Hi, I’m Alex 👋
I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

Technologies

HTML 5

CSS3

JavaScript

ReacJS

WordPress

Gutenberg
Our Amazing Portfolio






News Banner
Ready to Start Your Journey with Us?
Lorem ipsum dolor sit amet, consectetur adipiscing elit.
Advertisement
-
ପ୍ରଥମ ପର୍ଯ୍ୟାୟ ଜନଗଣନା ଏପ୍ରିଲ ୧୬ରୁ
By
💬
ଭୁବନେଶ୍ୱର:୨୦/୧-ଆସନ୍ତା ଏପ୍ରିଲ ମାସ ୧୬ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏହ ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ। ୩୦ ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ। ଦ୍ୱିତୀୟ ପର୍ଯ୍ୟାୟରେ ଘରକୁ ଘର ଜନ ଗଣନା ହେବ।
📆
-
ଛାତ୍ରଛାତ୍ରୀ ଉଦ୍ୟମିତା, ନବସୃଜନ ଓ ପ୍ରଯୁକ୍ତିବିଦ୍ୟାକୁ ଗ୍ରହଣ କରନ୍ତୁ: ରାଜ୍ୟପାଳ
By
💬
ଭୁବନେଶ୍ୱର:୧୯/୧-ଛାତ୍ରଛାତ୍ରୀମାନେ ଉଦ୍ୟମିତା, ନବସୃଜନ ଏବଂ ପ୍ରଯୁକ୍ତିବିଦ୍ୟାକୁ ଗ୍ରହଣ କରିବାକୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଆହ୍ୱାନ ଦେଇଛନ୍ତି। ସେ କହିଛନ୍ତି, ସେମାନେ ଚାକିରି ଖୋଜିବା ଅପେକ୍ଷା ନିଯୁକ୍ତି ସୃଷ୍ଟିକାରୀ ହେବା ଉଚିତ।। ସୋମବାର ଭୁବନେଶ୍ୱର ରେଲ ଅଡ଼ିଟୋରିଅମ ଠାରେ ଅନୁଷ୍ଠିତ ଓୟୁଟିଆରର ତୃତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଦେଇ ରାଜ୍ୟପାଳ ଏହି ଆହ୍ୱାନ ଦେଇଛନ୍ତି। ଏହି ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ସେ କହିଥିଲେ, ସ୍ନାତକମାନେ ଉଦ୍ୟୋଗୀ ହେବା…
📆
-
ଜନ ଆରୋଗ୍ୟ ଯୋଜନାରେ ଆୟୁଷ ଚିକିତ୍ସା ପ୍ୟାକେଜ ଅନ୍ତର୍ଭୁକ୍ତ କରିବା ଆବଶ୍ୟକ-ମନ୍ତ୍ରୀ
By
💬
ଭୁବନେଶ୍ୱର:୧୯/୧- ସୁସ୍ଥ ଓଡ଼ିଶା – ବିକଶିତ ଓଡ଼ିଶା ୨୦୩୬ ଏବଂ ବିକଶିତ ଭାରତ ୨୦୪୭ ସଂକଳ୍ପ ପୂରଣ କରିବା ଦିଗରେ ଓଡ଼ିଶା ଦ୍ରୁତ ଗତିରେ ଆଗକୁ ବଢୁଛି। ସମସ୍ତଙ୍କୁ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ଯୋଗାଇବା ଓଡ଼ିଶା ସରକାରଙ୍କ ପାଇଁ ପ୍ରାଥମିକତା ହୋଇ ଆସିଛି ବୋଲି ଭୁବନେଶ୍ୱରରେ ଆୟୋଜିତ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଉପରେ ଆୟୋଜିତ ଚିନ୍ତନ ଶିବିରର ଉଦଘାଟନ କରି…
📆
-
ଘୁମୁରା ମହୋତ୍ସବରେ ମୁଖ୍ୟମନ୍ତ୍ରୀ
By
💬
