ଏସୀୟ ଟେବୁଲ୍ ଟେନିସ ଚମ୍ପିୟାନସିପ ପାଇଁ ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଉଦଘାଟନ
ଭୁବନେଶ୍ୱର:୬/୧୦-ଚଳିତ ମାସ ୧୧ ତାରିଖରୁ ୧୫ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ହେବ ୨୮ତମ ଏସୀୟ ଟେବୁଲ୍ ଟେନିସ୍ ଟିମ୍ ଚାମ୍ପିଅନସିପ୍ । ଏନେଇ କଳିଙ୍ଗ ଷ୍ଟାଡିୟମର ଇଣ୍ଡୋର୍ ଆଥେଲେଟ୍ସିକ ସେଣ୍ଟରଠାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ଵାର ଟ୍ରଫି ଅନାବରଣ ଓ ଟ୍ରଫି…
ସର୍ବ ଭାରତୀୟ ଟେନିସରେ ଶଶାଙ୍କ ଶେଖର ରଥଙ୍କୁ ତ୍ରିମୁକୁଟ
ଭୁବନେଶ୍ୱର:18/8-ବାଙ୍ଗାଲୋରରେ ଅଗଷ୍ଟ ୧୫ ରୁ ୧୭ ପର୍ଯ୍ୟନ୍ତ ଚାଲିଥିବା ସର୍ବଭାରତୀୟ ଇଣ୍ଡିପେଣ୍ଡେନ୍ସ୍ କପ୍ ଟେନିସ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶାର ଶଶାଙ୍କ ଶେଖର ରଥ ତିନୋଟି ଭାଗରେ ଯଥା ୬୫ ବର୍ଷ ସିଙ୍ଗଲ୍ସ, ୬୫ ବର୍ଷ ଡଵଲ୍ସ ଏବଂ ୫୫ ଵର୍ଷ ଡଵଲ୍ସରେ ଚମ୍ପିୟାନ ହଵାର ଗୈାରବ ଲାଭ କରିଛନ୍ତି। ଏହି ସର୍ବଭାରତୀୟ…
ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍ – ୨୦୨୫
ଭୁବନେଶ୍ୱର: ୧୪/୪- ଓଡ଼ିଶା ପୋଲିସ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମ ହକି କଂପ୍ଲେକ୍ସରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚମ୍ପିଆନସିପ୍ – ୨୦୨୫ ସୋମବାର ଖେଳାଯାଇଥିବା ପ୍ରଥମ ସେମି ଫାଇନାଲ ମ୍ୟାଚ ଉତ୍ତର ପ୍ରଦେଶ ଓ ସିଆରପିଏଫ( ମହିଳା ) ପୋଲିସ ମଧ୍ୟରେ ହୋଇଥିଲା। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚରେ…
ପୋଲିସ ହକି ଚାମ୍ପିଅନସିପ
ଭୁବନେଶ୍ୱର:୧୨./୪-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପର ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ ତ୍ରିପୁରା ପୋଲିସ ଦଳ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ମଧ୍ୟପ୍ରଦେଶ, ତ୍ରିପୁରା ପୋଲିସ ଦଳଠାରୁ ୩-୨ ଗୋଲ ବ୍ୟବଧାନରେ ବିଜୟଲାଭ କରିଥିଲା। ଦ୍ୱିତୀୟ ମ୍ୟାଚ ମହିଳା ବିଭାଗରେ…
ଦେଶ ନିର୍ମାଣରେ କ୍ରୀଡ଼ାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି–ରାଜ୍ୟପାଳ
ତୃତୀୟ ଜାତୀୟସ୍ତରୀୟ ଏକଲ ଖେଳକୁଦ ସମାରୋହ ଭୁବନେଶ୍ୱର: ୮/୨- ଦେଶ ନିର୍ମାଣରେ କ୍ରୀଡ଼ାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ତୃତୀୟ ଜାତୀୟସ୍ତରୀୟ ଏକଲ ଖେଳକୁଦ ମହୋତ୍ସବକୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିବା ଅବସରରେ ରାଜ୍ୟପାଳ ଡ.…
ଓଡିଶାର ଯୁବ ବ୍ୟାଡମିଣ୍ଟନ ଖେଳାଳିଙ୍କ ପାଇଁ ସୃଷ୍ଟି ହେଲା ଯୁଗାନ୍ତକାରୀ ସୁଯୋଗ
କଳିଙ୍ଗ ଷ୍ଟାଡିଅମରେ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟିତ ଆଗାମୀ ଦିନରେ ବ୍ୟାଡମିଣ୍ଟନ ଜଗତରେ ଓଡିଶା ବିଶ୍ୱ ମଞ୍ଚରେ ପରିଚିତ ହେବ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:12.12.2024-ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭାରତ ଗୋପୀଚନ୍ଦ ଓଡିଶା ବ୍ୟାଡମିଣ୍ଟନ ହାଇ…




