Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ପୂର୍ତ୍ତ ବିଭାଗର ଆଁ

    ଭୁବନେଶ୍ୱର:୭/୧୦-ଶୈଳଶ୍ରୀବିହାର ସାଇ ମନ୍ଦିର ଛକରୁ ହନୁମାନ ମନ୍ଦିର ଛକ ପର୍ଯ୍ୟନ୍ତ ମାତ୍ର ୪୦୦ ମିଟରର ପ୍ରମୁଖ ରାସ୍ତା ଅବସ୍ଥା ଏମିତି । ରାସ୍ତାର ଗୋଟିଏ ପାର୍ଶ୍ୱରେ ଚାରିମାସ ହେଲା ଅଧାପନ୍ତରିଆ ହୋଇ ପଡ଼ିରହିଛି ଡ୍ରେନ କାମ । ଲୋକେ ନାହିଁ ନଥିବା ଦୁର୍ଦଶା ଭୋଗୁଛନ୍ତି। ସେପ୍ଟେମ୍ବର ୨୦ ତାରିଖ ସୁଦ୍ଧା ରାସ୍ତାକାମ ସାରିବାକୁ ପୂର୍ତ୍ତମନ୍ତ୍ରୀ ନିର୍ଦେଶ ଦେଇଥିଲେ । ଅଧା କାମ କରି ଇଞ୍ଜିନିୟର ଛୁ । ଠିକାଦାର କି…

    , ,

    📆

  • ଗାଁ ଗାଁକୁ ଯାଇ ଭୋଟ ଭିକ୍ଷା କରିବି : ଭକ୍ତ

    -ଟଙ୍କା ଦ୍ୱାରା ନୁହେଁ ଲୋକଙ୍କ ହୃଦୟ ଜିଣି ନିର୍ବାଚନ ଲଢ଼ିବୁ -କଂଗ୍ରେସ ସମସ୍ତ ଭୂମିହୀନ ଦଳିତ ଓ ଆଦିବାସୀଙ୍କୁ ଜମି ପଟ୍ଟା ପ୍ରଦାନ କରିବ ଭୁବନେଶ୍ୱର:୬/୧୦- ପିସିସି ସଭାପତି ଭକ୍ତ ଚରଣ ଦାସ ବହୁ ପ୍ରତିକ୍ଷୀତ ନ୍ୟାୟ ଯାତ୍ରା ଏବଂ ସମାବେଶ ଖରିଆରରୁ ନୂଆପଡା ଅଭିମୁଖେ ଆରମ୍ଭ କରିଛନ୍ତି । ଉତ୍କେଲା ବିମାନ ବନ୍ଦରରୁ ଖରିଆର ପହଞ୍ଚିବା ପରେ କଂଗ୍ରେସର ନେତୃବୃନ୍ଦ ଏବଂ ହଜାର ହଜାର କର୍ମକର୍ତ୍ତା ଶ୍ରୀ ଦାସଙ୍କୁ…

    , , ,

    📆

  • ନୂଆପଡ଼ାରେ ଉପ-ନିର୍ବାଚନ ତାରିଖ ଘୋଷଣା, ଆଦର୍ଶ ଆଚରଣ ବିଧି ଲାଗୁ

    ଭୁବନେଶ୍ୱର:6/10-ଭାରତ ନିର୍ବାଚନ ଆୟୋଗ ଅକ୍ଟୋବର ୬ରେ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଓଡ଼ିଶାର ୭୧-ନୂଆପଡ଼ା ନିର୍ବାଚନମଣ୍ଡଳୀ ପାଇଁ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏଥିସହ ୭୧- ନୂଆପଡ଼ା ନିର୍ବାଚନମଣ୍ଡଳୀ ପାଇଁ ଉପ-ନିର୍ବାଚନ ତାରିଖ ଘୋଷଣା ସହିତ ୬ ତାରିଖରୁ ସମଗ୍ର ନୂଆପଡ଼ା ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହା ଜିଲ୍ଲାରେ ଅବସ୍ଥିତ କେନ୍ଦ୍ର ସରକାରୀ ଏଜେନ୍ସି / ପି.ଏସ.ୟୁ ପାଇଁ ମଧ୍ୟ ପ୍ରଯୁଜ୍ୟ ହେବ। ଉପ ନିର୍ବାଚନ କାର୍ଯ୍ୟସୂଚୀ-୧୩.୧୦.୨୦୨୫(ସୋମବାର) ଗେଜେଟ…

