Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ମାସେହେଲା ଖୋଳି ପକେଇଦେଲେ, କାମ ହେଉନି

    ମାସେ ହେଲା ଖୋଳା ହେଇ ପଡିଛି ରାଜଧାନୀରେ ଥିବା ଓଇଆରସି କାର୍ଯ୍ୟାଳୟ ଏବଂ ପାଖ କଲୋନୀକୁ ଯାଇଥିବା ରାସ୍ତା, ଲୋକେ ନାହିଁ ନଥିବା ଦୁର୍ଦଶା ଭୋଗୁଛନ୍ତି

    📆

  • ଫଳକରେ ରାସ୍ତା

    ଶୈଳଶ୍ରୀ ବିହାର ୱାର୍ଡ ନମ୍ବର -7 ରେ 2022 ସ୍ୱାୟତ୍ତ ଶାସନ ଦିବସରୁ ରାସ୍ତା ଓ ନାଳର ଉନ୍ନତିକରଣ ପାଇଁ ଫଳକ ଲାଗିଛି ହେଲେ କାମ ଘର ଶୂନ୍ୟ ।

    📆

  • ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ‘ଓଡ଼ିଶା ରାଜ୍ୟ ଦିବସ ସମାରୋହ’

    ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଅଗ୍ରସର ହେଉଛନ୍ତି ରାଜ୍ୟ ସରକାର – ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ: ୨୨ ନଭେମ୍ବର ୨୦୨୪-ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମଞ୍ଚରେ ‘ଓଡ଼ିଶା ରାଜ୍ୟ ଦିବସ ସମାରୋହ’ ଆୟୋଜିତ ହୋଇଯାଇଛି। ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି ଓ ପରମ୍ପରା ପ୍ରସାର ଦିଗରେ ଏହି କାର୍ଯ୍ୟକ୍ରମ ବିଶେଷ…

    📆

  • ଭୁବନେଶ୍ୱରରେ କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରାଳୟର ଆଞ୍ଚଳିକ ସମ୍ମିଳନୀ

    ଭୁବନେଶ୍ୱର: ୨୨/୧୧/୨୦୨୪ ଭୁବନେଶ୍ୱରସ୍ଥିତ ମେ ଫେୟାର କନଭେନସନରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ ଆନୁକୂଲ୍ୟରେ ଆଞ୍ଚଳିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ବିହାର, ଛତିଶଗଡ଼, ଝାଡଖଣ୍ଡ, ଓଡ଼ିଶା ଓ ପଶ୍ଚିମବଙ୍ଗର କୃଷି ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ ଦେବେଶ ଚତୁର୍ବେଦୀ ଓଡ଼ିଶାରେ ପ୍ରଣୀତ ପ୍ରମୁଖ କୃଷି ବିକାଶ ଯୋଜନା ଗୁଡ଼ିକର ପ୍ରଶଂସା…

    📆

  • ଦାଦନ ସମସ୍ୟା ସମାଧାନରେ ସରକାର ବିଫଳ

    କାମକରିବ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଭୁବନେଶ୍ୱର : ୨୦/୧୧/୨୦୨୪ ରାଜ୍ୟରେ ଦାଦନ ଶ୍ରମିକ ବିସ୍ଥାପନ ସମସ୍ୟା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି l କେତେ ଲୋକ ଦାଦନ ଭାବେ ରାଜ୍ୟ ଓ ଦେଶ ବାହାରକୁ ଯାଉଛନ୍ତି ତାର ହିସାବ ମଧ୍ୟ ଶ୍ରମ ବିଭାଗ କି ଜିଲା ପ୍ରଶାସନ ନିକଟରେ ଉପଲବ୍ଧି ହେଉ ନାହିଁ l ବର୍ଷବର୍ଷ ଧରି ଲାଗିରହିଛି ଏହି ସମସ୍ୟା l ସରକାର ପରେ ସରକାର ବଦଳୁଛି କିନ୍ତୁ…

    📆

  • ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣ ଉତ୍ସବ

     ଫଟୋଚିତ୍ର ପ୍ରଦର୍ଶନୀ ଭୁବନେଶ୍ୱର:୨୧/୧୧/୨୦୨୪: ମହାନ ଜନନାୟକ ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସ୍ମରଣ ଉତ୍ସବ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏକ ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ରବିନ୍ଦ୍ରମଣ୍ଡପଠାରେ ଅନୁଷ୍ଠିତ ଏହି ଫଟୋଚିତ୍ର ପ୍ରଦର୍ଶନୀକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚଶିକ୍ଷା, କ୍ରୀଡ଼ା…

