Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ଭୁବନେଶ୍ୱରରେ ୱାର୍ଡ ଅଫିସରଙ୍କ ସମନ୍ୱୟ ଅଭାବରୁ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରୁ ନାହାନ୍ତି ଅନେକ ମହିଳା – ଉପ ମୁଖ୍ୟମନ୍ତ୍ରୀ

    -ଗଣମାଧ୍ୟମର ତତ୍ପରତା ପାଇଁ ଓଡ଼ିଶାର ଏକ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କ ପାଖରେ ସୁଭଦ୍ରା ପହଞ୍ଚି ପାରିଛି -ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମକୁ ଧନ୍ୟବାଦ ଦେଲେ ପ୍ରଭାତୀ ଭୁବନେଶ୍ୱର, ତା୨୫/୦୪-ସୁଭଦ୍ରା ଯୋଜନା ଉପରେ ଭୁବନେଶ୍ୱରରେ ଆୟୋଜିତ ଗଣମାଧ୍ୟମ ସହ ଆଲୋଚନା କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଦେବା ସହ ଏହି ଯୋଜନାକୁ ଆହୁରି ଉନ୍ନତ କରିବା ପାଇଁ…

    , ,

    📆

  • ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ୱିଗୁଣିତ

    କନେଷ୍ଟବଳ, ହାବିଲଦାର ଓ ସିପାହୀ ମାନଙ୍କ ‘ଏକ୍‌ଷ୍ଟ୍ରା ଡ୍ୟୁଟି ପ୍ରୋତ୍ସାହନ ରାଶି’ରେ ମଧ୍ୟ ବୃଦ୍ଧି ଭୁବନେଶ୍ୱର:୨୪/୪-ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ୱିଗୁଣିତ ହୋଇଛି…

    , ,

    📆

  • ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଆମ ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି – ମୁଖ୍ୟମନ୍ତ୍ରୀ

    ପୁରୀରେ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହ ପାଳନ -୬ ଲକ୍ଷ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ, ୨ ଲକ୍ଷରୁ ଉର୍ଦ୍ଧ୍ୱ ସୁଭଦ୍ରା ହିତାଧିକାରୀଙ୍କୁ ସହାୟତା ରାଶି ଏବଂ ୩୧୪ ଟି ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଭୁବନେଶ୍ୱର:୨୪/୪- ଆମ ଦେଶର ସମୁଦାୟ ଜନସଂଖ୍ୟାର ପ୍ରାୟ ୬୯ ପ୍ରତିଶତ ଗ୍ରାମାଞ୍ଚଳରେ ବସବାସ କରନ୍ତି। ଓଡ଼ିଶାରେ ୮୩ ପ୍ରତିଶତ ଲୋକ ଗାଁରେ ବସବାସ କରନ୍ତି। ତେଣୁ ଯେତେଦିନ ପର୍ଯ୍ୟନ୍ତ ଗ୍ରାମାଞ୍ଚଳର ବିକାଶ…

    , ,

    📆

  • ପ୍ରଶାନ୍ତଙ୍କ ଶେଷ ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    -ପରିବାରକୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କୁ ନିଯୁକ୍ତି ଏବଂ ପୁଅର ପାଠପଢା ଖର୍ଚ୍ଚ ସରକାର ବହନ କରିବେ ଭୁବନେଶ୍ୱର:୨୪/୪-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଜିଲ୍ଲାର ଇସାଣି ଗ୍ରାମରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କାଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିବା ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥିଙ୍କ ମରଶରୀର ତାଙ୍କ ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର…

    , ,

    📆

  • ଓଡ଼ିଶାକୁ ଏକ ସମୃଦ୍ଧ ଏବଂ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ନିଆଯାଇଛି ଉଚ୍ଚାଭିଳାଷୀ ସଂକଳ୍ପ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର:୨୩/୦୪-: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରିପରିଷଦର ସପ୍ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ,ରାଜ୍ୟ ଗଠନର ଶତବାର୍ଷିକୀ ପାଳନ ଅବସରରେ ସରକାର ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ସମୃଦ୍ଧ ଏବଂ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଉଚ୍ଚାଭିଳାଷୀ ସଂକଳ୍ପ ନେଇଛନ୍ତି। ୨୦୪୭ ସୁଦ୍ଧା ଆମ ଦେଶକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ ଦିଗରେ ମଧ୍ୟ ଏହା ସହାୟକ ହେବ। ପ୍ରଧାନମନ୍ତ୍ରୀ…