    , , ,

    📆

  • ଏସୀୟ ଟେବୁଲ୍ ଟେନିସ ଚମ୍ପିୟାନସିପ ପାଇଁ ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଉଦଘାଟନ

    ଭୁବନେଶ୍ୱର:୬/୧୦-ଚଳିତ ମାସ ୧୧ ତାରିଖରୁ ୧୫ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ହେବ ୨୮ତମ ଏସୀୟ ଟେବୁଲ୍ ଟେନିସ୍ ଟିମ୍ ଚାମ୍ପିଅନସିପ୍ । ଏନେଇ କଳିଙ୍ଗ ଷ୍ଟାଡିୟମର ଇଣ୍ଡୋର୍ ଆଥେଲେଟ୍ସିକ ସେଣ୍ଟରଠାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ଵାର ଟ୍ରଫି ଅନାବରଣ ଓ ଟ୍ରଫି ଟୁର ବସର ଶୁଭ ଉଦ୍ଘାଟନ ହୋଇଛି। ଆଗାମୀ ଦିନରେ ହେବାକୁ ଥିବା ଏହି ପ୍ରତିଯୋଗିତା ପାଇଁ କଟକ, ଭୁବନେଶ୍ୱର ଏବଂ ପୁରୀରେ ଟ୍ରଫି…

    , , ,

    📆

  • ନିଯୁକ୍ତି ମାମଲାର ଅନ୍ୟତମ ଅଭିଯୁକ୍ତ ଗିରଫ

    ଭୁବନେଶ୍ୱର:5/10-ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ଓଡିଶା ପୁଲିସ ସବ-ଇନ୍ସପେକ୍ଟର ପଦବୀ ନିଯୁକ୍ତି ମାମଲାରେ ରାଜ୍ୟ କ୍ରାଇମ୍ ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ଘଟଣାର ଅନ୍ୟତମ ଅଭିଯୁକ୍ତ କଟକର ବିଦ୍ୟାଧରପୁରର ବାସିନ୍ଦା ବିଶ୍ୱରଞ୍ଜନ ବେହେରା (୨୯)ଙ୍କୁ ଗିରଫ କରିବା ସହ ବ୍ରହ୍ମପୁର କୋର୍ଟ ଚାଲାଣ କରାଯାଇଛି। ଏହା ସହ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ଉଲ୍ଲେଖ ଯୋଗ୍ୟ ଯେ, ଅଭିଯୁକ୍ତ…

    , ,

    📆

  • ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା

    ଭୁବନେଶ୍ୱର:3.10-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା ଅକ୍ଟୋବର ୨ ତାରିଖରେ କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଚିତ୍ରକଳା କର୍ମଶାଳାରେ ୧୧୭ଜଣ ଚିତ୍ରଶିଳ୍ପୀ ଯୋଗଦେଇ ନିଜ ସ୍ୱପ୍ନର ବିକଶିତ ଭାରତକୁ କାନ୍‌ଭାସ୍‌ରେ ଚିତ୍ରିତ କରିଥିଲେ। “ବିକଶିତ ଭାରତ” ଚିତ୍ରକଳା କର୍ମଶାଳା କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ…

    , , ,

    📆

  • ପଦାକୁ ଆସିଲା ଜାଲିଆତି

    ପୁଲିସ ସବ୍‍ ଇନ୍ସପେକ୍ଟର ପରୀକ୍ଷା ସ୍ଥଗିତ -କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ଭୁବନେଶ୍ୱର :୨/୧୦-ପୁଲିସ ସବ ଇନ୍ସପେକ୍ଟର ପାଇଁ ଲିଖିତ ପରୀକ୍ଷା ପୂର୍ବରୁ ବଡ଼ ଧରଣର ଜାଲିଆତି ସାମ୍ନାକୁ ଆସିବା ପରେ ଘଟଣାର କ୍ରାଇମ ବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି।ସ୍ୱତନ୍ତ୍ର କୋଚିଂ ନେବାକୁ ହାଇଦ୍ରାବାଦ ଯାଉଥିବା ଶତାଧିକ ପରୀକ୍ଷାର୍ଥୀଙ୍କୁ ରାତି ଅଧରେ ଆନ୍ଧ୍ରର ଶ୍ରୀକାକୁଲମରୁ ବ୍ରହ୍ମପୁର ପୁଲିସ ଧରିଛି। ୧୨୦ଜଣ ପରୀକ୍ଷାର୍ଥୀଙ୍କୁ ବ୍ରହ୍ମପୁର ରିଜର୍ଭ ପୁଲିସ କାର୍ଯ୍ୟାଳୟରେ ରଖି ପଚରା ଉଚୁରା…

