Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ୟୁନିଟ ୨ ସ୍ଥିତ ନୂତନ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

    ଭୁବନେଶ୍ୱର:୧୯/୦୫- ୟୁନିଟ ୨ ସ୍ଥିତ ନୂତନ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଦଶମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୨୩୪ଟି ଅଭିଯୋଗ ମଧ୍ୟରୁ ୮,୭୧୩ଟି ଅଭିଯୋଗର ସମାଧାନ କରାଯାଇଛି। ଯାହା ଶତକଡ଼ା ୮୫ ପ୍ରତିଶତ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ,…

    , ,

    📆

  • ସମାଜ କଲ୍ୟାଣ ବୋର୍ଡର କାର୍ଯ୍ୟ ପରିସର ବୃଦ୍ଧି ନିଷ୍ପତ୍ତି

    ଭୁବନେଶ୍ୱର:୧୯/୦୫- ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳସ୍ତରରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମଗୁଡିକୁ ସଠିକ ଭାବରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି। ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ସୁପ୍ରତିଷ୍ଠିତ ଅଣସରକାରୀ ସଂଗଠନକୁ ସମାଜ କଲ୍ୟାଣ ବୋର୍ଡ ଦ୍ୱାରା ତାଲିକାଭୁକ୍ତ (empanelle) କରାଯାଇ ସେମାନଙ୍କ…

    , ,

    📆

  • ଯଥାଶୀଘ୍ର ନୟାଗଡରୁ ବୌଦ୍ଧକୁ ରେଳଗାଡି ଗଡିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:୧୮/୫-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ଜଣାଯାଇଛି, ବୌଦ୍ଧ ଜିଲ୍ଲାବାସୀଙ୍କୁ ଉନ୍ନତ ଗମନାଗମନ ସୁବିଧା ଉପଲବ୍‍ଧ କରିବା ପାଇଁ ପ୍ରାୟ ୨୮ କୋଟି ଟଙ୍କା ମୂଲ୍ୟର ସଡ଼କ ପ୍ରକଳ୍ପ ପାଇଁ ନିକଟରେ ଶିଳାନ୍ୟାସ ଦିଆଯାଇଛି। ଖୁବ୍‍ ଶୀଘ୍ର ବୌଦ୍ଧରେ ଏକ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ନୂଆ ବସ୍‍ଷ୍ଟାଣ୍ଡ କରାଯିବ। ବୌଦ୍ଧ ରେଳଷ୍ଟେସନ କାର୍ଯ୍ୟ…

    ,

    📆

  • ଲେଡିଜ୍ ଫୋରମ ପାଳିଲା ବିଶ୍ୱ ମାତୃତ୍ଵ ଦିବସ

    ଭୁବନେଶ୍ୱର:୧୮/୫-ସ୍ଥାନୀୟ ୟୁନିଟ-୯ ବୁଦ୍ଧ ମନ୍ଦିର ସମ୍ମିଳନୀ କକ୍ଷରେ ବିଶ୍ୱ ମାତୃତ୍ଵ ଦିବସ ଅବସରରେ ସତ୍ୟନଗର ଲେଡିଜ ଫୋରମ ତରଫରୁ ମହିଳା ସଶକ୍ତିକରଣ ପାଇଁ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଲେଖିକା ତଥା ସାମାଜିକ କର୍ମୀ ଡ. ପ୍ରତିଭା ମହାରଥୀ, ଏଚଡିଏଫସି ବ୍ୟାଙ୍କର ଆଞ୍ଚଳିକ ମାନବ ସମ୍ବଳ ମୁଖ୍ୟ ସ୍ମିତା କୁମାରୀ ଏବଂ ଶୁଶୃତ ହସପିଟାଲର ମୁଖ୍ୟ ନିର୍ବାହୀ ଅଧିକାରୀ ଛିଦାତ୍ମିକା ଖଟୁଆ ଅତିଥି ଭାବେ ଯୋଗ…

    , ,

    📆

  • ଦୁଇ ନାବାଳକଙ୍କୁ ବଳାତ୍କାର ମାମଲା, ମୁଖ୍ୟ ଅଭିଯୁକ୍ତଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ

