ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଘାଟିତ
ଭୁବନେଶ୍ୱର:6/12/2024-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପୁସ୍ତକମେଳା ଆସନ୍ତା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ…
୮୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ
ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ – ଧର୍ମେନ୍ଦ୍ର ପ୍ରଧାନ -ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ ଭୁବନେଶ୍ୱର : 6/12/2024- ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ମୋ ସରକାର ଏକ ଉତ୍ତରଦାୟୀ ସରକାର-ମୁଖ୍ୟମନ୍ତ୍ରୀ
ବିଧାନସଭାରେ ଓଡିଶା ସାର୍ବଜନୀନ ପରୀକ୍ଷା ( ଅନୁଚିତ ସାଧନର ନିବାରଣ) ବିଧେୟକ, ୨୦୨୪ ଉପସ୍ଥାପିତ ଏ ସରକାର ସ୍ଵଚ୍ଛତା, ସାଧୁତା, ନିରପେକ୍ଷତା ଏବଂ ସମାନତାରେ ବିଶ୍ୱାସ କରେ ଭୁବନେଶ୍ୱର: ୬ ଡିସେମ୍ବର ୨୦୨୪- ଗୃହରେ ବାଚସ୍ପତିଙ୍କୁ ସମ୍ବୋଧନ କରି ବିଧେୟକ ଉପରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଥିଲେ,…
ସାମ୍ବାଦିକଙ୍କ ବୀମା ଅର୍ଥ ବୃଦ୍ଧି ଏବଂ ପେନସନ୍ ଲାଗୁ ନେଇ ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର
ଭୁବନେଶ୍ୱର 5/12/2024-ଭାରତବର୍ଷର ଅନେକ ରାଜ୍ୟ ସାମ୍ବାଦିକମାନଙ୍କ ସାମାଜିକ ସୁରକ୍ଷାକୁ ଗୁରୁତ୍ୱ ଦେଇ ପେନସନ୍ ପ୍ରଦାନ ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି । ଓଡ଼ିଶାରେ ଏ ପର୍ଯ୍ୟନ୍ତ ଏହା ଲାଗୁ କରାଯାଇ ପାରିନାହିଁ।ରାଜ୍ୟର ମୁଦ୍ରିତ, ବୌଦ୍ୟୁତିକ ଏବଂ ୱେବ ମିଡିଆରେ କାର୍ଯ୍ୟ କରିଥିବା ୫୮ ବର୍ଷରୁ…
ଭୁବନେଶ୍ୱରଠାରେ ନ୍ୟାୟିକ ଅଦାଲତ ପରିସରକୁ ଉଦଘାଟନ କଲେ ରାଷ୍ଟ୍ରପତି
ଠିକ୍ ସମୟରେ ନ୍ୟାୟ ନ ମିଳିବା ଅନ୍ୟାୟ ସହିତ ସମାନ ଭୁବନେଶ୍ୱର: ୫ ଡିସେମ୍ବର ୨୦୨୪-ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରଠାରେ ନୂତନ ନ୍ୟାୟିକ ଅଦାଲତ ପରିସରକୁ ଉଦଘାଟନ କରିଛନ୍ତି। ଆୟୋଜିତ ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଠିକ୍ ସମୟରେ ନ୍ୟାୟ ନମିଳିବା ଅନ୍ୟାୟ ସହିତ ସମାନ। ବିଚାର ପ୍ରକ୍ରିୟା…
President had Darshan and performed Puja at Shree Jagannath Temple
President Droupadi Murmu had Darshan and performed Puja at Shree Jagannath Temple, Puri. She prayed to Lord Jagannath for the well-being and prosperity of all.
କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍
ଭୁବନେଶ୍ୱର, (୪/୧୨): ଆସନ୍ତା ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଅନୁଷ୍ଠିତ ହେବ। ପାଞ୍ଚ ଦିନ ଧରି ହେବାକୁ ଥିବା ଏହି ପ୍ରତିଯୋଗିତାରେ ପ୍ରାୟ ୨୦୦୦ କ୍ରୀଡ଼ାବିତ ଭାଗ ନେଉଥିବାର ସୂଚନା ମିଳିଛି। ହରିୟାଣାରୁ ସର୍ବାଧିକ…
ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ରାଷ୍ଟ୍ରପତି
ଆୟୁର୍ବେଦ କ୍ଷେତ୍ରରେ ଅସ୍ପର୍ଶ ହୋଇ ରହିଥିବା ଦିଗ ଉପରେ ଗବେଷଣା ଆବଶ୍ୟକ ଭୁବନେଶ୍ୱର :4/12/2024-ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀଠାରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେଇଥିଲେ । ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ, ବର୍ତ୍ତମାନ ବିଜ୍ଞାନ ଓ…
ପୁରୀରେ ଆୟୋଜିତ ନୌସେନା ଦିବସ ସମାରୋହରେ ରାଷ୍ଟ୍ରପତି
-ନାରୀ ଶକ୍ତିକୁ ସୁଯୋଗ ପ୍ରଦାନ କରିବାରେ ନୌସେନାର ଅଗ୍ରଣୀ ପ୍ରୟାସକୁ ପ୍ରଶଂସା -ଭାରତ ଏକ ଦୃଢ଼ ସାମୁଦ୍ରିକ ରାଷ୍ଟ୍ର ପାଲଟିଛି ଭୁବନେଶ୍ୱର: 4/12/2024- ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପୁରୀ ବେଳାଭୂମିରେ ନୌସେନା ଦିବସ ସମାରୋହରେ ଯୋଗ ଦେବା ସହିତ ଭାରତୀୟ ନୌସେନା ଦ୍ୱାରା ଆୟୋଜିତ ସମରକୌଶଳ…
ରାୟଗଡ଼ା ରେଳ ମଣ୍ଡଳକୁ ମଞ୍ଜୁରୀ, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣେଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:3/12/2024-ପ୍ରସ୍ତାବିତ ରାୟଗଡ଼ା ରେଳ ମଣ୍ଡଳକୁ ମୋଦୀ ସରକାର ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି I ସୂଚନାଯୋଗ୍ୟ ଯେ ଏହି ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ୧୦୭ କୋଟି ଟଙ୍କାର ଟେଣ୍ଡର…



