Heartfelt Reflections: Journeys of Love,
Loss & Renewal
Discover thoughtful writing that speaks to the heart ❤️ stories that inspire growth,
celebrate connection, and remind us of the beauty in change.
Discover Trending Topics
-
ବଡ଼ ମେଡ଼ିକାଲରେ ହେବ ୧୭ ମହଲା ପାର୍କିଂ
-ରାଜ୍ୟର ୭ଟି ମେଡିକାଲ କଲେଜ କ୍ୟାମ୍ପସରେ -ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ ଭୁବନେଶ୍ୱର:୨୩/୧୨-ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହି ଅବସରରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ(ବଡ଼ ମେଡ଼ିକାଲ) କଲେଜର…
By
📆
-
ଆଦିବାସୀ ଗ୍ରାମର ପୂଜକଙ୍କୁ ଭତ୍ତା,ପୂଜାସ୍ଥଳୀର ବିକାଶ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଅ-ମୁଖ୍ୟମନ୍ତ୍ରୀ
ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଭୁବନେଶ୍ୱର:୨୩/୧୨- ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ। ବୈଠକରେ ପ୍ରାରମ୍ଭିକ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ…
By
📆
-
ଚାନ୍ଦବାଲି ଦୁଷ୍କର୍ମ ଘଟଣାରେ ମନମୋହନ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ -କଂଗ୍ରେସ
-୧୦ ମାସ ହେଲା ଚାନ୍ଦବାଲି ଏସଡିପିଓ ପଦବୀ ଖାଲି -ଏକ ନିଲଠା ଅଲାଜୁୁକ ସରକାରଙ୍କ ଶାସନ ଚାଲିଛି ଭୁବନେଶ୍ୱର :୨୪/୧୨-ଚାନ୍ଦବାଲିରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଏବଂ ହତ୍ୟା ଉପରେ କଂଗ୍ରେସ ସରକାରଙ୍କୁ ତୀବ୍ର ସମାଲେଚନା କରିଛି। ପୂର୍ବତନ ସାଂସଦ ଅନନ୍ତ…
By
📆
-
ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ସହାୟତା ଘୋଷଣା
ଭୁବନେଶ୍ୱର:୨୪/୧୨-ଭଦ୍ରକ ଜିଲ୍ଲା ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି। ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ…
By
📆
-
ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ପ୍ରସଙ୍ଗ,ଜନସ୍ୱାର୍ଥ ମାମଲା ହାଇକୋର୍ଟରେ ଖାରଜ
ଭୁବନେଶ୍ୱର:୨୪/୧୨-ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ପ୍ରସଙ୍ଗରେ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଆବେଦନଟି ଅପରିପକ୍ୱ ଥିବା ଦର୍ଶାଇବା ସହ ଏହା ଏଭଳି ସ୍ଥିତିରେ ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ କହିଛନ୍ତି। ଆଗତ ଜନସ୍ୱାର୍ଥ ମାମଲାର…
By
📆
-
ମାସେ ଘୁଞ୍ଚିଲା ପ୍ରଦୂଷଣ ପ୍ରମାଣପତ୍ର କଟକଣା
ଭୁବନେଶ୍ୱର:୨୪/୧୨-ମାସେ ଘୁଞ୍ଚିଲା ପ୍ରଦୂଷଣ ପ୍ରମାଣପତ୍ର କଟକଣା। ବୈଧ ପ୍ରମାଣପତ୍ର ନ ଥିଲେ ଯାନବାହାନକୁ ତେଲ ମନା ନିଷ୍ପତ୍ତି ଫେବୃଆରୀ ପହିଲା ପର୍ଯ୍ୟନ୍ତ ଘୁଞ୍ଚା ଯାଇଛି। ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ କଟକଣା ସମୟ ଅବଧି ବଢ଼ାଯାଇଛି । ପୂର୍ବରୁ ଜାନୁଆରୀ ପହିଲାରୁ…
