Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ଅକ୍ଟୋବର ୩୧ ଯାଏଁ ସମସ୍ତ କୃଷି ଅଧିକାରୀଙ୍କ ଛୁଟି ବାତିଲ

    ଅମଳ ହୋଇଥିବା ଫସଲକୁ ଉଚ୍ଚ ତଥା ସୁରକ୍ଷିତ ସ୍ଥାନକୁ ନେବା ପାଇଁ ଚାଷୀଙ୍କୁ ପରାମର୍ଶ ଭୁବନେଶ୍ୱର:୨୭/୧୦-ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଅକ୍ଟୋବର ୩୧ ତାରିଖ ଯାଏଁ କୌଣସି କୃଷି ଅଧିକାରୀ ଛୁଟି ନେଇପାରିବେ ନାହିଁ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅବମାନନା କ୍ଷେତ୍ରରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ…

    , ,

    📆

  • ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲାରେ ନିଆଗଲା ଆଗୁଆ ପଦକ୍ଷେପ

    ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଭୁବନେଶ୍ୱର, ୨୬/୧୦-ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ କମିଶନର  ଦେଓରଞ୍ଜନ କୁମାର ସିଂ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ବାତ୍ୟା ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି…

    , , ,

    📆

  • ଘୂର୍ଣ୍ଣିବଳୟ ‘ମନ୍ଥା’ ପାଇଁ ଆଲର୍ଟରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ

    ଜରୁରୀକାଳୀନ କାର୍ଯ୍ୟରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ ଭୁବନେଶ୍ୱର:୨୫/୧୦-ଘୂର୍ଣ୍ଣିବଳୟ ‘ମନ୍ଥା’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ରସ୍ତୁତି ବ୍ୟବସ୍ଥା ତ୍ୱରାନ୍ୱିତ କରିଛି। ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ‘ମନ୍ଥା’ କୁ ଦୃଷ୍ଟିରେ ରଖି ଜରୁରୀକାଳୀନ କାର୍ଯ୍ୟରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଛି ଗୃହ ଓ ନଗର ଉନ୍ନୟନ ବିଭାଗ। ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସମସ୍ତ…

    , ,

    📆

  • ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ

    ୧୫ଟି ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି ଭୁବନେଶ୍ୱର:୨୫/୧୦-ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ  ମନ୍ତ୍ରୀ ଶ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍‌ କମିଶନର  ଦେଓରଞ୍ଜନ କୁମାର ସିଂ ସମ୍ଭାବ୍ୟ ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କ ସହ ବାତ୍ୟାପୂର୍ବ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକ ପରେ ରାଜୀବ ଭବନଠାରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ମନ୍ତ୍ରୀ…

    , ,

    📆

  • ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ‘ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ୍ ୬.0’ ଅଭିଯାନ ଉପଲକ୍ଷେ ପଦଯାତ୍ରା

    ଭୁବନେଶ୍ୱର:25/10- ଫିଟ୍ ଇଣ୍ଡିଆ ଫ୍ରିଡମ୍ ରନ୍ ୬.0 ଅଭିଯାନର ଅଂଶ ରୂପେ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱର ଦ୍ୱାରା ୨୫ ଅକ୍ଟୋବର ୨୦୨୫ ଦିନ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା। ଜନସାଧାରଣଙ୍କ ନିକଟରେ ‘ସ୍ୱଚ୍ଛତା ଓ ଫିଟନେସ’ ର ବାର୍ତ୍ତା ପହଞ୍ଚାଇବା ଏହି ପଦଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଯାହା ଶାରୀରିକ ସୁସ୍ଥତା ସହିତ ପରିବେଶ ସ୍ୱଚ୍ଛତା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲା। ରିଜର୍ଭ ବ୍ୟାଙ୍କର ପ୍ରାୟ ୧୦୦ ଜଣ…

    , ,

    📆

  • ନୂଆପଡା ବିଧାନସଭା ଉପ ନିର୍ବାଚନ, ୧୪ ପ୍ରାର୍ଥୀଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା

    ଭୁବନେଶ୍ୱର:୨୪/୧୦- ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖରେ ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି। ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡା ବିଧାନସଭା ଉପ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ହେବ। ଭାରତୀୟ ଜନତା ଦଳରୁ ଜୟ ଢୋଲକିଆ, ବିଜୁ ଜନତା ଦଳରୁ ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସରୁ ଘାସିରାମ ମାଝୀ, ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ…

