କବି ଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଜୟଦେବ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଜୟଦେବ ଭବନ ଠାରେ ଗୀତଗୋବିନ୍ଦର ରଚୟିତା କବି ଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଭକ୍ତିପୂତ ସମ୍ମାନ…
୫୧ ଲକ୍ଷ ଚାଷୀଙ୍କୁ ମିଳିଲା ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ସହାୟତା ରାଶି
ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ-୨୦୨୫ ଭୁବନେଶ୍ୱର:30/4 – ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ୱିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି…
ଶ୍ରମିକଙ୍କ ସର୍ବନିମ୍ନ ମଜୁରିରେ ୧୦ ଟଙ୍କା ବଢ଼ିଲା
ଭୁବନେଶ୍ୱର:29/4-ଶ୍ରମିକଙ୍କ ସର୍ବନିମ୍ନ ମଜୁରିରେ ୧୦ ଟଙ୍କା ବଢ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମି ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଆଜି ମଞ୍ଜୁରୀ ମିଳିଛି। ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକମାନଙ୍କର…
ଖେଳ, ମନୋରଞ୍ଜନ ମାଧ୍ୟମରେ ଶିକ୍ଷା
-ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’ -NCERT ଦ୍ୱାରା ପ୍ରସ୍ତୁତ ଏହି କିଟ୍କୁ ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ, ଖର୍ଚ୍ଚ ହେବ ୯୦ କୋଟି ଭୁବନେଶ୍ୱର:29/4-ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲାମାନଙ୍କ ପାଇଁ…
ବରିଷ୍ଠ ସାମ୍ବାଦିକ ସ୍ଵର୍ଗତ ରତିକାନ୍ତ ମହାନ୍ତିଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ରାମ ମନ୍ଦିର ପରିସରରେ ବରିଷ୍ଠ ସାମ୍ବାଦିକ ସ୍ଵର୍ଗତ ରତିକାନ୍ତ ମହାନ୍ତିଙ୍କ ଦ୍ଵାଦଶାହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ…
ମଧୁସୂଦନ ଥିଲେ ଓଡ଼ିଶାର ପ୍ରଥମ ସ୍ୱପ୍ନଦ୍ରଷ୍ଟା
ମଧୁବାବୁଙ୍କ ଜନ୍ମପୀଠର ବିକାଶ ପାଇଁ ଅଧିକ ଅର୍ଥର ବ୍ୟବସ୍ଥା କରାଯିବ, ଉତ୍କଳ ଟ୍ୟାନେରୀ ସ୍ମୃତିରେ ଏକ କୀର୍ତ୍ତିସ୍ତମ୍ଭ ସ୍ଥାପନ କରାଯିବ ଭୁବନେଶ୍ୱର: 28/4 ମଧୁବାବୁ ଥିଲେ ଓଡ଼ିଶାର ପ୍ରଥମ ସ୍ୱପ୍ନଦ୍ରଷ୍ଟା, ଯିଏ ଓଡ଼ିଆ ଜାତିର ଅସ୍ମିତା ଓ ସ୍ୱାଭିମାନକୁ ଜାଗ୍ରତ କରିଥିଲେ। ମଧୁବାବୁଙ୍କ ଦେହାବସାନ ପରେ…
ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ
-ଓଡ଼ିଶାରେ ସମବାୟର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆରମ୍ଭ -୯,୫୩୭ ଜମାକାରୀ ପାଇବେ ୨୦.୯୬ କୋଟି -ପ୍ରଥମ ଦିନରେ ୧୧୭ ଜମାକାରୀଙ୍କ ୨.୮୦ କୋଟି ଟଙ୍କା ଫେରସ୍ତ ହେଲା -ଢେଙ୍କାନାଳ, ଛତ୍ରପୁର, ଆସ୍କା, ଭଞ୍ଜନଗର ସହରର ଜମାକାରୀଙ୍କ ଅର୍ଥ ମଧ୍ୟ ଫେରସ୍ତ କରାଯିବ ରାଜ୍ୟର…
ସାମ୍ବାଦିକ ସ୍ୱର୍ଗତ ରତିକାନ୍ତ ମହାନ୍ତିଙ୍କ ପ୍ରତି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ୨୬/୪- ପରଲୋକ ଘଟିଥିବା ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ପ୍ରତି ଶନିବାର ଦିନ ବହୁ ପ୍ରତିଷ୍ଠିତ ରାଜନେତା, ଖବରକାଗଜ ସମ୍ପାଦକ, ସାମ୍ବାଦିକ ଓ ସମାଜର ବିଭିନ୍ନ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ ସ୍ମୃତି ସଭାରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଛନ୍ତି।ଭୁବନେଶ୍ୱର ସ୍ଥିତ ଗୀତ…
ଭୁବନେଶ୍ୱରରେ ୱାର୍ଡ ଅଫିସରଙ୍କ ସମନ୍ୱୟ ଅଭାବରୁ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରୁ ନାହାନ୍ତି ଅନେକ ମହିଳା – ଉପ ମୁଖ୍ୟମନ୍ତ୍ରୀ
-ଗଣମାଧ୍ୟମର ତତ୍ପରତା ପାଇଁ ଓଡ଼ିଶାର ଏକ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କ ପାଖରେ ସୁଭଦ୍ରା ପହଞ୍ଚି ପାରିଛି -ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମକୁ ଧନ୍ୟବାଦ ଦେଲେ ପ୍ରଭାତୀ ଭୁବନେଶ୍ୱର, ତା୨୫/୦୪-ସୁଭଦ୍ରା ଯୋଜନା ଉପରେ ଭୁବନେଶ୍ୱରରେ ଆୟୋଜିତ ଗଣମାଧ୍ୟମ ସହ ଆଲୋଚନା କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ…
ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ୱିଗୁଣିତ
କନେଷ୍ଟବଳ, ହାବିଲଦାର ଓ ସିପାହୀ ମାନଙ୍କ ‘ଏକ୍ଷ୍ଟ୍ରା ଡ୍ୟୁଟି ପ୍ରୋତ୍ସାହନ ରାଶି’ରେ ମଧ୍ୟ ବୃଦ୍ଧି ଭୁବନେଶ୍ୱର:୨୪/୪-ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ…



