Heartfelt Reflections: Journeys of Love,
Loss & Renewal
Discover thoughtful writing that speaks to the heart ❤️ stories that inspire growth,
celebrate connection, and remind us of the beauty in change.
Discover Trending Topics
-
କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ଚାରିଜଣ ଅଧିକାରୀ ନିଲମ୍ୱିତ
ଭୁବନେଶ୍ୱର:୧୮/୩- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କାର୍ଯ୍ୟରେ…
By
📆
-
କଳିଙ୍ଗ ଷ୍ଟାଡିୟମରେ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ଉଦ୍ଘାଟିତ
ଭୁବନେଶ୍ୱର:୧୮/୩- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ସମ୍ମାନଜନକ ୨୪ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ, ପାରାଲିମ୍ପିକ୍ସ କମିଟି ଅଫ ଇଣ୍ଡିଆ (ପିସିଆଇ) ଏବଂ ପାରା ସ୍ପୋର୍ଟସ ଆସୋସିଏସନ ଅଫ ଓଡ଼ିଶାର ମିଳିତ ଆନୁକୂଲ୍ୟରେ…
By
📆
-
ସ୍ପଷ୍ଟୀକରଣ ସହ ଦିଲ୍ଳୀରେ ଟ୍ରଷ୍ଟ ଗଠନକୁନବୀନଙ୍କ ସ୍ୱୀକାର
ଭାଣ୍ଡିଆ ହେଲେ କଜଳପାତିଆ ବିଜେଡି ବିଧାୟକ ପ୍ରମିଳା, ଗୌତମ ଭୁବନେଶ୍ୱର:୧୯/୩-ବିଜୁ-ନବୀନ ଇନସ୍ପିରେସନାଲ ଫାଉଣ୍ଡେସନ ଟ୍ରଷ୍ଟକୁ ନେଇ ରାଜ୍ୟ ରାଜନୀତି ସରଗରମ ହେବା ସହ ରାଜ୍ୟବ୍ୟାପୀ ଚର୍ଚ୍ଚା ଜୋର ଧରିଥିବା ବେଳେ ଶେଷରେ ଏହି ପ୍ରସଙ୍ଗକୁ ସ୍ୱୀକାର କରିଛନ୍ତି ବିଜେଡି ସଭାପତି ନବୀନ…
By
📆
-
ଗ୍ରୀଷ୍ଣ ସମୀକ୍ଷା
ହେବ ମଡେଲ କୁଲିଂ ସେଲଟର ବ୍ୟବସ୍ଥା ଭୁବନେଶ୍ୱର:୧୯/୩-ଆସନ୍ତା ଗ୍ରୀଷ୍ମଋତୁକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ଗ୍ରୀଷ୍ମ-ପ୍ରବାହ ପ୍ରସ୍ତୁତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ସମ୍ଭାବ୍ୟ ହିଟ୍ ୱେଭ ପରିସ୍ଥିତିର…
By
📆
-
ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି
ଭୁବନେଶ୍ୱର:୨୦/୩-ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଗ୍ୟାସ ଓ ତୈଲ ଯୋଗାଣ ବାଧାପ୍ରାପ୍ତ ହୋଇଛି। ରନ୍ଧନ ଗ୍ୟାସର ମୂଲ୍ୟବୃଦ୍ଧି ପରେ ଏହା ଉପରେ କଟକଣା ଯୋଗୁଁ ଏବେ ଗ୍ୟାସ ପାଇଁ ଲୋକେ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଶୁକ୍ରବାର ଭାରତରେ…
By
📆
-
ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା ପାଇଁ ପ୍ରସ୍ତୁତି
ଭୁବନେଶ୍ୱର:୨୦/୩- ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଆସନ୍ତା ୨୬ ତାରିଖରେ ରଥଯାତ୍ରା ଓ ୩୦ ତାରିଖରେ ବାହୁଡ଼ା…
By
📆
-
୧,୧୭୪ କିଲୋଗ୍ରାମର ‘ପଖାଳ’ ପରିବେଷଣ ପାଇଁ ଗିନିଜ ୱାର୍ଲ୍ଡ ରେକର୍ଡରେ ଓଡ଼ିଶା
ଭୁବନେଶ୍ୱର:୨୦/୩-ରାଜ୍ୟର ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ବିଶ୍ୱ ପଖାଳ ଦିବସ (ମାର୍ଚ୍ଚ ୨୦ ତାରିଖ)ରେ ଏକାସାଙ୍ଗରେ ୧,୧୭୪ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରି ଏବଂ ଏକ ବିଶାଳ ପାତ୍ରରେ ପରିବେଷଣ କରି ‘ବୃହତ୍ତମ ଫର୍ମେଣ୍ଟେଡ…
By
📆
-
କ୍ରସ୍ ଭୋଟିଂ ପାଇଁ ବିଜେଡିର ୬ ବିଧାୟକ ନିଲମ୍ବିତ
ଭୁବନେଶ୍ୱର: ୨୧/୩-ରାଜ୍ୟସଭା ନିର୍ବାଚନରେ ଦଳୀୟ ନିଷ୍ପତ୍ତି ବିରୋଧରେ ଯାଇଥିବା ବିଜେଡିର ୬ଜଣ ବିଧାୟକଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ ଚକ୍ରମଣି କହଁର, ନବ କିଶୋର ମଲ୍ଲିକ, ସୌଭିକ ବିଶ୍ୱାଳ, ସୁବାସିନୀ ଜେନା, ରମାକାନ୍ତ ଭୋଇ ଏବଂ ଦେବୀ ରଞ୍ଜନ ତ୍ରିପାଠୀ।…
By
📆
-
ଭୁବନେଶ୍ୱରରେ ହେବ ୩୭ଟି ନୂଆ ରାସ୍ତା
ଭୁବନେଶ୍ୱର:୨୧/୩-ଭୁବନେଶ୍ୱରରେ ସଡକପଥର ବିକାଶ ପାଇଁ ସରକାର ଯୋଜନା ହାତକୁ ନେଇଛନ୍ତି। ସହରରେ ୩୭ଟି ନୂଆ ରାସ୍ତା ତିଆରି ହେବ। ସହରର ଭିଡ଼ ଏବଂ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ…
By
📆
-
