ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା
ଭୁବନେଶ୍ୱର:18/7-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ…
ଓଡ଼ିଶା ବନ୍ଦ ସଫଳ ପାଇଁ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଲେ କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ
ବିଚାର ବିଭାଗ ତଦନ୍ତ ନ ହେବା ଯାଏଁ ଆନ୍ଦୋଳନ ଜାରି ରହିବ: ମିଳିତ ବିରୋଧୀ ଦଳ ଭୁବନେଶ୍ୱର:୧୭/୭- ଓଡ଼ିଶା ବନ୍ଦକୁ ସଫଳ କରିଥିବାରୁ ରାଜ୍ୟର ଜନସାଧାରଣଙ୍କୁ କଂଗ୍ରେସ ସହିତ ଆଠଟି ବିରୋଧୀ ରାଜନୈତିକ ଦଳ କୃତଜ୍ଞତା ଜଣାଇଛନ୍ତି। ମିଳିତ ବିରୋଧୀ ଦଳ ପକ୍ଷରୁ କୁହାଯାଇଛି ଯେ ଏହି ବନ୍ଦକୁ ସମ୍ପୂର୍ଣ୍ଣ…
ସୌମ୍ୟାଶ୍ରୀ ଆତ୍ମାହୂତି ଘଟଣାରେ ବିଜେଡିର ଲୋକସେବା ଭଵନ ଘେରାଉ
ସରକାରଙ୍କ ନିର୍ଦ୍ଦେଶରେ ଆନ୍ଦୋଳନକାରୀଙ୍କ ଉପରେ ଆକ୍ରମଣ: ବିଜେଡି ଭୁବନେଶ୍ୱର:୧୬/୭-ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମହୁତି ଘଟଣାରେ, ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ହୋଇଥିବା ଲୋକସେବା ଭବନ ଘେରାଉ କାର୍ଯ୍ୟକ୍ରମ ଉପରେ ପୋଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡି ଦୃଢ଼ ନିନ୍ଦା କରିବ ସହିତ ରାଜ୍ୟ…
ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ରାଷ୍ଟ୍ରପତିଙ୍କ ଯୋଗଦାନ
କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ ଭୁବନେଶ୍ୱର:15/7-ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କଟକ ଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ…
ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି
ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି ଅଟ୍ଟାଳିକାର ପୁନର୍ବିକାଶ ଲାଗି କଲେ ଶିଳାନ୍ୟାସ ଭୁବନେଶ୍ୱର:15/7- ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମଙ୍ଗଳବାର କଟକଠାରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇଛନ୍ତି। ସମାରୋହରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି, ଏହି…
ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସୌମ୍ୟାଶ୍ରୀ
ଭୁବନେଶ୍ୱର:15/7-ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଛନ୍ତି ବାଲେଶ୍ୱର ଫକୀର ମୋହନ କଲେଜର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଆତ୍ମାହୁତି ଉଦ୍ୟମ କରିଥିବା ସୌମ୍ୟାଶ୍ରୀଙ୍କ ଶରୀରର 95 ପ୍ରତିଶତ ଜଳି ଯାଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଶନିବାର ଦିନ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି…
ଗତ ୧୨ ବର୍ଷ ମଧ୍ୟରେ ଏମ୍ସ ରାଜ୍ୟ ତଥା ରାଜ୍ୟ ବାହାରର ଲୋକଙ୍କ ହୃଦୟ ଜିତି ପାରିଛି
ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଭୁବନେଶ୍ୱର:14/7-ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସୋମବାର ଏମ୍ସର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିଛନ୍ତି। ସମାରୋହରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ, ଗତ ୧୨ ବର୍ଷ ମଧ୍ୟରେ ଏମ୍ସ ଭୁବନେଶ୍ୱର ଉଲ୍ଲେଖନୀୟ ପ୍ରଗତି ହାସଲ କରିବା…
ନ୍ୟାୟିକ ତଦନ୍ତ ଦାବି କଲେ ମିଳିତ ବିରୋଧୀ ଦଳ
-ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା -ଲୋକସେବା ଭବନ ଆଗରେ ଗଣ ବିକ୍ଷୋଭ ୧୮ରେ -ବିଧାୟକ, ସାଂସଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ, ଅଧ୍ୟକ୍ଷଙ୍କୁ ଗିରଫ କରାଯାଉ ଭୁବନେଶ୍ବର, ୧୪/୭- ବାଲେଶ୍ୱର ଫକୀରମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପ୍ରସଙ୍ଗରେ କଂଗ୍ରେସ ଓ…
ଶାନ୍ତିଲତା ଦେବୀଙ୍କ ‘ଦିବ୍ୟଲୀଳା’ ପୁସ୍ତକ ଲୋକାର୍ପିତ
ଖୋର୍ଦ୍ଧା-୧୩/୦୭- ବିଶିଷ୍ଟ ସାହିତ୍ୟିକା ଶାନ୍ତିଲତା ଦେବୀଙ୍କ ପୁସ୍ତକ ‘ଦିବ୍ୟଲୀଳା’ ଆଜି ବିଡ଼ିଏ କଲୋନୀ ଗାୟତ୍ରୀ ମନ୍ଦିର ପରିସରରେ ଉନ୍ମୋଚିତ ହୋଇଯାଇଛି । ତ୍ରିନାଥ ଚରଣ କଳା ସାହିତ୍ୟ ସଂସଦ ପକ୍ଷରୁ ବିଶିଷ୍ଟ ଐତିହାସିକ ସତ୍ୟବାଦୀ ବଳିଆରସିଂହଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମର୍ଯ୍ୟାଦା ପୁରୁଷ…


