ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତି ବିରୋଧରେ ବିଜେଡିର ରଣହୁଙ୍କାର
ବରଗଡ଼ରେ ବିରାଟ ଚାଷୀ ସମାବେଶ ୧୮ରେ ଭୁବନେଶ୍ୱର: ୮/୮-ରାଜ୍ୟରେ ବିଜେପି ସରକାରଙ୍କ ଗତ ୧୩ ମାସର ଶାସନ ସମୟରେ ଚାଷୀକୂଳର ସ୍ୱାର୍ଥକୁ ଅଣଦେଖା କରିଛନ୍ତି, ଯେଉଁଥିପାଇଁ ଚାଷୀ ଭାଇମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଓ ସରକାରଙ୍କ ଏହି ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼…
ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ
ଜନସାଧାରଣଙ୍କ ଅଂଶଗ୍ରହଣ ଓ ସମ୍ପୃକ୍ତିକୁ ପ୍ରୋତ୍ସାହିତ କରିବ :ବାଚସ୍ପତି ଭୁବନେଶ୍ୱର:୮/୮- ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ ଉନ୍ମୋଚିତ ହୋଇଯାଇଛି। ଏହି ୱେବସାଇଟକୁ ଉନ୍ମୋଚନ କରି ବାଚସ୍ପତି ସୁରମା ପାଢ଼ୀ କହିଥିଲେ, ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ ଓ ପାରଦର୍ଶିତା ଦିଗରେ ଆମ ଯାତ୍ରାର ଏକ…
ମାଧୁରୀ ଦୀକ୍ଷିତ ବର୍ଷକ ପାଇଁ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସାଡର
ହସ୍ତତନ୍ତ ମେଳା ‘ଏକତା’ ଉଦଘାଟିତ ମୁଁ ବୁଣାକାରଙ୍କ ହୃଦୟର ସ୍ପନ୍ଦନକୁ ଅନୁଭବ କରେ:ମାଧୁରୀ ଦୀକ୍ଷିତ ଭୁବନେଶ୍ୱର:7//8-ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦଘାଟନ କରି କହିଛନ୍ତି,…
ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ଘଟଣା
ଗୃହ ବିଭାଗ ଅସୁସ୍ଥ, ମୁଖ୍ୟମନ୍ତ୍ରୀ ଅସହାୟ:ବିଜେଡି -ପିସିସି ଗଠନ କଲା ଅନୁଧ୍ୟାନ କମିଟି ଭୁବନେଶ୍ୱର:୬/୮-ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ସହ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ପ୍ରସଙ୍ଗ ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ଆଜି କେନ୍ଦ୍ରାପଡ଼ା ଜିଲ୍ଲା…
ଦୁର୍ନୀତିରୁ ଦୂରରେ ରହିବାକୁ ଅଧିକାରୀଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ
-ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀ -ବନୀକରଣରେ ଫଳ, ପୁଷ୍ପ ପ୍ରଦାନକାରୀ ବୃକ୍ଷରୋପଣ କରାଯାଉ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:5/8- ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା ଲୋକଙ୍କୁ ଫଳ, ପୁଷ୍ପ ପ୍ରଦାନ କରୁଥିବା ସହିତ ଛାୟା ପ୍ରଦାନ କରିପାରିବ। ତେବେ ଯାଇ ଲୋକମାନେ ଏସବୁ…
ଶୋଭନା ମହାନ୍ତି ମହିଳା ଆୟୋଗ ଏବଂ ବବିତା ପାତ୍ର ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା
ଭୁବନେଶ୍ୱର:5/8-ଶୋଭନା ମହାନ୍ତି ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ବବିତା ପାତ୍ରଙ୍କୁ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତ ଦିଆଯାଇଛି। କାର୍ଯ୍ୟରେ ଯୋଗ ଦେବା ଦିନଠାରୁ ୩ ବର୍ଷ ପର୍ଯ୍ୟନ୍ତ ବା ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଯେଉଁଟି ଆଗ…
୧୧ଟି ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ବିଜ୍ଞପ୍ତି ଜାରି
ଭୁବନେଶ୍ୱର:୪/୮- ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଗୋଟି ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି I ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ, ନୟାଗଡ଼ ଓ କେନ୍ଦ୍ରାପଡା ଜିଲାରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲା ଜଜ ( ଭିଜିଲାନ୍ସ…
ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ
-ପ୍ରତ୍ୟେକ ବିଦ୍ୟାଳୟ ପାଇଁ ଖର୍ଚ୍ଚ ହେବ ସର୍ବାଧିକ ୭ କୋଟି ଟଙ୍କା -ଗ୍ରାମ ପଞ୍ଚାୟତର ମୁଖ୍ୟାଳୟରେ ନିର୍ମାଣ କରାଯିବ -ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବ -ଦୁର୍ଗମ ଅଂଚଳରେ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ଯାନବାହାନ ଯୋଗାଇ ଦିଆଯିବ -ଶିକ୍ଷକ ନିଯୁକ୍ତି ପାଇଁ ଉନ୍ନତ ଚୟନ…
ମୁଖ୍ୟମନ୍ତ୍ରୀଙ୍କ ସଭାରେ ସାମ୍ବାଦିକଙ୍କୁ ମାଡ଼
-ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଆକ୍ରମଣ ନିନ୍ଦନୀୟ: ବିଜେଡି -ଆଇନ ମନ୍ତ୍ରୀଙ୍କ ସହଯୋଗୀଙ୍କ ଦ୍ୱାରା ‘ଧରିତ୍ରୀ’ ସାମ୍ବାଦିକଙ୍କ ଉପରେ ଆକ୍ରମଣ -ପୋଲିସ୍ ଉପସ୍ଥିତିରେ ‘ଓଡ଼ିଶା ଭାସ୍କର’ ସାମ୍ବାଦିକଙ୍କୁ ଆକ୍ରମଣ -ରାଜ୍ୟରେ ନାରୀଙ୍କ ପରେ ଏବେ ସାମ୍ବାଦିକ ଅସୁରକ୍ଷିତ ଭୁବନେଶ୍ୱର:୨/୮-ରାଜ୍ୟରେ ଦିନକୁ ଦିନ…


