Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସର ବିକ୍ଷୋଭ

    ଭୁବନେଶ୍ୱର:୭/୩- ଶନିବାର ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତୀଙ୍କ ନେତୃତ୍ୱରେ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ଏକ ବିକ୍ଷୋଭ ପ୍ରଦର୍ଶିତ ହୋଇଥିଲା । ଏହି ବିକ୍ଷୋଭରେ ଗ୍ୟାସ ଟାଙ୍କି ମୁଣ୍ଡେଇ ମହିଳା କଂଗ୍ରେସ ନେତୃବୃନ୍ଦ ରାଲି କରିଥିଲେ । ଛକରେ ଚୁଲିରେ କାଠ ଜାଳି ରୋଷେଇ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ…

    , ,

    📆

  • ଜଗନ୍ନାଥଙ୍କ ଜମିର ସମାଧାନ-ତୋଗଲକଙ୍କ ‘ଦିଲୀରୁ ଦୌଲତାବାଦ’ !

    ଭୁବନେଶ୍ୱର: ୭/୩ (ପ୍ରସାଦ କୁମାର ପ୍ରଧାନ) ଶ୍ରୀଜଗନ୍ନାଥଙ୍କ ଜମିର ସୁରକ୍ଷା ଓ ପୁନରୁଦ୍ଧାର ଆଳରେ ଦୀର୍ଘ ବର୍ଷ ଧରି ଶ୍ରୀଜଗନ୍ନାଥଙ୍କ ଜମିର ବିକାକିଣା ଉପରେ ଶ୍ରୀମନ୍ଦିର ପ୍ରଶାସକଙ୍କ ଦ୍ୱାରା ରୋକ୍ ଲଗାଯାଇ ଦଖଲକାରୀ ଓ ସ୍ଥିତିବାନ ପ୍ରଜା ଙ୍କୁ ଯେଭଳି ନାହିଁ ନଥିବା ଦୁର୍ଦ୍ଦଶା ଭିତରେ ରଖାଯାଇଛି ତାହା ଅବର୍ଣ୍ଣନୀୟ। ଏହାର ସମାଧାନ ହେବ କି ନାହିଁ, ଯଦି ହେବ କେବେ ହେବ ତାହା ବି ସନ୍ଦେହ। ଏଥିପାଇଁ ପଟ୍ଟାଧାରୀଙ୍କର…

    , ,

    📆

  • ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ମ୍ୟାପିଂ କରାଯାଉଛି

    ଭୁବନେଶ୍ୱର:୬/୩-ଆଗାମୀ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର)–୨୦୨୬ କାର୍ଯ୍ୟକ୍ରମ ପାଇଁ ୨୦୦୨ ମସିହାର ଭୋଟର ତାଲିକା ସହିତ ମ୍ୟାପିଂ ପ୍ରକ୍ରିୟା ଉପରେ ଏକ ବିସ୍ତୃତ ଉପସ୍ଥାପନା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ମିଡ଼ିଆ ସେଣ୍ଟରରେ ଆୟୋଜିତ ହୋଇଥିଲା। ଏହି ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପଲନ ଅଧ୍ୟକ୍ଷତା କରି କହିଥିଲେ ଯେ, ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ୨୦୦୨ ଭୋଟର ତାଲିକାକୁ ଏକ ମୂଳ ଆଧାର…

    📆

  • ଓଡ଼ିଶା ସମବାୟ ନୀତି ୨୦୨୬ କାର୍ଯ୍ୟକାରିତାର ଶୁଭାରମ୍ଭ

    -ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଥାନାର ଶୁଭ ଉଦଘାଟନ -୩୨୭୫ କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ -ବଡମ୍ବା ଚିନିକଳର ପୁନରୁଦ୍ଧାର -ପାରାଦ୍ୱୀପରେ ଇଫକୋ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ଲୋକାର୍ପିତ   ଭୁବନେଶ୍ୱର: ୬/୩- ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଭୁବନେଶ୍ୱରର ୟୁନିଟ ୩ ସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ…

    , ,

    📆

  • ଭାରତୀୟ ସେନା ‘ଅଗ୍ନିବୀର’ ନିଯୁକ୍ତି-୨୦୨୬ ଉପରେ ଉଚ୍ଚସ୍ତରୀୟ ବୈଠକ

    -ଓଡ଼ିଶାରୁ ଅଧିକରୁ ଅଧିକ ପଞ୍ଜୀକରଣ ପାଇଁ ଆହ୍ୱାନ -ଯୋଗ୍ୟ ଯୁବକ ଯୁବତୀଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବ -ଯେତେ ପଞ୍ଜୀକରଣ ସଂଖ୍ୟା ବୃଦ୍ଧି ପାଇବ, ସେହି ଅନୁସାରେ ଅଧିକ ପଦବୀ ସୃଷ୍ଟି ହେବ -ଜିଲାସ୍ତରରେ ବ୍ୟାପକ ସୂଚନା ଓ ପଞ୍ଜୀକରଣ ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ   ଭୁବନେଶ୍ୱର: ୫/୩- ଭାରତୀୟ ସେନା(ଇଣ୍ଡିଆନ ଆର୍ମି)’ରେ ଅଗ୍ନିବୀର’ ନିଯୁକ୍ତି-୨୦୨୬ ସଂପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକ…

