ବୀମାଭୁକ୍ତ ଚାଷୀଙ୍କ ପାଇଁ ଫସଲ କ୍ଷତି ସୂଚନା ଦେବା ସମୟ ଅବଧି ବୃଦ୍ଧି
ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀକୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ ଭୁବନେଶ୍ୱର:30/12/2024-ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି। ଏ ସମ୍ପର୍କରେ…
ଚାଷୀଙ୍କୁ ମିଳିଲା ଆଶ୍ଵାସନା
ସବୁ କ୍ଷତିଗ୍ରସ୍ତଙ୍କୁ ନିଶ୍ଚୟ ମିଳିବ ସହାୟତା ଭୁବନେଶ୍ୱର:29/12/2024- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଘଟିଥିବା ଅଦିନିଆ ବର୍ଷା ଜନିତ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ ପାଇଁ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ଗସ୍ତ କରି ସବୁ କ୍ଷତିଗ୍ରସ୍ତ ଚାଷୀଙ୍କୁ ନିଶ୍ଚୟ ସହାୟତା ମିଳିବ ବୋଲି ଆଶ୍ଵାସନା…
ନିୟମ ଅନୁଯାୟୀ କ୍ଷତିଗ୍ରସ୍ତ ସମସ୍ତ ଚାଷୀଙ୍କୁ ମିଳିବ ସହାୟତା
ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ଭୁବନେଶ୍ୱର:28/12/2024 ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗତ ୨୦ ତାରିଖରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି…
ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଆଇନ ଆୟୋଗ ଗଠିତ
ଭୁବନେଶ୍ୱର:27/12/2024-ରାଜ୍ୟ ସରକାର ଆଜି ଓଡ଼ିଶା ଆଇନ ଆୟୋଗର ପୁନର୍ଗଠନ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଆଇନ ଆୟୋଗ ଗଠିତ ହୋଇଛି। ଆଇନ ଆୟୋଗ ସଦସ୍ୟ ଭାବେ ଓଡ଼ିଶା ହାଇକୋର୍ଟର ଦୁଇଜଣ ବରିଷ୍ଠ ଆଡଭୋକେଟ ସୂର୍ଯ୍ୟପ୍ରକାଶ ମିଶ୍ର ଓ…
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ
ଭୁବନେଶ୍ୱର:26/12/2024-ଭାରତବର୍ଷର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ପରଲୋକ ଘଟିଛି। ୯୨ ବର୍ଷରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉଦ୍ବେଗଜନକ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ରାତି ୯.୫୧ ମିନିଟରେ ତାଙ୍କର ଦେହାନ୍ତ ହୋଇଛି…
ବିଜେଡି ଓଡ଼ିଶାକୁ ଏକ ସମୃଦ୍ଧ ଓ ସଶକ୍ତ ରାଜ୍ୟର ପରିଚୟ ଦେଇଛି
ଭୁବନେଶ୍ୱର:26/12/2024- ଓଡ଼ିଶାବାସୀଙ୍କ ଭାବନା ସହ ବିଜେଡି ଯୋଡି ହୋଇ ରହିଛି। ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ଦଳ ଓଡ଼ିଶାବାସୀଙ୍କ ସେବା କରି ଚାଲିବ। ଏକ ସଶକ୍ତ ଆଞ୍ଚଳିକ ଦଳ ଭାବେ ରାଜ୍ୟର ସ୍ୱାର୍ଥ ସୁରକ୍ଷା ତଥା କେନ୍ଦ୍ର ଅବିଚାର ବିରୋଧରେ ବିଜେଡିର ଲଢ଼େଇ ଜାରି ରଖିବ। ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା…
Chief Minister has assigned responsibilities
Bhubaneswar:26/12/2024- Chief Minister Shri Mohan Charan Majhi has assigned responsibilities of different districts to Deputy Chief Ministers and Ministers. The DCMs and the Ministers are designated as Prabhari Mantri ( ପ୍ରଭାରୀ…
ଅଦିନିଆ ବର୍ଷା ଜନିତ ଫସଲହାନିକୁ ନେଇ ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ୱର: ୨୬/୧୨/୨୦୨୪- ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ଅଦିନିଆ ବର୍ଷା ଜନିତ ଫସଲହାନିକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଥିଲେ । ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଆଭାସି ମାଧ୍ୟମରେ ଯୋଗଦେଇଥିଲେ। ବୈଠକରେ ଶ୍ରୀ ଆହୁଜା ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା…
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ 2025ର କ୍ୟାଲେଣ୍ଡର ଲୋକାର୍ପିତ
ଭୁବନେଶ୍ୱର: 26/12/2024 ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ 2025 ଇଂରାଜୀ ନୂଆବର୍ଷ ପାଇଁ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି। ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ…
ଦେଶାତ୍ମବୋଧ କବିତା ପାଠୋତ୍ସବ
ଭାରତରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ଅବସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦେଶାତ୍ମବୋଧ କବିତା…