୮୯୧.୩୯ କୋଟି ଟଙ୍କାର ୩୬୧୨ଟି ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ ଭୁବନେଶ୍ୱର:୧୮/୧-କଳାହାଣ୍ଡି ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଅଞ୍ଚଳ ମଧ୍ୟରୁ ଅନ୍ୟତମ। କଳାହାଣ୍ଡି ଜିଲ୍ଲାର ପ୍ରତି କୋଣ ଅନୁକୋଣରେ ଭରି ରହିଛି ଭାବନା, ସାହସ, ସ୍ଥିରତା ଏବଂ ଆତ୍ମସମ୍ମାନ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଘୁମୁରା ମହୋତ୍ସବ ୨୦୨୬ ଉଦ୍ଯାପନୀ ସନ୍ଧ୍ୟାରେ ଯୋଗ ଦେଇ କହିଛନ୍ତି। ମହୋତ୍ସବରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା ପାଇଁ ୮୯୧.୩୯ କୋଟି ଟଙ୍କାର…
📆
-
ଦୁଇ ବିଧାୟକଙ୍କୁ ବିଜେଡିରୁ ନିଲମ୍ବନ ପ୍ରସଙ୍ଗ
By
💬
ଦଳକୁ ଦୁର୍ବଳ କରିବା ପାଇଁ ଷଡଯନ୍ତ୍ର ଓ କର୍ମୀଙ୍କ ସହ ବିଶ୍ୱାସଘାତକତା କରିଛନ୍ତି:ବିଜେଡି -ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ -ପାଟକୁରାରେ ଚାଲିଥିଲା ବାପା ପୁଅ ଶାସନ -ନିର୍ବାଚନମଣ୍ଡଳୀର ପୁରୁଖା ଦଳୀୟ କର୍ମୀଙ୍କୁ ସଂପୂର୍ଣ୍ଣ ଅଣଦେଖା କରୁଥିଲେ ଭୁବନେଶ୍ୱର:୧୮/୧-ବିଜେଡିରୁ ବିଧାୟକ ଅରବିନ୍ଦ ମହାପାତ୍ର ଓ ସନାତନ ମହାକୁଡ଼ ନିଲମ୍ବିତ ହେବା ପରେ ରାଜନୈତିକ ଚର୍ଚ୍ଚା ବିଭିନ୍ନ ମୋଡ଼ ନେବାରେ ଲାଗିଛି। ସେମାନେ…
📆
-
ରାଜ୍ୟ ସରକାରଙ୍କ ମୁଖପତ୍ର ‘ପ୍ରଗତି ପ୍ରବାହ’ ଉନ୍ମୋଚିତ
By
💬
ପ୍ରଗତି ପ୍ରବାହ ରାଜ୍ୟ ବିକାଶର ଚଳନ୍ତି ପ୍ରତିଛବି – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୧୮/୧- ରାଜ୍ୟସରକାରଙ୍କ ମୁଖପତ୍ର “ପ୍ରଗତି ପ୍ରବାହ’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପ୍ରକାଶିତ ଏହି ପୁସ୍ତିକାଟିକୁ ମୁଖ୍ୟମନ୍ତ୍ରୀ ତାଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଉନ୍ମୋଚନ କରିଥିଲେ। ପ୍ରଗତି ପ୍ରବାହ, ରାଜ୍ୟ ବିକାଶର ଚଳନ୍ତି ପ୍ରତିଛବି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ଏବଂ ଏହି ପୁସ୍ତିକାର ପ୍ରକାଶନ ପାଇଁ…
📆
-
ଏବେ ଚେତିଲା ଗଣଶିକ୍ଷା ବିଭାଗ
By
💬
୧୯୯ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଭୁବନେଶ୍ୱର:୧୮/୧-ଲୋକଙ୍କୁ ହଇରାଣ ହରକତ କରିବାରେ ସରକାରୀ କଳ ବ୍ୟସ୍ତ। ବିଶେଷ କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ଏଭଳି ଦୃଷ୍ଟାନ୍ତ ଅଗଣିତ। ବ୍ୟବସ୍ଥା ସୁଧୁରୁନି। ଶିକ୍ଷକ କର୍ମଚାରୀ ବାଧ୍ୟ ହୋଇ ଅଦାଲତର ଦ୍ୱାରସ୍ଥ ହେଉଛନ୍ତି। ବର୍ଷବର୍ଷ ଧରି ମକଦ୍ଦମା ଚାଲୁଛି। ଶିକ୍ଷକ କର୍ମଚାରୀଙ୍କୁ ଖର୍ଚ୍ଚାନ୍ତ ହେବାକୁ ପଡୁଛି। ବିଭାଗର ବରିଷ୍ଠ ଅଧିକାରୀମାନେ ସବୁ ଜାଣି ଚୁପ ରହିବା ଏବଂ…
📆
-
ରାଜାରାଣୀ ସଙ୍ଗୀତ ଉତ୍ସବ
By
💬
ଆମ ସଂସ୍କୃତି ଓ ପରମ୍ପରାର ନିଚ୍ଛକ ନିଦର୍ଶନ : କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର:୧୬/୧-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରାଜାରାଣୀ ସଙ୍ଗୀତ ଉତ୍ସବ-୨୦୨୬ ଆୟୋଜିତ ହୋଇଛି। ଉଦଘାଟନୀ ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେ କହିଥିଲେ ଯେ, ରାଜାରାଣୀ ସଙ୍ଗୀତ ଉତ୍ସବ ଆମ ସଂସ୍କୃତି ଓ ପରମ୍ପରାର ଏକ ନିଚ୍ଛକ ନିଦର୍ଶନ।…