ବନ ସୁରକ୍ଷା ଓ ସବୁଜ ବଳୟ ସୃଷ୍ଟିରେ ଓଡିଶା ଦେଶର ଅଗ୍ରଣୀ ରାଜ୍ୟ
ଭୁବନେଶ୍ୱର:୨୧/୩- ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ। ଏହା ଆମ ଜୀବନ ଓ ଜୀବିକାର ଆଧାର ଅଟେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ କହିଛନ୍ତି। ଭବନ କନଭେନସନ…
By
📆
-
ବିଶ୍ୱ ଜଳ ଦିବସ-୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ
ଭୁବନେଶ୍ୱର:୨୨/୩-ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ସ୍ଥାନୀୟ ଲୋକ ସେବା ଭବନ କନଭେନସନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି।…
By
📆
-
ଜାତୀୟ ପାରା ଆଥଲେଟିକ ଚାମ୍ପିୟାନ ପୁରସ୍କୃତ
୫ ସ୍ୱର୍ଣ୍ଣ ସହିତ ୧୭ଟି ପଦକ ପାଇଲା ଓଡିଶା ଭୁବନେଶ୍ୱର:୨୨/୩୨୪ ତମ ଜାତୀୟ ପାରା ଆଥଲେଟିକ ଚାମ୍ପିୟାନସିପ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ ଠାରେ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସମସ୍ତ ବିଜେତା…
By
📆
-
ନୂତନ ନର୍ସିଙ୍ଗ ଏବଂ ରେଡିଓଗ୍ରାଫର ପଦବୀକୁ ଅନୁମୋଦନ
ଭୁବନେଶ୍ୱର:୨୪ /୩-ରାଜ୍ୟର ସ୍ୱାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ଦିଗରେ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତ। ସରକାର ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫରମାନଙ୍କ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହି ନିଯୁକ୍ତି ମାଧ୍ୟମରେ ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟ…
By
📆
-
ଅଫିସରଙ୍କୁ ନିର୍ଦେଶ
ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଏସଓପିର କଡ଼ା ଅନୁପାଳନ କର ଭୁବନେଶ୍ୱର:୨୪/୩- ଆସନ୍ନ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭାଗୀୟ ପ୍ରସ୍ତୁତି ଏବଂ ମାର୍ଗଦର୍ଶିକା ଉପରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ…
By
📆
-
ପ୍ରତି ପରିବାରରେ ପହଞ୍ଚିବ ପାଇପ ପାଣି
‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୨୪/୩- ଓଡିଶାରେ ଜଳ ଜୀବନ ମିଶନ ୨.୦ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ…
By
📆
-
ମଧ୍ୟପ୍ରାଚ୍ୟ ବିବାଦ-ରାଜ୍ୟ ଅର୍ଥନୀତିରେ ଏହାର ପ୍ରଭାବ ସଂପର୍କରେ ସମୀକ୍ଷା
ଭୁବନେଶ୍ୱର୨୪/୩-ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ବିବାଦ ଏବଂ ଏହାର ପ୍ରଭାବ ରାଜ୍ୟ ଅର୍ଥନୀତି ଉପରେ କିପରି ପଡ଼ୁଛି ସେ ସଂପର୍କରେ ସ୍ଥିତି ସମୀକ୍ଷା ଓ ନିରୀକ୍ଷଣ ପାଇଁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ…
By
📆
About

Alex Peregrine
Reflective Blogger
I build frontend experiences while exploring technology, business, and wellness, sharing insights that inspire innovation, growth, and balance.
📍New York, USA
Work Experience
Velora Labs
Frontend Developer
2021-present
Luxora Digital
Web Developer
2019-2021
Averion Studio
Support Specialist
2017-2019
Available for Hire
Best Place to Work
Featured Posts
Technologies

Figma
Collaborate and design interfaces in real-time.

Notion
Organize, track, and collaborate on projects easily.

DaVinci Resolve 20
Professional video and graphic editing tool.

Illustrator
Create precise vector graphics and illustrations.

Photoshop
Professional image and graphic editing tool.




