Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ରାଜ୍ୟ ଯୁବ ମହୋତ୍ସବ

    ଭୁବନେଶ୍ୱର:୨୫/୧୨- ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ‘ରାଜ୍ୟ ଯୁବ ମହୋତ୍ସବ ୨୦୨୫’ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ମହୋତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଓଡ଼ିଶାର ଯୁବ ସମାଜ ମଧ୍ୟରେ ଉତ୍ସାହ, ସୃଜନଶୀଳତା ଏବଂ ନୂତନ ଜାଗରଣ ସୃଷ୍ଟି କରିବା ଲକ୍ଷ୍ୟରେ ଆୟୋଜିତ ଏହି ଉତ୍ସବରେ ସାରା ଓଡ଼ିଶାର କୋଣ ଅନୁକୋଣରୁ ଯୁବ ପ୍ରତିଭାମାନେ ଏକତ୍ରିତ ହୋଇଛନ୍ତି। ଏହି ଅବସରରେ ସେ…

    , ,

    📆

  • ସ୍ୱର୍ଗତ ବାଜପେୟୀ ଥିଲେ ରାଜନୈତିକ ନୀତି ଓ ଆଦର୍ଶରଶ୍ରେଷ୍ଠ ବ୍ରାଣ୍ଡ ଆମ୍ବାସଡର-ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:୨୫/୧୨- ବାଜପେୟୀଜୀଙ୍କ ସୁଶାସନର ମନ୍ତ୍ର ଏବଂ ମୋଦୀଜୀଙ୍କ ପ୍ରଶାସନିକ ସଂସ୍କାରକୁ ପାଥେୟ କରି ଆମ ୧୮ ମାସର ସରକାର ଓଡିଶାର ସାଢେ ଚାରି କୋଟି ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟରତ ରହିଛି ବୋଲି ଆଜି ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସିଏମ୍ ଡ୍ୟାସବୋର୍ଡ, ଓସ୍ୱାସ ବ୍ୟବସ୍ଥାକୁ ଜିଲ୍ଲା ଓ…

    , ,

    📆

  • ଏସ୍‌.ଓ.ଜି ଚନ୍ଦକାରେ ନୂତନ ପ୍ରଶିକ୍ଷଣ ଓ ବ୍ରିଫିଙ୍ଗ ଏବଂ ଅତ୍ୟାଧୁନିକ ଆତଙ୍କବାଦ ବିରୋଧୀ ପ୍ରଶିକ୍ଷଣ କେନ୍ଦ୍ର

    ଚଳିତ ମାସରୁ ଏସଓଜି ଯବାନ ଓ ଅଧିକାରୀଙ୍କ ରିସ୍କ ଆଲାଉନ୍ସ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ଭୁବନେଶ୍ୱର:୨୫/୧୨-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ.ଓ.ଜି ଚନ୍ଦକାର ନୂତନ ପ୍ରଶିକ୍ଷଣ ଓ ବ୍ରିଫିଂ କେନ୍ଦ୍ର ଉଦଘାଟନ କରିଛନ୍ତି। ଏଥିରେ ଏକା ସମୟରେ ୪୦୦ ଯବାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇ ପାରିବ। ଏହା ସହିତ ମୁଖ୍ୟମନ୍ତ୍ରୀ ସେଠାରେ ଏକ ଅତ୍ୟାଧୁନିକ ଆତଙ୍କବାଦ ବିରୋଧୀ ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି। ସେ ୧୬…

    , , ,

    📆

  • ଖୋର୍ଦ୍ଧା ହେବ ସମୃଦ୍ଧ ଓଡିଶାର ଏକ ନମ୍ବର ଜିଲ୍ଲା – ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:୨୫/୧୨- ଖୋର୍ଦ୍ଧା ମହୋତ୍ସବ ୨୦୨୫ ଆଜି ଏକ ଉତ୍ସବ କିମ୍ବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଞ୍ଚ ହୋଇ ରହିନି, ଏହା ଆଜି ପାଲଟିଛି ବିକାଶର ମଞ୍ଚ, ଏହା କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୧୬ କୋଟି ଟଙ୍କାର ବ୍ୟୟ ବରାଦରେ ୩୯ଟି ପ୍ରକଳ୍ପର ଶୁଭରମ୍ଭ କରିଛନ୍ତି। ଏଥି ମଧ୍ୟରୁ ୩୨ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବା ସହିତ ୭ଟି ପ୍ରକଳ୍ପର କ୍ଷଗ୍ଧ ଶୁଭ…

