ଅଫିସରଙ୍କୁ ନିର୍ଦେଶ
ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଏସଓପିର କଡ଼ା ଅନୁପାଳନ କର ଭୁବନେଶ୍ୱର:୨୪/୩- ଆସନ୍ନ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭାଗୀୟ ପ୍ରସ୍ତୁତି ଏବଂ ମାର୍ଗଦର୍ଶିକା ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି ବୈଠକରେ…
ନୂତନ ନର୍ସିଙ୍ଗ ଏବଂ ରେଡିଓଗ୍ରାଫର ପଦବୀକୁ ଅନୁମୋଦନ
ଭୁବନେଶ୍ୱର:୨୪ /୩-ରାଜ୍ୟର ସ୍ୱାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ଦିଗରେ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତ। ସରକାର ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫରମାନଙ୍କ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହି ନିଯୁକ୍ତି ମାଧ୍ୟମରେ ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟ ଓ ସ୍ୱାସ୍ଥ୍ୟ…
ଜାତୀୟ ପାରା ଆଥଲେଟିକ ଚାମ୍ପିୟାନ ପୁରସ୍କୃତ
୫ ସ୍ୱର୍ଣ୍ଣ ସହିତ ୧୭ଟି ପଦକ ପାଇଲା ଓଡିଶା ଭୁବନେଶ୍ୱର:୨୨/୩୨୪ ତମ ଜାତୀୟ ପାରା ଆଥଲେଟିକ ଚାମ୍ପିୟାନସିପ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସମସ୍ତ ବିଜେତା ଆଥଲେଟମାନଙ୍କୁ ପୁରସ୍କୃତ କରିବା ସହିତ ଆଗାମୀ ସମୟରେ ସମସ୍ତ…
ବିଶ୍ୱ ଜଳ ଦିବସ-୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ
ଭୁବନେଶ୍ୱର:୨୨/୩-ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ସ୍ଥାନୀୟ ଲୋକ ସେବା ଭବନ କନଭେନସନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ସେ ସମୁଦାୟ ୨୬୧୨ କୋଟି ଟଙ୍କାର…
ବନ ସୁରକ୍ଷା ଓ ସବୁଜ ବଳୟ ସୃଷ୍ଟିରେ ଓଡିଶା ଦେଶର ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର:୨୧/୩- ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ। ଏହା ଆମ ଜୀବନ ଓ ଜୀବିକାର ଆଧାର ଅଟେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ କହିଛନ୍ତି। ଭବନ କନଭେନସନ ସେଣ୍ଟରରେ ଏହି ଉପଲକ୍ଷେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମଯୋଗଦେଇ ସେ…
ଭୁବନେଶ୍ୱରରେ ହେବ ୩୭ଟି ନୂଆ ରାସ୍ତା
ଭୁବନେଶ୍ୱର:୨୧/୩-ଭୁବନେଶ୍ୱରରେ ସଡକପଥର ବିକାଶ ପାଇଁ ସରକାର ଯୋଜନା ହାତକୁ ନେଇଛନ୍ତି। ସହରରେ ୩୭ଟି ନୂଆ ରାସ୍ତା ତିଆରି ହେବ। ସହରର ଭିଡ଼ ଏବଂ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୭ଟି ନୂଆ ରାସ୍ତା ପ୍ରକଳ୍ପକୁ ଅନୁମୋଦନ…
କ୍ରସ୍ ଭୋଟିଂ ପାଇଁ ବିଜେଡିର ୬ ବିଧାୟକ ନିଲମ୍ବିତ
ଭୁବନେଶ୍ୱର: ୨୧/୩-ରାଜ୍ୟସଭା ନିର୍ବାଚନରେ ଦଳୀୟ ନିଷ୍ପତ୍ତି ବିରୋଧରେ ଯାଇଥିବା ବିଜେଡିର ୬ଜଣ ବିଧାୟକଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ ଚକ୍ରମଣି କହଁର, ନବ କିଶୋର ମଲ୍ଲିକ, ସୌଭିକ ବିଶ୍ୱାଳ, ସୁବାସିନୀ ଜେନା, ରମାକାନ୍ତ ଭୋଇ ଏବଂ ଦେବୀ ରଞ୍ଜନ ତ୍ରିପାଠୀ। ରାଜ୍ୟସଭା ନିର୍ବାଚନରେ ଦଳର ହ୍ୱିପ…
୧,୧୭୪ କିଲୋଗ୍ରାମର ‘ପଖାଳ’ ପରିବେଷଣ ପାଇଁ ଗିନିଜ ୱାର୍ଲ୍ଡ ରେକର୍ଡରେ ଓଡ଼ିଶା
ଭୁବନେଶ୍ୱର:୨୦/୩-ରାଜ୍ୟର ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ବିଶ୍ୱ ପଖାଳ ଦିବସ (ମାର୍ଚ୍ଚ ୨୦ ତାରିଖ)ରେ ଏକାସାଙ୍ଗରେ ୧,୧୭୪ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରି ଏବଂ ଏକ ବିଶାଳ ପାତ୍ରରେ ପରିବେଷଣ କରି ‘ବୃହତ୍ତମ ଫର୍ମେଣ୍ଟେଡ ରାଇସ (ପଖାଳ) ପରିବେଷଣ’ ପାଇଁ…
ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା ପାଇଁ ପ୍ରସ୍ତୁତି
ଭୁବନେଶ୍ୱର:୨୦/୩- ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଆସନ୍ତା ୨୬ ତାରିଖରେ ରଥଯାତ୍ରା ଓ ୩୦ ତାରିଖରେ ବାହୁଡ଼ା ଯାତ୍ରା…
ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି
ଭୁବନେଶ୍ୱର:୨୦/୩-ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଗ୍ୟାସ ଓ ତୈଲ ଯୋଗାଣ ବାଧାପ୍ରାପ୍ତ ହୋଇଛି। ରନ୍ଧନ ଗ୍ୟାସର ମୂଲ୍ୟବୃଦ୍ଧି ପରେ ଏହା ଉପରେ କଟକଣା ଯୋଗୁଁ ଏବେ ଗ୍ୟାସ ପାଇଁ ଲୋକେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଶୁକ୍ରବାର ଭାରତରେ ପେଟ୍ରୋଲ ମହଙ୍ଗା ହୋଇଛି। ପ୍ରିମିୟମ…



