Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ

    ଭୁବନେଶ୍ୱର:୧୮ ଅଗଷ୍ଟ ୨୦୨୫-ଆଜି ଲୋକସେବା ଭବନରେ ଷଷ୍ଠ ରାଜ୍ୟ ଅର୍ଥ କମିଶନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି। କମିିଶନର ଅଧ୍ୟକ୍ଷ ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ୱରେ କମିଶନର ଅନ୍ୟ ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ରିପୋର୍ଟ ପ୍ରଦାନ କରିଥିଲେ ଏବଂ କମିଶନଙ୍କ ବିଭିନ୍ନ ସୁପାରିଶ ସମ୍ପର୍କରେ ଆଲୋକପାତ କରିଥିଲେ । ଅଧ୍ୟକ୍ଷଙ୍କ ସହିତ କମିଶନର ସଦସ୍ୟ ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପ୍ରଫେସର ଅମରେଶ…

    , ,

    📆

  • ଖୁବଶୀଘ୍ର ନିଯୁକ୍ତି ପାଇବେ ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ

    ଭୁବନେଶ୍ୱର:୧୮ ଅଗଷ୍ଟ ୨୦୨୫- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ବୈଠକର ଆଲୋଚନାରୁ ଜଣା ଯାଇଛି…

    , ,

    📆

  • ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ

    -ଓଡିଶାରୁ ସମୁଦାୟ ୩୯ଟି ରୁଟ୍‌ରେ ବିମାନ ଚଳାଚଳ କରୁଛି -ଭୁବନେଶ୍ୱର ବିମାନ ବନ୍ଦରରେ Maintenance, Repairing and Operation(MRO) ବ୍ୟବସ୍ଥା ବିକଶିତ କରାଯିବ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: 16/8-ଆଜି ଭୁବନେଶ୍ୱର ବିମାନ ବନ୍ଦର ଠାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଭୁବନେଶ୍ୱରରୁ ଝାରସୁଗୁଡା ପର୍ଯ୍ୟନ୍ତ ବିମାନସେବାର ଶୁଭାରମ୍ଭ କରିଛନ୍ତି। ୭୬ ସିଟ୍‌ ବିଶିଷ୍ଟ Star Airର ଏହି ବିମାନଟି Odisha New Destination Policy ଅଧିନରେ ବିମାନ ଯୋଜନାରେ Viability Gap…

    , ,

    📆

  • ଅଣାଅଶୀତମ ସ୍ଵାଧୀନତା ଦିବସରେ ରାଜ୍ୟବାସୀ ତଥା ଦେଶ ଓ ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଭାରତୀୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:15/8-ସ୍ଵାଧୀନତା ଦିବସରେ ରାଜ୍ୟବାସୀ ତଥା ଦେଶ ଓ ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଭାରତୀୟଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି, ସ୍ଵାଧୀନତା ପରବର୍ତ୍ତୀ ଭାରତର ଗୌରବମୟ ଇତିହାସରେ ଆଜି ଏକ ନୂଆ ଫର୍ଦ୍ଦ ଯୋଡିହୋଇ ଏହାକୁ ଆହୁରି ଋଦ୍ଧିମନ୍ତ କରିଛି। ଭାରତୀୟ ସ୍ଵାଧୀନତା ସଂଗ୍ରାମ ବିଶ୍ଵର ଏକମାତ୍ର ସ୍ଵାଧୀନତା ଆନ୍ଦୋଳନ ଯାହା ମୁଖ୍ୟତଃ ଶାନ୍ତି ଓ ଅହିଂସା ମାଧ୍ୟମରେ ହୋଇଥିଲା। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ…

    , ,

    📆

  • ବିଭାଜନ ବିଭୀଷିକା ଆଗରେ ଭାରତୀୟ ଜାତୀୟତା ହାର ମାନି ନଥିଲା

    ଭୁବନେଶ୍ୱର:14/8- ଜୟଦେବ ଭବନ ଠାରେ ଭାରତୀୟ ଇତିହାସ ସଂକଳନ ସମିତି ପକ୍ଷରୁ ଆୟୋଜିତ ବିଭାଜନ ବିଭୀଷିକା ସ୍ମୃତି ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ବିଭାଜନ ଆମକୁ ଯେତିକି କଷ୍ଟ ଦେଇଛି, ତାଠାରୁ ଅଧିକ ଜୀବନ ସଂଗ୍ରାମ ପାଇଁ ଶିକ୍ଷା ଦେଇଛି। ସାମ୍ପ୍ରଦାୟିକ ବିଦ୍ୱେଷର ବିଭୀଷିକା ଦେଶକୁ ଥରାଇଦେଇଥିଲା ସତ କିନ୍ତୁ, ଭାରତୀୟ ଜାତୀୟତା ହାର୍ ମାନିନଥିଲା। ଏଥିସହିତ ସେ ଦେଶ ଓ ରାଜ୍ୟର…

