ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ
ଭୁବନେଶ୍ୱର:17/4-ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତିଗଣ ଶ୍ରଦ୍ଧାଞ୍ଜଳି ଅର୍ପଣ…
ଚାରି ହଜାର ୧୭୩ କୋଟି ଟଙ୍କା ବ୍ୟୟରେ ପ୍ରାୟ ୧୫୪ କିଲୋମିଟର ଦୀର୍ଘ ୧୯ଟି ସଡ଼କ ପ୍ରକଳ୍ପର ଶୁଭାରମ୍ଭ କଲେ ଗଡ଼କରୀ
-୮୪୫ କୋଟିରେ ଦୁଇଟି ସଡ଼କ ପ୍ରକଳ୍ପର ଲୋକାର୍ପଣ, ୧୭ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଭୂମିପୂଜନ -ଓଡ଼ିଶା ପାଇଁ ୯୦୨୩ କୋଟି ଟଙ୍କାର ୧୩ ଟି ପ୍ରକଳ୍ପ ମଞ୍ଜୁର -ଶିଳ୍ପ ପ୍ରକଳ୍ପ ଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ବିଶ୍ୱସ୍ତରୀୟ ଭିତ୍ତିଭୂମି ନିର୍ମାଣ କରାଯିବ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୭ ଏପ୍ରିଲ- ଡବଲ…
ଲୋକଙ୍କ ମୁଖ୍ୟ ସେବକ ଭାବେ କାମ କରିବାର ପ୍ରେରଣା ମୁଁ ସଂଘରୁ ପାଇଛି – ମୁଖ୍ୟମନ୍ତ୍ରୀ
ଉତ୍କଳ ବିପନ୍ନ ସହାୟତା ସମିତି ବାର୍ଷିକ ଉତ୍ସବ ସମାରୋହ ଭୁବନେଶ୍ୱର:୧୬/୪-ପ୍ରାକୃତିକ ଦୁର୍ବିପାକ ହଉ କିମ୍ବା ଅପାତକାଳୀନ ପରିସ୍ଥିତି, ସବୁ ସମୟରେ ବିପନ୍ନ ଓଡିଶାବାସୀଙ୍କ ପାଖରେ ଉତ୍କଳ ବିପନ୍ନ ସହାୟତା ସମିତି ଆଗ ପହଂଚିଛି ଓ ୪୩ ବର୍ଷର ଏହି ଯାତ୍ରାରେ ସାଧାରଣ, ଗରିବ ଓ ଅସହାୟ ଜନତାଙ୍କୁ ବିଭିନ୍ନ…
ଉପ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ଜାଳିଦେଲେ ବିଜୁଙ୍କ ପ୍ରତିମୂର୍ତ୍ତି
ଭୁବନେଶ୍ୱର:15/4- ଜନନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କର ପ୍ରତିମୂର୍ତ୍ତିକୁ କେହି ଦୁବୃର୍ତ୍ତ ନିଆଁ ଲଗାଇ ଜାଳି ଦେଇଛି। ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସର ଦୁଇ ଦିନ ପୂର୍ବରୁ ଏଭଳି ଘଟଣାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ବିଜେଡି ରାଜ୍ୟବ୍ୟାପୀ ଏହାର…
ବୋର୍ଡ ଅଫ୍ ପ୍ରାକ୍ଟିକାଲ ଟ୍ରେନିଂ ଓ ସେକ୍ଟର ସ୍କିଲ କାଉନସିଲ ଅଫ୍ ଇଣ୍ଡିଆ ସହ ଉଚ୍ଚଶିକ୍ଷା ବିଭାଗର ବୁଝାମଣା ପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର: 15/4- ବୋର୍ଡ ଅଫ୍ ପ୍ରାକ୍ଟିକାଲ ଟ୍ରେନିଂ (ବିଓପିଟି) (BOPT- Board of Practical Training) ଏବଂ ବିଏଫ୍ଏସ୍ଆଇ ସେକ୍ଟର ସ୍କିଲ କାଉନସିଲ ଅଫ୍ ଇଣ୍ଡିଆ, ମୁମ୍ବାଇ (BFSI Sector Skill Council Of India, Mumbai) ସହ ଆଜି ଉଚ୍ଚଶିକ୍ଷା ବିଭାଗର ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି।…
ଓଡ଼ିଆ ନବବର୍ଷରେ ମେୟରଙ୍କୁ କବିତା ବହି ଉପହାର
ଭୁବନେଶ୍ଵର,14/4 ରାଜ୍ୟ ବ୍ୟାପି ଓଡ଼ିଆ ନବବର୍ଷ ଧୁମ୍ ଧାମରେ ପାଳନ କରାଯାଉଛି। ନିଜ ନିଜର ପାଳନକୁ କିଏ କେତେ ପ୍ରକାରେ ଲୋକଲୋଚନକୁ ଆଣୁଛନ୍ତି। ଏହି ଅବସରରେ ନିଜ ଲେଖନୀ ନିସୃତ ଦୁଇଟି କବିତା ବହିକୁ ମେୟର ସୁଲୋଚନା ଦାସଙ୍କୁ ଉପହାର ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ଓ କବି ରବିପ୍ରିୟ ଦାଶ । ତାଙ୍କର…
ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍ – ୨୦୨୫
ଭୁବନେଶ୍ୱର: ୧୪/୪- ଓଡ଼ିଶା ପୋଲିସ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମ ହକି କଂପ୍ଲେକ୍ସରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍ – ୨୦୨୫ ସୋମବାର ଖେଳାଯାଇଥିବା ପ୍ରଥମ ସେମି ଫାଇନାଲ ମ୍ୟାଚ ଉତ୍ତର ପ୍ରଦେଶ ଓ ସିଆରପିଏଫ( ମହିଳା ) ପୋଲିସ ମଧ୍ୟରେ ହୋଇଥିଲା। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚରେ…
ଶୀଘ୍ର ଆରମ୍ଭ ହେବ ବି.ଏଡ/ ଏମ.ଏଡ /ବି.ଏଚ.ଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା
ଭୁବନେଶ୍ୱର:୧୪ ଏପ୍ରିଲ-ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବି.ଏଡ/ ଏମ.ଏଡ /ବି.ଏଚ.ଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏହିକ୍ରମରେ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକ ଶ୍ରେଣୀ…
ପୋଲିସ ହକି ଚାମ୍ପିଅନସିପ
ଭୁବନେଶ୍ୱର:୧୨./୪-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ ତ୍ରିପୁରା ପୋଲିସ ଦଳ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ମଧ୍ୟପ୍ରଦେଶ, ତ୍ରିପୁରା ପୋଲିସ ଦଳଠାରୁ ୩-୨ ଗୋଲ ବ୍ୟବଧାନରେ ବିଜୟଲାଭ କରିଥିଲା। ଦ୍ୱିତୀୟ ମ୍ୟାଚ ମହିଳା ବିଭାଗରେ…
ଆରମ୍ଭ ହେଲା ଆୟୁଷ୍ମାନ ଭାରତ
ଓଡିଶା ବିକାଶ ଇତିହାସରେ ଯୋଡିହେଲା ନୂଆ ଅଧ୍ୟାୟ ଭୁବନେଶ୍ୱର:11/4-ଓଡିଶା ବିକାଶ ଇତିହାସରେ ଯୋଡିହୋଇଛି ଏକ ନୂଆ ଫର୍ଦ୍ଦ। ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର…