    , ,

    📆

  • ଦେବ ପ୍ରସାଦ ଦାଶଙ୍କୁ ପଦୋନ୍ନତି

      ରାଜ୍ୟ ସରକାର ଓଡିଶା ପ୍ରଶାସନିକ ସେବା ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ତାଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।        

    , ,

    📆

  • ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି, ୨୩ରୁ କଲେଜଗୁଡିକ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବନ୍ଦ ରହିବ

    ଭୁବନେଶ୍ୱର :୨୨/୪-ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା କରାଯାଇଛି। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା…

    , ,

    📆

  • ସମ୍ବଲପୁରରେ ସରକାର

    ପୂର୍ବ ସରକାର ଉଦାସୀନ ମନୋଭାବ ପୋଷଣ କରୁଥିଲେ, ଆମେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜନ ଶୁଣାଣି କରିବା ପାଇଁ ନିଷ୍ପତ୍ତି ନେଇଛୁ :ମୁଖ୍ୟମନ୍ତ୍ରୀ  -୨୪୦୦ ଲୋକଙ୍କ ଅଭିଯୋଗ ଶୁଣାଣି, -୧୮ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ ଭୁବନେଶ୍ୱର:୨୧ ଏପ୍ରିଲ ୨୦୨୫ -ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର।…

    ,

    📆

  • ନବୀନ ପୁଣି ବିଜେଡିର ସଭାପତି ନିର୍ବାଚିତ

    ଭୁବନେଶ୍ୱର: 19/4- ନବୀନ ପଟ୍ଟନାୟକ କ୍ରମାଗତ ଭାବେ ନବମ ଥର ପାଇଁ ବିଜୁ ଜନତା ଦଳର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ଦଳର କାଉନସିଲ୍ ମିଟିଂ ରେ ଆନୁଷ୍ଠାନିକ ଭାବେ ତାଙ୍କୁ ସଭାପତି ଭାବେ ଘୋଷଣା କରାଯାଇଛି। ପୁଣି ଥରେ ସଭାପତି ଦାୟିତ୍ୱ ଗ୍ରହଣ ପରେ ସେ ଅବସରରେ ନବୀନ ଦଳୀୟ ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇବାକୁ ଉଦ୍ୟମ କରିଛନ୍ତି । ଦଳୀୟ ନେତା ଓ କର୍ମୀଙ୍କୁ…

    , ,

    📆

  • ଦୁଇଜଣ ବରିଷ୍ଠ ସାଂବାଦିକଙ୍କ ପରଲୋକ, ସାଂବାଦିକ ମହଲରେ ଶୋକ

    ଭୁବନେଶ୍ୱର:୧୯/୪/୨୦୨୫-ଅସୁସ୍ଥତା କାରଣରୁ ଭୁବନେଶ୍ୱର ଏକ ଘରୋଇ ହସପିଟାଲରେ କିଛିଦିନ ଧରି ଚିକିତ୍ସିତ ହେଉଥିବା ବରିଷ୍ଠ ସାଂବାଦିକ ରତିକାନ୍ତ ମହାନ୍ତିଙ୍କର ଶନିବାର ସକାଳେ ପରଲୋକ ଘଟିଛି। ସେ ଦୀର୍ଘ ୪ ଦଶନ୍ଧି ଧରି ନିରପେକ୍ଷ ଏବଂ ନିର୍ଭୀକତାର ସହ ସାମ୍ବାଦିକତା କରୁଥିଲେ। ସେହିପରି ଅନ୍ୟତମ ବରିଷ୍ଠ ସାଂବାଦିକ ଶେଖ ଅବଦୁଲ କଲିମଙ୍କର ଶୁକ୍ରବାର ରାତିରେ ପରଲୋକ ଘଟିଛି। ସେ ଦିନିକ ସଂବାଦପତ୍ର ସମ୍ବାଦ କାଳିକାର ବାର୍ତ୍ତା ସମ୍ପାଦକ ଭାବେ କାର୍ଯ୍ୟ କରୁଥିଲେ।…

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.