Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ଗ୍ରୀଷ୍ଣ ସମୀକ୍ଷା

    ହେବ ମଡେଲ କୁଲିଂ ସେଲଟର ବ୍ୟବସ୍ଥା ଭୁବନେଶ୍ୱର:୧୯/୩-ଆସନ୍ତା ଗ୍ରୀଷ୍ମଋତୁକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ଗ୍ରୀଷ୍ମ-ପ୍ରବାହ ପ୍ରସ୍ତୁତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ସମ୍ଭାବ୍ୟ ହିଟ୍ ୱେଭ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ଏବଂ ପୂର୍ବ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ପୂଜାରୀ…

    , ,

    📆

  • ସ୍ପଷ୍ଟୀକରଣ ସହ ଦିଲ୍ଳୀରେ ଟ୍ରଷ୍ଟ ଗଠନକୁନବୀନଙ୍କ ସ୍ୱୀକାର

    ଭାଣ୍ଡିଆ ହେଲେ କଜଳପାତିଆ ବିଜେଡି ବିଧାୟକ ପ୍ରମିଳା, ଗୌତମ ଭୁବନେଶ୍ୱର:୧୯/୩-ବିଜୁ-ନବୀନ ଇନସ୍ପିରେସନାଲ ଫାଉଣ୍ଡେସନ ଟ୍ରଷ୍ଟକୁ ନେଇ ରାଜ୍ୟ ରାଜନୀତି ସରଗରମ ହେବା ସହ ରାଜ୍ୟବ୍ୟାପୀ ଚର୍ଚ୍ଚା ଜୋର ଧରିଥିବା ବେଳେ ଶେଷରେ ଏହି ପ୍ରସଙ୍ଗକୁ ସ୍ୱୀକାର କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି ଏହା ଏକ ଦାତବ୍ୟ ଟ୍ରଷ୍ଟ ଯାହାକୁ ସେ ନିଜେ ଗଢ଼ିଛନ୍ତି। ସେ କହିଛନ୍ତି, ମୁଁ ଗୁରୁତର ହୋଇ ଅସ୍ତ୍ରୋପଚାର ପାଇଁ ମୁମ୍ବଇ ଯିବା…

    , ,

    📆

  • କଳିଙ୍ଗ ଷ୍ଟାଡିୟମରେ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ଉଦ୍‌ଘାଟିତ

    ଭୁବନେଶ୍ୱର:୧୮/୩- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ସମ୍ମାନଜନକ ୨୪ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ, ପାରାଲିମ୍ପିକ୍ସ କମିଟି ଅଫ ଇଣ୍ଡିଆ (ପିସିଆଇ) ଏବଂ ପାରା ସ୍ପୋର୍ଟସ ଆସୋସିଏସନ ଅଫ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମହାକୁମ୍ଭ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। କ୍ରୀଡ଼ା ଓ ଯୁବସେବା ବିଭାଗ ମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରତିଯୋଗିତାକୁ ଆନୁଷ୍ଠାନିକ…

    , ,

    📆

  • କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ଚାରିଜଣ ଅଧିକାରୀ ନିଲମ୍ୱିତ

    ଭୁବନେଶ୍ୱର:୧୮/୩- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଚାରିଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି। ସେମାନେ ହେଲେ କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା, କଟକ ସର୍କଲର…

    , ,

    📆

  • ରଥଯାତ୍ରା ପାଇଁ ବିଭିନ୍ନ ବିଭାଗର ପ୍ରସ୍ତୁତି ଓ ଅଗ୍ରଗତି ଉପରେ ସମୀକ୍ଷା

    ଭୁବନେଶ୍ୱର: ୧୭/୩-ଆଗାମୀ ଜୁନମାସରେ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଦୃଷ୍ଟିରେ ରଖି ଆବଶ୍ୟକ ପ୍ରସ୍ତୁତି ଏବଂ ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ୩ୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ଗତ ଜାନୁଆରୀ ୧୩ ତାରିଖରେ ପ୍ରଥମ ବୈଠକ ଓ ଫେବୃଆରୀ ୧୭ ତାରିଖରେ ୨ୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକର ନିଷ୍ପତ୍ତି କେତେଦୂର କାର୍ଯ୍ୟକାରୀ ହୋଇଛି ସେ ସଂପର୍କେ ସମୀକ୍ଷା କରାଯାଇଥିଲା।…

    , ,

    📆

  • ଓଡ଼ିଶା ଦିବସ ପାଳନ ପାଇଁ ସରକାରଙ୍କ ସଜବାଜ

    -ନୂଆଦିଲ୍ଲୀ ସମେତ ରାଜ୍ୟ, ଜିଲ୍ଲା ଓ ଉପଖଣ୍ଡ ସ୍ତରରେ ପାଳନ କରାଯିବ -ଜୟଦେବ ଭବନରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ଉତ୍ସବ -ଉତ୍ସବକୁ ଆକର୍ଷଣୀୟ ଓ ଆନନ୍ଦ ଉଲ୍ଲାସର ସହ ପାଳନ କରିବା ପାଇଁ ପରାମର୍ଶ -ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ଓଡ଼ିଆ ପକ୍ଷ   ଭୁବନେଶ୍ୱର: ୧୭/୩- ଓଡ଼ିଶା ଦିବସ ୨୦୨୬ ପାଳନ ଉପଲକ୍ଷେ ମୁଖ୍ୟ…

    , ,

    📆

  • ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟଙ୍କ ପ୍ରମାଣପତ୍ର ଗ୍ରହଣ

    ଭୁବନେଶ୍ୱର:୧୬/୩-ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ନିର୍ବାଚିତ ହେବାର ପ୍ରମାଣପତ୍ର ଗ୍ରହଣ କରୁଛନ୍ତି।

    , ,

    📆

  • ରାଜ୍ୟସଭା ନିର୍ବାଚନ

    ଭୁବନେଶ୍ୱର:୧୬/୩- ବିଜୟୀ ରାଜ୍ୟସଭା ପ୍ରାର୍ଥୀ ମନମୋହନ ସାମଲ, ଦିଲ୍ଲୀପ ରାୟ ଓ ସୁଜିତ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବିଧାନସଭା କକ୍ଷରେ ଅଭିନନ୍ଦନ ଜଣାଉଛନ୍ତି। ଶଙ୍ଖ ଭବନରେ ଦଳୀୟ କର୍ମକର୍ତ୍ତାଙ୍କ ଗହଣରେ ନବ ନିର୍ବାଚିତ ରାଜ୍ୟସଭା ସାଂସଦ ସଂତୃକ୍ତ ମିଶ୍ର 

    , ,

    📆

  • ବଡ଼ ମେଡିକାଲରେ ଅଗ୍ନିକାଣ୍ଡ,୧୦ ରୋଗୀଙ୍କ ମୃତ୍ୟୁ

    ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଭୁବନେଶ୍ୱର:୧୬/୩-କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। କିଛି ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଆଶୁ ଚିକିତ୍ସା ବିଭାଗର ଟ୍ରମା କେୟାର ଆଇସିୟୁରେ ୧୫ ତାରିଖ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ରାତି ପ୍ରାୟ ତିନିଟା ବେଳେ ପ୍ରଥମ ମହଲାରେ ହଠାତ ନିଆଁ ଲାଗି ଯାଇଥିଲା। ଖବର ପାଇ ବଡ ମେଡିକାଲର ଦମକଳ ବାହିନୀ ତୁରନ୍ତ ଘଟଣାସ୍ଥଳକୁ…

    , ,

    📆

  • ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

      ଭୁବନେଶ୍ୱର:୧୫/୩- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝୁଛନ୍ତି।

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.