    ଭୁବନେଶ୍ୱର:17/5-ଝାରସୁଗୁଡା ଜିଲ୍ଲାରେ ଦୁଇ ଜଣ ନାବାଳକଙ୍କୁ ବଳାତ୍କାର କରାଯାଇଥିବା ମାମଲାର ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲ୍ଲା ଓ ଦୌରା ଅଦାଲତ ବିଚାରପତି, POCSO ଶ୍ରୀମତୀ ପୂଜା ଷଡ଼ଙ୍ଗୀ ଏହି ମାମଲାରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମାତ୍ର ୫୫ ଦିନ ମଧ୍ୟରେ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଥିଲା। ସେହି…

    , ,

    📆

  • JE, NABBED BY ODISHA VIGILANCE

    Bhubaneswar”17/5-Today Ashok Kumar Das, Jr.Engineer (JE), Basudevpur Block, Dist. Bhadrak has been apprehended by Odisha Vigilance while demanding and taking bribe Rs.10,000/- from a contractor to facilitate release of bills for works executed by him. Accused Sri Das refused to release the bill amount unless he was paid the demanded…

    📆

  • ସିନ୍ଦୂରର ରଙ୍ଗ ଶତ୍ରୁମାନଙ୍କ ପାଇଁ ବିପଦ, ଭାରତବାସୀଙ୍କ ପାଇଁ ବିଜୟର ସଂକେତ – ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:16/5-ଅପରେସନ ସିନ୍ଦୂରର ସଫଳତା ପାଳନ ଅବସରରେ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଅପରେସନ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ ସମାହାର। ଆମର ବୀର ଯବାନମାନଙ୍କୁ ଏହି ପଦଯାତ୍ରା ଦ୍ଵାରା ଆମେ ସ୍ମରଣ କରୁଛୁ ବୋଲି କହିଥିଲେ। ସୂଚନାଯୋଗ୍ୟଯେ, ରାଜ୍ୟରେ ମହିଳା ସଶକ୍ତିକରଣ ପାଇଁ ଉଦ୍ଧିଷ୍ଟ ମିଶନ…

    , ,

    📆

  • ଦୁର୍ନୀତି କିମ୍ବା ଅବହେଳା କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ – ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:15/5- ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ, ଏହାହିଁ ଆମର ଉଦ୍ଦେଶ୍ୟ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍‌…

    , ,

    📆

  • ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା

    ଏଥିପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୧୦ ପ୍ରତିଶତ ପର୍ଯ୍ୟନ୍ତ ଅର୍ଥ ଖର୍ଚ୍ଚ କରାଯାଇପାରିବ ଭୁବନେଶ୍ୱର:15/5- ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ (State Specific Disaster) ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ (State Disaster Response Fund) ସହାୟତା ପାଇ ପାରିବେ। SDRF…

    , ,

    📆

  • ଅନନ୍ତ ମହାପାତ୍ରଙ୍କୁ ‘ପରିକ୍ଷିତ ଜେନା ବାଣୀଚିତ୍ର ସମ୍ମାନ’

    ଭୁବନେଶ୍ବର:୧୫/୫-ରବୀନ୍ଦ୍ର ମଣ୍ଡପ ପରିସରରେ କଳା, ସାହିତ୍ୟ ଓ ସଂସ୍କୃତି ଭିତ୍ତିକ ମାସିକ ପତ୍ରିକା “ବାଣୀଚିତ୍ର”ର ୫୭ତମ ବର୍ଷ ପୂର୍ତ୍ତି ଅବସରରେ ‘ବାଣୀଚିତ୍ର ସମ୍ମାନ-୨୦୨୫’ ପାଳନ ଉପଲକ୍ଷେ ବର୍ଷିୟାନ ନାଟ୍ୟ ନିର୍ଦ୍ଦେଶକ ଅନନ୍ତ ମହାପାତ୍ରଙ୍କୁ “ପରିକ୍ଷିତ ଜେନା ବାଣୀଚିତ୍ର ସ୍ମୃତି ସମ୍ମାନ”ରେ ସମ୍ମାନିତ କରାଯାଇଛି। ଏହା ସହିତ କଳା, ସାହିତ୍ୟ, ନୃତ୍ୟ ସଙ୍ଗୀତ ଓ ସମାଜସେବା କ୍ଷେତ୍ରରେ ୧୩ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ସମ୍ମାନ ଓ ୨୦୨୪ ମସିହାରେ ମୁକ୍ତିଲାଭ କରିଥିବା…

    , , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.