    , ,

    📆

  • ମାସେ ଘୁଞ୍ଚିଲା ପ୍ରଦୂଷଣ ପ୍ରମାଣପତ୍ର କଟକଣା

    ଭୁବନେଶ୍ୱର:୨୪/୧୨-ମାସେ ଘୁଞ୍ଚିଲା ପ୍ରଦୂଷଣ ପ୍ରମାଣପତ୍ର କଟକଣା। ବୈଧ ପ୍ରମାଣପତ୍ର ନ ଥିଲେ ଯାନବାହାନକୁ ତେଲ ମନା ନିଷ୍ପତ୍ତି ଫେବୃଆରୀ ପହିଲା ପର୍ଯ୍ୟନ୍ତ ଘୁଞ୍ଚା ଯାଇଛି। ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ କଟକଣା ସମୟ ଅବଧି ବଢ଼ାଯାଇଛି । ପୂର୍ବରୁ ଜାନୁଆରୀ ପହିଲାରୁ କଟକଣା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା। ଏପଟେ ପ୍ରଦୂଷଣ ପ୍ରମାଣପତ୍ର ପାଇଁ ରାଜ୍ୟର ବିଭିନ୍ନ ପଲ୍ୟୁସନ ଟେଷ୍ଟିଂ ସେଣ୍ଟର ଆଗରେ ଲମ୍ବା ଲାଇନ ଦେଖିବାକୁ ମିଳୁଛି। ସେହିପରି…

    , ,

    📆

  • ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ପ୍ରସଙ୍ଗ,ଜନସ୍ୱାର୍ଥ ମାମଲା ହାଇକୋର୍ଟରେ ଖାରଜ

    ଭୁବନେଶ୍ୱର:୨୪/୧୨-ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ପ୍ରସଙ୍ଗରେ ଦାୟର ହୋଇଥିବା ଜନସ୍ୱାର୍ଥ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଆବେଦନଟି ଅପରିପକ୍ୱ ଥିବା ଦର୍ଶାଇବା ସହ ଏହା ଏଭଳି ସ୍ଥିତିରେ ଗ୍ରହଣୀୟ ନୁହେଁ ବୋଲି ହାଇକୋର୍ଟ କହିଛନ୍ତି। ଆଗତ ଜନସ୍ୱାର୍ଥ ମାମଲାର ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଓ ଜଷ୍ଟିସ ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିସ୍ତୃତ ଶୁଣାଣି ହୋଇଥିଲା। ମକଦ୍ଦମା ଶୁଣାଣି ବେଳେ ଆଡଭୋକେଟ ଜେନେରାଲ…

    , ,

    📆

  • ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ସହାୟତା ଘୋଷଣା

    ଭୁବନେଶ୍ୱର:୨୪/୧୨-ଭଦ୍ରକ ଜିଲ୍ଲା ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି। ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦…

    , ,

    📆

  • ଚାନ୍ଦବାଲି ଦୁଷ୍କର୍ମ ଘଟଣାରେ ମନମୋହନ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ -କଂଗ୍ରେସ

    -୧୦ ମାସ ହେଲା ଚାନ୍ଦବାଲି ଏସଡିପିଓ ପଦବୀ ଖାଲି -ଏକ ନିଲଠା ଅଲାଜୁୁକ ସରକାରଙ୍କ ଶାସନ ଚାଲିଛି   ଭୁବନେଶ୍ୱର :୨୪/୧୨-ଚାନ୍ଦବାଲିରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଏବଂ ହତ୍ୟା ଉପରେ କଂଗ୍ରେସ ସରକାରଙ୍କୁ ତୀବ୍ର ସମାଲେଚନା କରିଛି। ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ କହିଛନ୍ତି, କଂଗ୍ରେସ ସବୁବେଳେ ନାରୀ ସୁରକ୍ଷା ଉପରେ ଆନ୍ଦୋଳନ କରୁଛି । ବିଧାନସଭାରେ ବିଧାୟକ ସରକାରଙ୍କ ଦୃଷ୍ଟି ଆକର୍ଷଣ କରୁଛନ୍ତି । ପିସିସି ସଭାପତି…

    ,

    📆

  • ଆଦିବାସୀ ଗ୍ରାମର ପୂଜକଙ୍କୁ ଭତ୍ତା,ପୂଜାସ୍ଥଳୀର ବିକାଶ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଅ-ମୁଖ୍ୟମନ୍ତ୍ରୀ

    ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଭୁବନେଶ୍ୱର:୨୩/୧୨- ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ। ବୈଠକରେ ପ୍ରାରମ୍ଭିକ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜନଜାତି କଲ୍ୟାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଆମପାଇଁ ଜନଜାତି ସମ୍ପ୍ରଦାୟ କେବଳ ଯୋଜନାର ହିତାଧିକାରୀ…

    , ,

    📆

  • ବଡ଼ ମେଡ଼ିକାଲରେ ହେବ ୧୭ ମହଲା ପାର୍କିଂ

    -ରାଜ୍ୟର ୭ଟି ମେଡିକାଲ କଲେଜ କ୍ୟାମ୍ପସରେ -ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ ଭୁବନେଶ୍ୱର:୨୩/୧୨-ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହି ଅବସରରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ(ବଡ଼ ମେଡ଼ିକାଲ) କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଜ୍ୟର ସର୍ବବୃହତ ମେଡିକାଲ କଲେଜ ହିସାବରେ ଏଠାକୁ ପ୍ରତିଦିନ ହଜାର ହଜାର ରୋଗୀ ଓ ସେମାନଙ୍କର ସମ୍ପର୍କୀୟମାନେ ଆସିଥାନ୍ତି।…

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.