    , ,

    📆

  • ବିଧାନସଭା ପରିସରରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

    ଭୁବନେଶ୍ୱର:୫/୩-ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ। ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ ଦ୍ୱାରା ଉତ୍କଳ ଜନନୀର ‘ବୀରପ୍ରସବିନୀ’ ନାମକୁ ସେ ଯଥାର୍ଥରେ ପ୍ରତିପାଦିତ କରିପାରିଛନ୍ତି। ଜାତିର ମୁକ୍ତିଦାତା ସାଜି ଧରାପୃଷ୍ଠରେ ଅବତରଣ କରିଥିବା ଏହି ଯଶସ୍ୱୀ ଯୋଗଜନ୍ମା। ତାଙ୍କ ଜୀବଦଶାରେ ସେବା, ତ୍ୟାଗ, ପରୋପକାର ଓ ନିଷ୍ଠା ପରି ମାନବୀୟ ଗୁଣଗୁଡ଼ିକ ସେ ଆପଣାର କରିପାରିଥିଲେ। ଅପର ପକ୍ଷରେ…

    , ,

    📆

  • ସରିଲା ନାମାଙ୍କନପତ୍ର ଦାଖଲ

    ବିଜେଡି ଓ କଂଗ୍ରେସକୁ ଘାରିଛି କ୍ରସ ଭୋଟିଂ ଭୟ ଭୁବନେଶ୍ୱର:୫/୩-ଓଡ଼ିଶାର ୪ଟି ରାଜ୍ୟସଭା ଆସନ ପାଇଁ ୫ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ପତ୍ର ଦାଖଲର ଅନ୍ତିମ ଦିବସ ୫ ତାରିଖରେ ଏହି ପାଞ୍ଚଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ଶାସକ ଦଳ ବିଜେପି ପ୍ରାର୍ଥୀ କରିଛି। ବିଜେଡି ସଂତୃପ୍ତ ମିଶ୍ର ଓ ଡାକ୍ତର…

    , ,

    📆

  • ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ଷଡଯନ୍ତ୍ର !

    ଭୁବନେଶ୍ୱର:୪/୩ (ପ୍ରସାଦ କୁମାର ପ୍ରଧାନ) ଶ୍ରୀ ଜଗନ୍ନାଥଙ୍କ ଜମିର ସମାଧାନକୁ କେନ୍ଦ୍ର କରି କିଛି ମନ୍ତ୍ରୀ ଓ ଅଧିକାରୀଙ୍କର ମନ୍ତବ୍ୟ ଶୁଣି ଖୁବ୍ ଶୀଘ୍ର ଏହାର ସମାଧାନ ହୋଇଯିବ ଓ ପୁଣି ଜମି କିଣାବିକା ହୋଇ ହଇରାଣରୁ ମୁକ୍ତି ମିଳିଯିବ ବୋଲି ପ୍ରଜାମାନେ ଆଶାବାଦୀ ହୋଇ ରହିଥିବା ବେଳେ ନିଷ୍ପତ୍ତି କିନ୍ତୁ “ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି’ ଭଳି ଅନୁଭବ ହେଉଛି। ପ୍ରାୟ ୧୫ ବର୍ଷ ତଳେ ବିଜେଡି ସରକାର…

    , ,

    📆

  • ମହିଳା ଆୟୋଗଙ୍କ ଜନଶୁଣାଣି ୬ରେ

    ଭୁବନେଶ୍ୱର:୨/୩- ମହିଳାଙ୍କ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାସ୍ଥଳରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲଂଘନ ଏବଂ ମହିଳା କଲ୍ୟାଣ ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ଜଡିତ ଅଭିଯୋଗର ଶୁଣାଣି ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହିକ୍ରମରେ ଉକ୍ତ ମାମଲା ଗୁଡିକର ଉପସ୍ଥାପନା ଓ ଶୁଣାଣି ପାଇଁ ମହିଳାମାନଙ୍କୁ ଏକ ନିଶୁକ୍ଳ ପ୍ଲାଟଫର୍ମ ଯୋଗାଇବା ଲକ୍ଷ୍ୟରେ ଜାତୀୟ ମହିଳା…

    , ,

    📆

  • ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି

    ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ -ପରିସ୍ଥିତିକୁ ନଜର କରି ପ୍ରସ୍ତୁତି ଓ ପଦକ୍ଷେପ ନେବାକୁ ପରାମର୍ଶ ଭୁବନେଶ୍ୱର:୨/୩-ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିରେ ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷା ଓ ସେମାନଙ୍କର ସ୍ଥିତି ସଂପର୍କରେ ପ୍ରସ୍ତୁତି ଓ ପଦକ୍ଷେପ ପାଇଁ ସୋମବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପରିସ୍ଥିତିକୁ ନଜର ରଖି ପ୍ରସ୍ତୁତ ରହିବା ଓ ପଦକ୍ଷେପ ନେବାକୁ ସେ…

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.