    , ,

    📆

  • ଶ୍ରମିକ ଶୋଷଣର ବାଟ ଫିଟାଇଛି ଓଡିଶା ସପ ଏଣ୍ଡ କମରସିଆଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟରେ ସଂଶୋଧନ-ବିଜେଡି

    -ଶ୍ରମିକମାନେ ସେମାନଙ୍କ ହକ ପାଇଁ ସ୍ୱର ଉତ୍ତୋଳନ କରିବା କ୍ଷମତା ହରାଇବେ -ସନ୍ଧ୍ୟା ପରେ ମହିଳାଙ୍କୁ କର୍ମସ୍ଥାନରେ ରଖିବା ସୃଷ୍ଟି କରିଛି ସୁରକ୍ଷା ସଂକ୍ରାନ୍ତ ପ୍ରଶ୍ନବାଚୀ -ଅଧିକ କାମ କରିବାକୁ ବାଧ୍ୟ ହେବେ କିନ୍ତୁ ପାରିଶ୍ରମିକ ବଢିବ ନାହିଁ ଭୁବନେଶ୍ୱର:29/9- ରାଜ୍ୟ କ୍ୟାବିନେଟ ଦ୍ୱାରା ଓଡିଶା ସପ ଏଣ୍ଡ କମରସିଆଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ୧୯୫୬ରେ ଅନୁମୋଦିତ ହୋଇଥିବା ଦୁଇଟି ସଂଶୋଧନ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ ଏହା…

    , ,

    📆

  • ସାହିତ୍ୟିକମାନେ ଲେଖା ମାଧ୍ୟମରେ ରାଜ୍ୟର ବାସ୍ତବ ଚିତ୍ର ଉପସ୍ଥାପନ କରନ୍ତୁ-ସୌମ୍ୟରଞ୍ଜନ

    ସାହିତ୍ୟ ପତ୍ରିକା ଅପୂର୍ବାର ୨୭ତମ ଜନ୍ମ ସମାରୋହ ଭୁବନେଶ୍ୱର:୨୮/୦୯- ରାଜ୍ୟର ସମ୍ଭ୍ରାନ୍ତ ସାହିତ୍ୟ ପତ୍ରିକା ଏବଂ ଅଗ୍ରଣୀ ପୁସ୍ତକ ପ୍ରକାଶନ ପ୍ରତିଷ୍ଠାନ ‘ଅପୂର୍ବା ପ୍ରକାଶନୀ’ ପକ୍ଷରୁ ଏହାର ୨୭ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇ ଯାଇଛି। ସ୍ଥାନୀୟ ଗୀତ ଗୋବିନ୍ଦ ସଦନ ସଭାଗୃହରେ ଅପୂର୍ବାର ଅଧ୍ୟକ୍ଷ କଥାକାର କ୍ଷୀରୋଦ ଚନ୍ଦ୍ର ପତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ରାଜନେତା ତଥା ଆମ ଓଡ଼ିଶାର ଅଧ୍ୟକ୍ଷ…

    , , ,

    📆

  • ମହାବୀର ହନୁମାନଙ୍କ ଉଦାହରଣ ଦେଲେ ସୁପ୍ରିମ କୋର୍ଟର ନ୍ୟାୟମୂର୍ତ୍ତି

    ଦୁଇ ଦିନିଆ ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା ସମ୍ମିଳନୀ ଉଦଯାପିତ ଭୁବନେଶ୍ୱର ୨୮/୯- ଦୁଇ-ଦିନିଆ ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା ସମ୍ମିଳନୀ-୨୦୨୫ର ଉଦଯାପନୀ ସମାରୋହ  ଲୋକସେବା ଭବନ ଠାରେ ଉଦଯାପିତ ହୋଇଯାଇଛି। ସମ୍ମିଳନୀର ଉଦଯାପନୀ ସମାରୋହରେ ସୁପ୍ରିମ କୋର୍ଟର ନ୍ୟାୟମୂର୍ତ୍ତି ଏମ.ଏମ. ସୁନ୍ଦରେଶ ଯୋଗଦେଇ ରାମାୟଣ ଯୁଗର ଉଦାହରଣ ଦେଇ କହିଥିଲେ ଯେ ମହାବୀର ହନୁମାନ ହେଉଛନ୍ତି ଜଣେ ବଡ଼ ମଧ୍ୟସ୍ଥି । କାରଣ ସେ ସତ୍ୟ ଓ ନ୍ୟାୟର ମଧ୍ୟସ୍ଥତା ପାଇଁ…

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.