By
📆
-
ଖୋର୍ଦ୍ଧା ହେବ ସମୃଦ୍ଧ ଓଡିଶାର ଏକ ନମ୍ବର ଜିଲ୍ଲା – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୨୫/୧୨- ଖୋର୍ଦ୍ଧା ମହୋତ୍ସବ ୨୦୨୫ ଆଜି ଏକ ଉତ୍ସବ କିମ୍ବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଞ୍ଚ ହୋଇ ରହିନି, ଏହା ଆଜି ପାଲଟିଛି ବିକାଶର ମଞ୍ଚ, ଏହା କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୧୬ କୋଟି…
By
📆
-
ଏସ୍.ଓ.ଜି ଚନ୍ଦକାରେ ନୂତନ ପ୍ରଶିକ୍ଷଣ ଓ ବ୍ରିଫିଙ୍ଗ ଏବଂ ଅତ୍ୟାଧୁନିକ ଆତଙ୍କବାଦ ବିରୋଧୀ ପ୍ରଶିକ୍ଷଣ କେନ୍ଦ୍ର
ଚଳିତ ମାସରୁ ଏସଓଜି ଯବାନ ଓ ଅଧିକାରୀଙ୍କ ରିସ୍କ ଆଲାଉନ୍ସ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ଭୁବନେଶ୍ୱର:୨୫/୧୨-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ.ଓ.ଜି ଚନ୍ଦକାର ନୂତନ ପ୍ରଶିକ୍ଷଣ ଓ ବ୍ରିଫିଂ କେନ୍ଦ୍ର ଉଦଘାଟନ କରିଛନ୍ତି। ଏଥିରେ ଏକା ସମୟରେ ୪୦୦…
By
📆
-
ସ୍ୱର୍ଗତ ବାଜପେୟୀ ଥିଲେ ରାଜନୈତିକ ନୀତି ଓ ଆଦର୍ଶରଶ୍ରେଷ୍ଠ ବ୍ରାଣ୍ଡ ଆମ୍ବାସଡର-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୨୫/୧୨- ବାଜପେୟୀଜୀଙ୍କ ସୁଶାସନର ମନ୍ତ୍ର ଏବଂ ମୋଦୀଜୀଙ୍କ ପ୍ରଶାସନିକ ସଂସ୍କାରକୁ ପାଥେୟ କରି ଆମ ୧୮ ମାସର ସରକାର ଓଡିଶାର ସାଢେ ଚାରି କୋଟି ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟରତ ରହିଛି ବୋଲି ଆଜି ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ…
By
📆
-
ରାଜ୍ୟ ଯୁବ ମହୋତ୍ସବ
ଭୁବନେଶ୍ୱର:୨୫/୧୨- ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ‘ରାଜ୍ୟ ଯୁବ ମହୋତ୍ସବ ୨୦୨୫’ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ମହୋତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ଓଡ଼ିଶାର ଯୁବ ସମାଜ ମଧ୍ୟରେ ଉତ୍ସାହ, ସୃଜନଶୀଳତା…
By
📆
-
ବରପୁତ୍ରଙ୍କ ବାସଗୃହ ହେବ ସଂଗ୍ରହାଳୟ
ଭୁବନେଶ୍ୱର:୨୫/୧୨-ଓଡ଼ିଶାର ବରପୁତ୍ର ତଥା ସ୍ୱାଧୀନତା ସେନାନୀଙ୍କ ସ୍ମୃତି ଉଜ୍ଜୀବିତ କରି ରଖିବା ପାଇଁ ସରକାର ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା ଆରମ୍ଭ କରିବେ। ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାରେ ହେବାକୁ ଥିବା ଏହି ପ୍ରକଳ୍ପ ପାଇଁ ସଂଶୋଧିତ ନିର୍ଦେଶନାମା ଜାରି…
By
📆
-
ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ବିଜେଡି ଓଡିଶାବାସୀଙ୍କ ସ୍ୱର ହୋଇ ରହିବ-ନବୀନ ପଟ୍ଟନାୟକ
-ଓଡିଶାକୁ ବିଜେଡି ସରକାର ନୂଆ ପରିଚୟ ଦେଇଛି -ରାଜ୍ୟରେ ଏକ ସରକାର ଥିବା ପରି ଅନୁଭବ ହେଉ ନାହିଁ ଭୁବନେଶ୍ୱର /୨୬/୧୨- ଶଙ୍ଖ ଭବନରେ ବିଜୁ ଜନତା ଦଳ ୨୯ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି।ଏହି ଅବସରରେ ଉପସ୍ଥିତ…
