SUB INSPECTOR OF EXCISE NABBED BY VIGILANCE
Bhubaneswar:17/6-Amarendra Satapathy, Sub Inspector (SI) of Excise, In- charge of Tangi Excise Station, Dist-Khordha has been apprehended by Odisha Vigilance while demanding and taking bribe amount of Rs. 8,000/- from a licenced liquor vendor…
ପାଞ୍ଚଟି ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି
ଭୁବନେଶ୍ୱର:16/6- ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା…
ଓଡ଼ିଶା ରାଜ୍ୟ ଅର୍ଥ କମିଶନର ୱେବସାଇଟ୍ ଉନ୍ମୋଚିତ
ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଓ ସଦସ୍ୟଙ୍କ ସୌଜନ୍ୟମୂଳକ ସାକ୍ଷାତ ଭୁବନେଶ୍ୱର:16/6-ଷଷ୍ଠ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ପଣ୍ଡା, ସଦସ୍ୟ ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପ୍ରଫେସର ଅମରେଶ ସାମନ୍ତରାୟ, ଡକ୍ଟର ବିଭୁ ପ୍ରସାଦ ନାୟକ, କମିଶନର ସଦସ୍ୟ ସଚିବ ଡକ୍ଟର…
ନ୍ୟାୟ ବିଳମ୍ବିତ
୧୨ ବର୍ଷ ହେଲା ପଦୋନ୍ନତି ନାହିଁ, ୯ ବର୍ଷ ହେଲା ମିଳିନି ଆରଏସିପି ବର୍ଦ୍ଧିତ ଅର୍ଥ ଭୁବନେଶ୍ୱର:୧୪/୬–ନ୍ୟାୟକୁ ଅପେକ୍ଷା କରି ଇତିମଧ୍ୟରେ ଅନେକ କର୍ମଚାରୀଙ୍କର ପରଲୋକ ଘଟିଲାଣି। ସଂଖ୍ୟାଧିକ ଅବସର ନେଲେଣି। କିନ୍ତୁ ସରକାରୀ ବ୍ୟବସ୍ଥାରେ ନ୍ୟାୟ ବିଳମ୍ବିତ ହେବାରେ ଲାଗିଛି। ପ୍ରଶାସନିକ ଅଧିକାରୀଙ୍କ…
ମହିଳାଙ୍କୁ ସୁରକ୍ଷା ଓ ସମ୍ମାନ ପ୍ରଦାନରେ ବିଜେପି ସରକାର ବିଫଳ: ବିଜେଡି
-ବିଜେଡିର ମହିଳା ଜନ ଜାଗରଣ କାର୍ଯ୍ୟକ୍ରମ -ଏକବର୍ଷରେ ଦୁଷ୍କର୍ମ, ଅପହରଣ, ହତ୍ୟାରେ ଅହେତୁକ ବୃଦ୍ଧି -ସୁଭଦ୍ରାରେ ଦିନକୁ ୨୭ ଟଙ୍କା ଦେଇ ମହିଳାଙ୍କ ସ୍ୱାଭିମାନଙ୍କୁ ଉପହାସ କରିଛନ୍ତି ସରକାର ଭୁବନେଶ୍ୱର:୧୩/୦୬-ରାଜ୍ୟରେ ଗତ ଏକ ବର୍ଷରେ ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନରେ ସରକାରଙ୍କ ବିଫଳତାକୁ ନେଇ…
ନାରୀଙ୍କୁ ସମ୍ମାନ ଦେବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ମୁଖ୍ୟମନ୍ତ୍ରୀ
ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଭୁବନେଶ୍ୱର:୧୩/୬- ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…
ମାଲକାନଗିରି ପୁଲିସକୁ ବଡ ସଫଳତା, ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ
ଭୁବନେଶ୍ୱର:୧୩/୬- ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୁଲିସକୁ ଆଜି ଏକ ବଡ ସଫଳତା ମିଳିଛି । ପୁଲିସ ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ। ମାଓବାଦୀ କେସା କୱାସିର ଘର ଛତିଶଗଡ଼ର ବସ୍ତର ଜିଲ୍ଲା ଦରବା…
ରାଜ୍ୟସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ
୩୧୪ ଟି ବ୍ଲକ, ୧୧୫ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ୫ଟି ମହାନଗର ନିଗମରେ ଗଡ଼ିଲା ସ୍ୱତନ୍ତ୍ର ‘ବିକାଶ ବାହନ’ ଭୁବନେଶ୍ୱର:12/6- ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ, ସ୍ଥାନୀୟ…
ଭୁବନେଶ୍ୱରରୁ ବିଶାଖାପାଟଣା ଏବଂ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ
ଭୁବନେଶ୍ୱର:12/6- ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରରୁ ଆବୁଧାବିକୁ ଏହି ବିମାନ ସେବା ଇଣ୍ଡିଗୋ ଏୟାର ଲାଇନ୍ସ ଜରିଆରେ ଆରମ୍ଭ…
ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଦୁର୍ନୀତିରେ ଭର୍ତ୍ତି: କଂଗ୍ରେସ
ଭୁବନେଶ୍ୱର:୧୨/୬- ଓଡ଼ିଶାରେ ୨୪ ବର୍ଷର ବିଜେଡ଼ି ସରକାରର ପତନ ହୋଇଛି, ମୋହନ ସରକାର ୧ବର୍ଷ ପୂରଣ କରିଛି କିନ୍ତୁ ବ୍ୟବସ୍ଥାରେ ପରିବର୍ତ୍ତନ ହୋଇନାହିଁ । ପ୍ରତିଶ୍ରୁତିରେ ପୋତି ପକାଇଥିବା ରାଜ୍ୟରେ ମୋହନ ସରକାରଙ୍କ ବର୍ଷପୂର୍ତ୍ତି ପ୍ରତାରଣାର ପ୍ରତିଛବି ପାଲଟିଛି ଏବଂ ଏହା ରାଜ୍ୟ ଶାସନରେ ପ୍ରତିଫଳିତ ହୋଇଛି।…


