Heartfelt Reflections: Journeys of Love,
Loss & Renewal
Discover thoughtful writing that speaks to the heart ❤️ stories that inspire growth,
celebrate connection, and remind us of the beauty in change.
Discover Trending Topics
-
ଇଲେକ୍ଟ୍ରିକ ବସ୍ ଚାଳନା ତାଲିମ ପାଇଁ ପୁଣେ ଗଲେ ୨୦ ମହିଳା ଡ୍ରାଇଭର
ଭୁବନେଶ୍ୱର: ୩୧/୧- ସହରାଞ୍ଚଳ ପରିବହନରେ ମହିଳାମାନଙ୍କ ସହଭାଗିତା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଓଡ଼ିଶା ସରକାରଙ୍କ ପ୍ରମୁଖ ଏବଂ ସବୁଠାରୁ ନିର୍ଭରଯୋଗ୍ୟ ଜନ ପରିବହନ ବ୍ୟବସ୍ଥା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ଏହାର ‘ଆମ ବସ୍’ ସେବା ପାଇଁ ମହିଳା ଡ୍ରାଇଭରମାନଙ୍କୁ ସାମିଲ…
By
📆
-
୫୩ ଲକ୍ଷ ୪୭ ହଜାର ୩୧୫ କୋଟି ଟଙ୍କାର ବଜେଟ ଉପସ୍ଥାପିତ
ଭୁବନେଶ୍ୱର:୧/୨-ନବମଥର ପାଇଁ ଅଥର୍ମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ସେ ୨୦୪୭ ବିକଶିତ ଭାରତ ଉପରେ ଫୋକସ କରିଥିବା ବେଳ ମୋଟ ୫୩,୪୭,୩୧୫ କୋଟି ଟଙ୍କାର ବଜେଟକୁ ସାର୍ବଜନୀନ କରିଛନ୍ତି। ରେଳ ବିଭାଗକୁ ରେକର୍ଡ…
By
📆
-
ଅରୁଣ କୁମାର ସାହୁଙ୍କ ପୁସ୍ତକ ‘ପୀଡ଼ା’ ଓ ସଙ୍ଗୀତ ‘ଶୀତୁଆ ସନ୍ଧ୍ୟା’ ଲୋକାର୍ପିତ
ଭୁବନେଶ୍ୱର: ୨/୨ – ଭୁବନେଶ୍ୱରସ୍ଥିତ ଉତ୍କଳ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି ସାହିତ୍ୟ ଓ ସଙ୍ଗୀତର ଯୁଗଳବନ୍ଦୀ କାର୍ଯ୍ୟକ୍ରମ। ବରିଷ୍ଠ ରାଜନେତା ତଥା ବିଧାୟକ ଡଃ ଅରୁଣ କୁମାର ସାହୁଙ୍କ ରଚିତ ଜୀବନଧର୍ମୀ ପୁସ୍ତକ ପୀଡ଼ା ଓ ସୁଗମ ସଙ୍ଗୀତ ଶୀତୁଆ…
By
📆
-
ମା’ ତାରା ତାରିଣୀଙ୍କ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ
-୨୦୧ ଦମ୍ପତ୍ତିଙ୍କ ସାମୁହିକ ବିବାହ ସମ୍ପନ୍ନ -କନ୍ୟାଦାନ କଲେ ମୁଖ୍ୟମନ୍ତ୍ରୀ -ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ଭଗବାନଙ୍କ ଆଶୀର୍ବାଦ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୩/୨-ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସାଧାରଣ ଜନମଙ୍ଗଳକାରୀ ଯୋଜନା ନୁହେଁ, ଏହା ସାମାଜିକ ସୁରକ୍ଷାକୁ ମଜବୁତ…
By
📆
-
ଓଡ଼ିଆ ଅସ୍ମିତାର ଯୁଗ ପୁରୁଷ ଥିଲେ ମଧୁବାବୁ
-ସେ ଥିଲେ ପ୍ରଗତି ପୁରୁଷ ଭୁବନେଶ୍ୱର: ୪/୨-ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୀବନ ଥିଲା ଏକ ଜୀବନ୍ତ ଇତିହାସ । ଭାଷାଭିତ୍ତିରେ ସ୍ୱତନ୍ତ୍ର ଓଡ଼ିଶା ଗଠନର ପୁରୋଧା ମଧୁବାବୁ ଥିଲେ ଓଡ଼ିଆ ଜାତିର ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ ଓ ପ୍ରଗତି ପୁରୁଷ। ତାଙ୍କର…
By
📆
-
ଶ୍ୱେତଗଙ୍ଗାରେ ପିଣ୍ଡଦାନ କରି ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର:୪/୨-ଶ୍ରୀକ୍ଷେତ୍ର ପୁରୀରେ ପହଞ୍ôଚ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ୱେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। କନ ମହାପ୍ରଭୁଙ୍କୁ ଦର୍ଶନ କରି ଗର୍ଭଗୃହରୁ ବାହାରିବା ପରେ ବାଇଶି ପାହାଚରେ କିଛି ସମୟ ବସିଥିଲେ। ମୁକ୍ତି ମଣ୍ଡପ ପଣ୍ଡିତଙ୍କ ଆଶୀର୍ବାଦ ନେଇ…
By
📆
-
ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା
-ରାଜ୍ୟର ସବୁ ତହସିଲରେ ଖୋଲିଲା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ -ଆମ ସାଥୀ ହ୍ୱାଟ୍ସଆପ ଚାଟବଟ ବ୍ୟବସ୍ଥାର ଲୋକାର୍ପିତ, ଉପଲବ୍ଧ ହେବ ଗୁରୁତ୍ୱପୂର୍ଣ୍ଣ ରାଜସ୍ୱ ସେବା ଭୁବନେଶ୍ୱର:୫/୨- ରାଜ୍ୟର ୧୭ଟି ଜିଲ୍ଲାର ୫୬ଟି ତହସିଲରେ ୫୭ଟି ନୂଆ ସବ ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ଉଦଘାଟିତ…
By
📆
-
ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ
ଭୁବନେଶ୍ୱର:୫/୨-ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସାରା ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯିବ। ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ଏପ୍ରିଲ ୧୪ ତାରିଖ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ଏହି ଓଡ଼ିଆ…