📆
-
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି
By
💬
-୧୦ ଜିଲ୍ଲାର ସମୀକ୍ଷା କଲେ ରାଜ୍ୟ ନିର୍ବାଚନ ଆୟୁକ୍ତ ଭୁବନେଶ୍ୱର୧୭/୧- ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ଶନିବାର ୧୭ ଜାନୁଆରୀରେ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆୟୁକ୍ତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ଆରଡିସିସ୍ତରୀୟ ପ୍ରାକ୍ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ୱ ରେଞ୍ଜ ଅନ୍ତର୍ଗତ ୧୦ଟି ଜିଲ୍ଲାର ଜିଲ୍ଲାପାଳ, ପୌର କମିଶନର, ଅତିରିକ୍ତ…
📆
-
ଭୁବନେଶ୍ୱରୀ ପଣ୍ଡାଙ୍କ ପ୍ରଥମ ଉପନ୍ୟାସ ‘ସନ୍ଦେହର ସଳିତା’ ଉନ୍ମୋଚିତ
By
💬
ଭୁବନେଶ୍ୱର:୧୭/୧-ଗାଳ୍ପିକା ଭୁବନେଶ୍ୱରୀ ପଣ୍ଡାଙ୍କ ଉପନ୍ୟାସ ‘ସନ୍ଦେହର ସଳିତା’ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି। ବିଧାନସଭା ପରିସରରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ଆୟୋଜିତ ଏହି ଉନ୍ମୋଚନ କାର୍ଯ୍ୟକ୍ରମରେ କବି ଅପର୍ଣ୍ଣା ମହାନ୍ତି, କଥାକାର ପ୍ରବୀଣା ମହାନ୍ତି, ପ୍ରକାଶକ ସରୋଜ ବଳ ଓ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ। ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଥିଲେ, ‘ସନ୍ଦେହର ସଳିତା’ ଉପନ୍ୟାସଟି ସାଧାରଣ ଓ ସାବଲୀଳ ଭାଷାରେ ଲେଖାଯାଇଛି। ସାଧାରଣ…
📆
About

Alex Peregrine
Reflective Blogger
I build frontend experiences while exploring technology, business, and wellness, sharing insights that inspire innovation, growth, and balance.
📍New York, USA
Work Experience
Velora Labs
Frontend Developer
2021-present
Luxora Digital
Web Developer
2019-2021
Averion Studio
Support Specialist
2017-2019
Available for Hire
Best Place to Work
Featured Posts
Technologies

Figma
Collaborate and design interfaces in real-time.

Notion
Organize, track, and collaborate on projects easily.

DaVinci Resolve 20
Professional video and graphic editing tool.

Illustrator
Create precise vector graphics and illustrations.

Photoshop
Professional image and graphic editing tool.