    , ,

    📆

  • ଏକତାକୁ ସୁଦୃଢ଼ କରିବା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ–ରାଜ୍ୟପାଳ

    ରାଜଭବନରେ ବିଭାଜନ ବିଭୀଷିକା ସ୍ମୃତି ଦିବସ ଭୁବନେଶ୍ୱର:୧୪/୮-ଆମ ଦେଶ ଭାରତର ବିଭାଜନ ଦୃଶ୍ୟପଟ୍ଟରେ ଘୃଣାକୁ ପ୍ରତ୍ୟାଖାନ କରି କରୁଣା, ସହନଶୀଳତାର ସହ ଏକତାକୁ ସୁଦୃଢ଼ କରିବା ପାଇଁ ସମସ୍ତେ ସଂକଳ୍ପ ନେବାକୁ ସ୍ୱାଧୀନତା ଦିବସ ପାଳନର ଅବ୍ୟବହିତ ପୂର୍ବରୁ ରାଜଭବନରେ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଆହ୍ୱାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କେନ୍ଦ୍ର…

    , ,

    📆

  • ଦର୍ଶକ ଓ ଶ୍ରୋତାଙ୍କୁ ଭିଜେଇଲା ଅରୁଣଙ୍କ ବେହାଲ ବର୍ଷା… ମତୁଆଲା ମନ …..

    ଭୁବନେଶ୍ୱର:୧୩/୮- ରାଜଧାନୀର ଭଞ୍ଜକଳା ମଣ୍ଡପରେ ବୁଧବାର ସନ୍ଧ୍ୟାରେ ସାହିତ୍ୟ ଓ ସଙ୍ଗୀତର ଅନନ୍ୟ ଯୁଗଳବନ୍ଦୀ ଡ଼ ଅରୁଣ କୁମାର ସାହୁଙ୍କ ସଂପାଦିତ ‘ସାଇତା ସତ’ ପୁସ୍ତକ ଏବଂ ‘ବେହାଲ୍ ବର୍ଷା’ ସଙ୍ଗୀତର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାହିତ୍ୟର ଅତିଥି ଭାବେ ବିଶିଷ୍ଟ ସ୍ତମ୍ଭକାର ଅଭିରାମ ବିଶ୍ଵାଳ ଏବଂ କଳା ଓ ସଙ୍ଗୀତର ଅତିଥି ଭାବେ ବର୍ଷୀୟାନ ଅଭିନେତା ଚୌଧୁରୀ ବିକାଶ ଦାସ ଯୋଗ ଦେଇଥିଲେ। ପ୍ରକାଶକ…

    , ,

    📆

  • ଡିଏଭିରେ ‘ଅଟଳ ଟିଙ୍କରିଂ ଲାବ୍‍’ର ଅଷ୍ଟମ ବାର୍ଷିକ ପୂର୍ତ୍ତି

    ଭୁବନେଶ୍ୱର:୧୩//୮- ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବରେଟୋରି’ର ଅଷ୍ଟମ ବର୍ଷ ପୂର୍ତ୍ତି ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଭିନବ ଉପାୟରେ ଅନେକ ଗବେଷଣାତ୍ମକ କାର୍ଯ୍ୟ ଏହା ମାଧ୍ୟମରେ କରିବାରେ ସମର୍ଥ ହୋଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଭୂତି ଭୂଷଣ ବିଶ୍ୱାଳ ଯୋଗଦାନ କରି ନୂତନ ଗବେଷଣାତ୍ମକ କାର୍ଯ୍ୟ ସମ୍ପାଦନ ନିମନ୍ତେ ଅଟଳ ଟିଙ୍କରିଂ ଲାବରେଟୋରିର ଭୂମିକା…

    , ,

    📆

  • ସରକାରଙ୍କ ରଙ୍ଗ ବଦଳ କାମ

    -ମୁଣ୍ଡପିଛା ଋଣ ଭାର ୨୦,୧୭୭ଟଙ୍କା -ଗେରୁଆ ରଙ୍ଗ ପାଇଁ ତିରିଶ ହଜାର କୋଟି ଟଙ୍କା ଅନୁମୋଦନ   ଭୁବନେଶ୍ୱର: ୧୩/୮- ବିଜେପି ସରକାର ଗୋଟିଏ ବର୍ଷ ତଳେ ଶପଥ ନେଲା ବେଳକୁ ପ୍ରତିଜ୍ଞା କରିଥିଲା ଆମ ସରକାର ଉତ୍ତରଦାୟୀ ସରକାର ହେବ। ଆମ ସରକାର ଲୋକଙ୍କ ସୁଖ ଦୁଃଖର ସରକାର ହେବ । କିନ୍ତୁ ଆଜି ରାଜ୍ୟର ଦୁରବସ୍ଥା ଆପଣଙ୍କ ଆଗରେ। ରାଜ୍ୟର କୋଣ ଅନୁକୋଣରେ ନାରୀ ପୋଡ଼ି, ଗଣ…

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.