    📆

  • ଅଧ୍ୟକ୍ଷ ଓ ୪ ସୂଚନା କମିସନର ପଦ ପାଇଁ ବିଜ୍ଞପ୍ତି

    ଭୁବନେଶ୍ୱର:20.11.2024 ରାଜ୍ୟ ସରକାର ସୂଚନା କମିଶନ ଅଧ୍ୟକ୍ଷ ଓ ୪ସୂଚନା କମିସନର ପଦ ପାଇଁ ବିଜ୍ଞାପନ ଜାରି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀମାନେ ଡିସେମ୍ୱର ୨୪ ତାରିଖ ସୁଦ୍ଧା ଆବେଦନ କରିବାକୁ କୁହାଯାଇଛି । ମନୋନୀତ ପ୍ରାର୍ଥୀଙ୍କୁ ସର୍ବାଧିକ ୫ ବର୍ଷ କିମ୍ୱା ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଏହି ପଦବୀରେ କାର୍ଯ୍ୟ କରିବାର ସୁଯୋଗ ମିଳିବ। ରାଜ୍ୟ ସୂଚନା କମିସନ ଅଧ୍ୟକ୍ଷ ଜଳଦ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଗତ…

    ,

    📆

  • ଇନ୍ଦିରା ଗାନ୍ଧୀ ଥିଲେ ଜଣେ ବିଶ୍ୱବିଦିତା ଅନନ୍ୟା ନାରୀନେତ୍ରୀ

    ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ୧୦୭ତମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ଜାତୀୟ ସଂହତି ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟବକ୍ତା ଭାବେ ବରିଷ୍ଠ ଶିକ୍ଷାବିତ ଅଭିରାମ ବିଶ୍ୱାଳ ଯୋଗଦେଇ ସ୍ୱର୍ଗତାଗାନ୍ଧୀଙ୍କ ବଳିଷ୍ଠ ଜୀବନୀ ଓ ବ୍ୟକ୍ତିତ୍ୱ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଇନ୍ଦିରା ଗାନ୍ଧୀଙ୍କ ବ୍ୟକ୍ତିତ୍ୱକୁ ସେ ହୀରା ସହ ତୁଳନା କରିବା ସହ ଦେଶ ପାଇଁ ବିଭିନ୍ନ ବିକାଶମୂଳକ ଓ ଗଠନମୂଳକ…

    ,

    📆

  • ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶାର ହାତ ତିଆରି ଉତ୍ପାଦର ଚାହିଦା

    କନ୍ଧମାଳ ହଳଦୀ, ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ, କାଇଁଚ ଓ ସବାଇ ଘାସରୁ ପ୍ରସ୍ତୁତ ଜିନିଷ କିଣିବାକୁ ଲୋକଙ୍କ ଆଗ୍ରହ   ନୂଆଦିଲ୍ଲୀ: ୧୮ ନଭେମ୍ବର ୨୦୨୪: ନୂଆଦିଲ୍ଲୀର ଭାରତ ମଣ୍ଡପରେ ଚାଲିଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪। ଏହି ମେଳାରେ ଓଡ଼ିଶାର ମିଶନ ଶକ୍ତି ମହିଳାମାନଙ୍କ ହାତ ତିଆରି ବିଭିନ୍ନ ଉତ୍ପାଦର ବିଶେଷ ଚାହିଦା ରହିଛି। କନ୍ଧମାଳ ହଳଦୀ ସହିତ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ…

    📆

  • ଜୟଦେବ ଭବନ ଓ ଲୋକସମ୍ପର୍କ ଭବନରେ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ ଦିବସ

    ଭୁବନେଶ୍ୱର : 16.11-ରାଜ୍ୟସ୍ତରୀୟ ଜାତୀୟ ପ୍ରେସ ଦିବସ -2024 ଆଜି ପୂର୍ବାହ୍ନରେ ଜୟଦେବ ଭବନ ଏବଂ ଲୋକସମ୍ପର୍କ ଭବନ ଠାରେ ସମାରୋହରେ ପାଳିତ ହୋଇଯାଇଅଛି l ଜୟଦେବ ଭବନ ପ୍ରଦର୍ଶନୀ କକ୍ଷରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏବଂ ପେପରମ୍ୟାନ ଇଣ୍ଡିଆ ଶଶାଙ୍କ ଶେଖର ଦାଶଙ୍କ ସହଯୋଗରେ ସର୍ବ ପୁରାତନ, ପୁରାତନ ଓ ନୂତନ ଦୈନିକ,ସାପ୍ତାହିକ, ପାକ୍ଷିକ, ମାସିକ ଓଡ଼ିଆ, ଇଂରାଜୀ, ହିନ୍ଦୀ, ବିଦେଶୀ  ସାମ୍ବାଦପତ୍ର, ମାଗଜିନ…

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.