭବନରେ ଭେଟିଥିଲେ।…
ନିଯୁକ୍ତି ମେଳା
୫ ଟି ବିଭାଗରେ ଯୋଗଦେଲେ ୮୧୨ ଜଣ ବର୍ତ୍ତମାନ ସୁଦ୍ଧା ୮ ଟି ନିଯୁକ୍ତି ମେଳା ଜରିଆରେ ୨୫ ହଜାରରୁ ଅଧିକ ନିଯୁକ୍ତି ପାଞ୍ଚବର୍ଷ ମଧ୍ୟରେ ଦେଢ଼ ଲକ୍ଷ ନିଯୁକ୍ତିର ଲକ୍ଷ୍ୟ ଭୁବନେଶ୍ୱର: ୧୮ ମାର୍ଚ୍ଚ ୨୦୨୫ ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ
ଭୁବନେଶ୍ୱର: 17/3-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଛି।ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟର ବିଭିନ୍ନ ଦଳର ବହୁ ରାଜନେତା, ବିଜେପିର କାର୍ଯ୍ୟକର୍ତ୍ତା ଗଭୀର ଶୋକବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ…