    , ,

    📆

  • ଦୁଇଦିନିଆ ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ

    ଭୁବନେଶ୍ୱର:୨୪/୧୦-ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ-୨୦୨୫ ରାଜ୍ୟବ୍ୟାପୀ ସ୍ଥାୟୀ ଏବଂ ଲୋକ-କୈନ୍ଦ୍ରିକ ସହର ନିର୍ମାଣ କରିବା ଲାଗି ଏକ ସାମୂହିକ ସଂକଳ୍ପ ସହିତ ସମାପ୍ତ ହୋଇଛି। ଏହି ଅବସରରେ ଉଦବୋଧନ ଦେଇ ବିଭାଗର ପ୍ରମୁଖ ସଚିବ ଉଷା ପାଢୀ ରାଉରକେଲା ଏବଂ ଭୁବନେଶ୍ୱରକୁ ବିଶ୍ୱର ଶ୍ରେଷ୍ଠ ୧୦୦ଟି ସହର ମଧ୍ୟରେ ସ୍ଥାନିତ କରିବା ପାଇଁ ଓଡ଼ିଶାର ଦୂରଦୃଷ୍ଟି ବିଷୟରେ ବର୍ଣ୍ଣନା କରିଥିଲେ।…

    , ,

    📆

  • ପୋଲିସ ସବ୍‌-‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତ ଦୁର୍ନୀତିର ସି.ବି.ଆଇ ତଦନ୍ତ ନିଷ୍ପତ୍ତି

    ଭୁବନେଶ୍ୱର:୨୨/୧୦- ପୋଲିସ ସବ୍‌-‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି। ଏଥିରେ ଆନ୍ତ-ରାଜ୍ୟ ଅପରାଧୀ ସଂଗଠନଙ୍କ ସଂପୃକ୍ତି ଥିବାର ସନ୍ଦେହ କରାଯାଉଛି। ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇକୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା…

    , ,

    📆

  • ପୀତବାସଙ୍କ ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାକୁ ପଚରାଉଚୁରା

      ଭୁବନେଶ୍ୱର:୨୨/୧୦- ବିଜେପି ନେତା ଓ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ତଥା ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ପଚରାଉଚରା କରାଯାଇଛି। ବିକ୍ରମ ପଣ୍ଡାଙ୍କୁ ପୋଲିସ ତାଙ୍କ ଘରୁ ଉଠାଇ ନେଇ ପଚରା ଉଚୁରା ଚଳାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଅନ୍ୟ ଥାନା ଅଧିକାରୀଙ୍କ ସହ ନିଜେ ଏସପି ତାଙ୍କୁ ଘରୁ ଡାକି ନେଇଥିଲେ। ପୂର୍ବରୁ ବିଜେଡି କର୍ପୋରେଟର ମଳୟ ବିଷୋୟୀ, ବିଜେଡି ସଦସ୍ୟ…

    , ,

    📆

  • ଲୋକଙ୍କୁ ନ୍ୟାୟ ପ୍ରଦାନ ପାଇଁ ରାଜସ୍ୱ ଅଧିକାରୀମାନେ ବିବେକ ଅନୁଯାୟୀ ନିଷ୍ପତ୍ତିି ନିଅନ୍ତୁ:ରାଜସ୍ୱ ମନ୍ତ୍ରୀ

    -ରାଜସ୍ୱ ବିଭାଗର ଭିତ୍ତିଭୂମି ଉନ୍ନତି କରାଯିବ ସହ ଖାଲି ପଦବୀ ପୂରଣ କରାଯିବ -ରାଜସ୍ୱ ବିଭାଗକୁ ଏକ ମଡେଲ ବିଭାଗରେ ପରିଣତ କରାଯିବ ଭୁବନେଶ୍ୱର:୧୯/୧୦-ରାଜସ୍ୱ ଆଇନ କେତେଦୂର ଠିକ ଭାବରେ କାର୍ଯ୍ୟକାରୀ ହେଉଛି ସେ ସମ୍ପର୍କରେ ସମୀକ୍ଷା କରିବା ଦରକାର। ଯଦି ହେଉନାହିଁ ତା’ର କାରଣ ସମ୍ପର୍କରେ ତର୍ଜମାର ଆବଶ୍ୟକତା ରହିଛି। ଆମକୁ ଜନସାଧାରଣଙ୍କ ଆଶା ଓ ଆକାଂକ୍ଷା ପୂରଣ ଦିଗରେ କାର୍ଯ୍ୟ କରିବାକୁ ପଡିବ। ରାଜସ୍ୱ ସେବା ରାଜ୍ୟସ୍ତରରୁ…

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.