By
📆
-
ଓଡ଼ିଶାର ସଂସ୍କୃତିକୁ ବିଶ୍ୱବିଦିତ କରିଛି ଓଡ଼ିଶୀ ନୃତ୍ୟ
ଭୁବନେଶ୍ୱର:୨୬/୧୨-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଡିସେମ୍ବର ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପ ଠାରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଆଜି…
By
📆
-
ପଣ୍ଡିତ ରଘୁନାଥ ମୁର୍ମୁ ଥିଲେ ସାନ୍ତାଳୀ ଅସ୍ମିତାର ପ୍ରତୀକ:ମୁଖ୍ୟମନ୍ତ୍ରୀ
ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବ ଭୁବନେଶ୍ୱର:୨୭/୧୨-ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୀବନ କେବଳ ଜଣେ ବ୍ୟକ୍ତି ଭାବେ ନୁହେଁ, ସେ ଏକ ଆନ୍ଦୋଳନ, ଏକ ଚେତନା, ଏକ ଅନୁଷ୍ଠାନ ଓ ସଂସ୍କୃତିର ଅଭିଜ୍ଞାନ। ସେ ଜଣେ ଏମିତି ଯୁଗପୁରୁଷ ଥିଲେ, ଯିଏ…
By
📆
-
ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଧାନର ଅଭାବୀ ବିକ୍ରି:କଂଗ୍ରେସ
ଭୁବନେଶ୍ୱର:୨୯/୧୨- ବତ୍ତର୍ମାନର ବିଜେପି ଡବଲ ଇଞ୍ଜିନ ସରକାର ମଣ୍ଡି ଭିତ୍ତିଭୂମି ସୁଦୃଢ଼ ହେବା ସହ ସୁବ୍ୟବସ୍ଥିତ ଢଙ୍ଗରେ ଧାନ କ୍ରୟ କଥା କହିବାରେ ଲାଗିଛନ୍ତି। ସେହିପରି ଚାଷୀଙ୍କୁ ଉପଯୁକ୍ତ ପ୍ରାପ୍ୟ ଦିଆଯାଉଛି ବୋଲି ଡିଣ୍ଡିମ ପିଟୁଥିବା ସରକାର, ମିଲର ଓ ପ୍ରଶାସନର…
By
📆
-
ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟରକୁ ବିରୋଧ
ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର ଭୁବନେଶ୍ୱର:୩୧/୧୨-ଟାଟା ପାୱାର ବିରୋଧରେ ଓଡ଼ିଶା ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । ଅତିରିକ୍ତ ସୁରକ୍ଷା ଜମା ଓ ସ୍ମାର୍ଟ ମିଟର ବସାଇବା ପ୍ରସ୍ତାବକୁ ବିରୋଧ କରି ଏହି ମମାଲା କରାଯାଇଛି । ଏହକୁ ତୁରନ୍ତ…
By
📆
About

Alex Peregrine
Reflective Blogger
I build frontend experiences while exploring technology, business, and wellness, sharing insights that inspire innovation, growth, and balance.
📍New York, USA
Work Experience
Velora Labs
Frontend Developer
2021-present
Luxora Digital
Web Developer
2019-2021
Averion Studio
Support Specialist
2017-2019
Available for Hire
Best Place to Work
Featured Posts
Technologies

Figma
Collaborate and design interfaces in real-time.

Notion
Organize, track, and collaborate on projects easily.

DaVinci Resolve 20
Professional video and graphic editing tool.

Illustrator
Create precise vector graphics and illustrations.

Photoshop
Professional image and graphic editing tool.