By
📆
-
୨୦୨୬-୨୭ ବଜେଟକୁ ଲୋକଙ୍କ ବଜେଟ ଭାବେ ପ୍ରସ୍ତୁତ କରାଯିବ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:୫/୨-ଜନସାଧାରଣଙ୍କ ଠାରୁ ସେମାନଙ୍କ ବହୁମୂଲ୍ୟ ମତାମତ ଆହ୍ୱାନ କରି ଅନୁଧ୍ୟାନ ଓ ତର୍ଜମା ପରେ ବଜେଟରେ ସ୍ଥାନିତ କରାଯାଉଛି। ଏହା ସବୁ ଦୃଷ୍ଟିରୁ ଲୋକଙ୍କ ବଜେଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପ୍ରାକ୍ ବଜେଟ ପରାମର୍ଶ ସଭା…
By
📆
-
PRESIDENT OF INDIA IN BLACK SWAN SUMMIT
-INDIA’S FINTECH STORY SHOULD BE REMEMBERED NOT ONLY AS A TALE OF TECHNOLOGY BUT ALSO AS THAT OF GENDER JUSTICE- DROUPADI MURMU -ENSURE THAT TECHNOLOGY BECOMES A TOOL FOR SOCIAL…
By
📆
-
ରାୟଗଡ଼ା ଓ କନ୍ଧମାଳରେ ୧୯ ମାଓବାଦୀଙ୍କ ଆତ୍ମସମର୍ପଣ
ଭୁବନେଶ୍ୱର:୬/୨-ଆସନ୍ତା ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପକୁ ସମୂଳେ ନିପାତ କରିବା ଦିଗରେ ଓଡ଼ିଶା ପୋଲିସ ଲକ୍ଷ୍ୟ ପୂରଣ ପାଇଁ ମାଓ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ମାଓ ବିରୋଧୀ ଅପରେସନକୁ ଅଧିକ ଜୋରଦାର ଓ ପ୍ରଭାବଶାଳୀ କରିଛି। ହିଂସାର ପଥ…
By
📆
-
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରିବାକୁ ଅଧିକାରୀଙ୍କୁ ମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର:୮/୨–ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସରକାରୀ ଅଧିକାରୀମାନଙ୍କ ପାଇଁ ଆୟୋଜିତ ହୋଇଥିବା ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସମାରୋହରେ ସଂସ୍କୃତି ମନ୍ତ୍ରୀ ମୁଖ୍ୟ ଅତିଥି…
By
📆
-
ଜାତୀୟସ୍ତରୀୟ ହସ୍ତତନ୍ତ ମେଳା
ଆମ ହସ୍ତତନ୍ତ ସ୍ୱଦେଶୀ, ସଂସ୍କୃତି ଓ ସମୃଦ୍ଧିର ପ୍ରତୀକ: ମନ୍ତ୍ରୀ -୨୨ ପର୍ଯ୍ୟନ୍ତ ଚାଲିବ ପ୍ରଦର୍ଶନୀ ଭୁବନେଶ୍ୱର, ୭/୨-ସ୍ଥାନୀୟ ୟୁନିଟ-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ୭ ତାରିଖରୁ ଆରମ୍ଭ ହୋଇଛି। ଏହି ମେଳାକୁ ଆନୁଷ୍ଠାନିକ ଭାବେ ହସ୍ତତନ୍ତ,…
By
📆
-
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ
ଏ ସମଗ୍ର ଅଞ୍ଚଳକୁ ବିକାଶ ଓ ସମୃଦ୍ଧିର ପ୍ରୟୋଗଶାଳା କରାଯିବ-ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୭/୨-ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ(ବିସିପିପିଇଆର) ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି…
By
📆
-
ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବୃଦ୍ଧି
ଭୁବନେଶ୍ୱର:୧୦/୨- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ୱଦେଇ ତଥା…
By
📆
About

Alex Peregrine
Reflective Blogger
I build frontend experiences while exploring technology, business, and wellness, sharing insights that inspire innovation, growth, and balance.
📍New York, USA
Work Experience
Velora Labs
Frontend Developer
2021-present
Luxora Digital
Web Developer
2019-2021
Averion Studio
Support Specialist
2017-2019
Available for Hire
Best Place to Work
Featured Posts
Technologies

Figma
Collaborate and design interfaces in real-time.

Notion
Organize, track, and collaborate on projects easily.

DaVinci Resolve 20
Professional video and graphic editing tool.

Illustrator
Create precise vector graphics and illustrations.

Photoshop
Professional image and graphic editing tool.




